ପୁରୀରୁ ୪ ଆକ୍ରାନ୍ତ ଚିହ୍ନଟ: ଜିଲାରେ କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଲା

ପୁରୀ ଅଫିସ, ୨୬ା୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦୃତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ଜିଲାରେ ପୁଣି ୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାର କରୋନା ପଜିଟିଭ ସଂଖ୍ୟା ୮୫ରେ ପହଞ୍ଚିଛି। ଏଥିମଧ୍ୟରୁ ୧୪ଜଣ ସୁସ୍ଥ ହୋଇଥିବା ବେଳେ ୭୧ଜଣ ଏବେ ଚିକିତ୍ସାଧୀନ ଅଛନ୍ତି। ଗତ ୧୬ ଦିନରେ ଜିଲାରୁ ୮୪ଜଣ ଆକ୍ରାନ୍ତ ଚିହ୍ନଟ ହେବା ନେଇ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତମାନେ କ୍ୱାରାଣ୍ଟାଇନ ସେଣ୍ଟରର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି, ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ପୂଜା ଭେଟି ଘୋଷଣା କରିଛନ୍ତି। ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସରକାରୀ କର୍ମଚାରୀ ଓ...

ନକଲି ଜର୍ଦା ଜବତ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭଦ୍ରକ ଅଫିସ,୨୧।୨: ଭଦ୍ରକ ପୁରୁଣାବଜ଼ାର ଥାନା କାଯିମହଲାରୁ ପୋଲିସ ନକଲି ଜର୍ଦା ସହ ଏଥିରେ ବ୍ୟବହୃତ ବିଭିନ୍ନ ସାମଗ୍ରୀ ସୋମବାର ଜବତ କରିଛି। ଘଟଣାରେ ସମ୍ପୃକ୍ତ...

କସ୍ତୁରବା ଗାନ୍ଧୀ ବିଦ୍ୟାଳୟରେ ମୃତ୍ୟୁ ଘଟଣା: ପ୍ରଧାନ ଓ୍ବାର୍ଡନ ନିଲମ୍ବିତ, ଶିକ୍ଷୟିତ୍ରୀ ବହିଷ୍କାର

ମୁନିଗୁଡ଼ା,୧୩।୭:  ମୁନିଗୁଡ଼ା  ଜିଲା   ରାୟଗଡ଼ା ବ୍ଲକ ଅନ୍ତର୍ଗତ କୁମୁଡ଼ାବାଲି କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟରେ ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଜଣେ  ଛାତ୍ରୀଙ୍କ ମୃତ୍ୟୁ ଘଟିଥିଲା।...

ବର୍ଷା-ଅନୁଭବଙ୍କୁ ତାଗିଦ୍‌ କଲେ ହାଇକୋର୍ଟ

କଟକ ଅଫିସ,୨୭।୫: ପାରିବାରିକ ବିବାଦ ମାମଲାରେ ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ତାଗିଦ କରିଛନ୍ତି ହାଇକୋର୍ଟ। ଉଭୟଙ୍କୁ ସୋସିଆଲ...

ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ

କୋକସରା,୧୨।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ସାନପୋଡାଗୁଡ଼ା ପଞ୍ଚାୟତ ଅଧୀନ କଲୋନୀପଡ଼ାର ଦାଦନ ଶ୍ରମିକ କୃତିକ ମାଝି (୩୫)ଙ୍କ ଶନିବାର ବିଜୟୱାଡାରେ ମୃତ୍ୟୁ...

ଉଚିତ୍‌ କାର୍ଯ୍ୟାନୁଷ୍ଠାନ ନହେଲେ ଅପରାଧ ବଢ଼ିବ

ବଲାଙ୍ଗୀର ଅଫିସ, ୧୪ା୧: ବଲାଙ୍ଗୀର ଡେଲିମାର୍କେଟରେ ଶନିବାର ବିଳମ୍ବିତ ରାତିରେ ଗାଡିହର୍ଣ୍ଣ ବଜାଇବାକୁ କେନ୍ଦ୍ର କରି ପରିବା ବେପାରୀ ଓ ଜଣେ ଯୁବକ ମଧ୍ୟରେ ଗଣ୍ଡଗୋଳ...

୧୩ରୁ ଆରମ୍ଭ ହେବ ହକି ବିଶ୍ୱକପ୍‌: ମ୍ୟାଚ୍‌ ଦେଖିବା ଲାଗି ଏଲ୍‌ଇଡି ଟିଭି ବ୍ୟବସ୍ଥା

ପୁରୀ ଅଫିସ, ୧୦ା୧: ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ପୁରୁଷ ହକି ବିଶ୍ୱକପ୍‌। ଚଳିତ ଥର ଏହାକୁ ଓଡ଼ିିଶା ଆୟୋଜନ କରୁଛି। ଏହାକୁ...

ଅନୁଗୋଳରେ ବର୍ଜ୍ୟବସ୍ତୁ ପରିଚାଳନା:ଖୋଳାହେବ ୩ଶହ କମ୍ପୋଷ୍ଟ ପିଟ

ଅନୁଗୋଳ ଅଫିସ, ୪ା୬ ରାଜ୍ୟର ସମସ୍ତ ପୌରପାଳିକାରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ ଏନ୍‌ଜିଟି ନିର୍ଦ୍ଦେଶନାମା ଜାରି କରିଛନ୍ତି। ପ୍ରତି ପୌରାଞ୍ଚଳରେ ତିନିଶହ ଲେଖାଏ କମ୍ପୋଷ୍ଟ ପିଟ୍‌...

Advertisement
Archives

Model This Week