ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିଲା ବେଳେ ୨୩ଜଣ ବିଭିନ୍ନ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ବିଷୟରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ। ତେବେ କିଛିଦିନ ଧରି ଜିଲାର ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ସୋମବାର ଗୋଟିଏ ଦିନରେ ୭ ପଜିଟିଭ ଚିହ୍ନଟ ହେବା ଜିଲାବାସୀଙ୍କ ଚିନ୍ତା ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ କେରି କରୋନା ସଂକ୍ରମିତ, ଅନୁଭବ କରୁଛନ୍ତି ସାମାନ୍ୟ ଲକ୍ଷଣ

ମିଶ୍ର.୧୯ ।୧୧: ଆମେରିକାର ଜଳବାୟୁ ଦୂତ ଜନ କେରି ଶର୍ମ ଅଲ-ଶେଖ, ମିଶ୍ରରେ ଆୟୋଜିତ ସଂଯୁକ୍ତ ରାଷ୍ଟ୍ରର କପ-୨୭ ଜଳବାୟୁ ପରିବର୍ତ୍ତନ ଶିଖର ସମ୍ମିଳନୀରେ ଯୋଗ...

କୋଟାୟମରୁ ଖୋର୍ଦ୍ଧା ଷ୍ଟେଶନରେ ପହଞ୍ଚିଲେ ୧୯୧ପ୍ରବାସୀ

ଖୋର୍ଦ୍ଧା ଅଫିସ,୮।୬: କୋଟାୟମରୁ ଆସିଥିବା ସ୍ବତନ୍ତ୍ର ଶ୍ରମିକ ଟ୍ରେନ୍‌ ସୋମବାର ଖୋର୍ଦ୍ଧା ରୋଡ ଷ୍ଟେଶନରେ ପହଞ୍ଚିଛି। ଏଥିରେ ୫ଟି ଜିଲାରୁ ୧୯୧ଜଣ ପ୍ରବାସୀ ଫେରିଛନ୍ତି। ସେମାନଙ୍କ...

ଦେବୀ ନଦୀ ଶଯ୍ୟା ଖନନ: ସ୍ଥିତି ଅନୁଧ୍ୟାନ କଲେ ବୁର୍ଲା ଜଳସମ୍ପଦ ବିଭାଗ ବିଶେଷଜ୍ଞ

କାକଟପୁର, ୨୦।୮(ଡି.ଏନ୍‌.ଏ.)-ପୋତି ହୋଇପଡ଼ିଥିବା ଦେବୀ ନଦୀ ଶଯ୍ୟା ଖନନ ହେବ। ଏଥିପାଇଁ ଜଳସମ୍ପଦ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏହି କ୍ରମରେ ସମ୍ବଲପୁରର ବୁର୍ଲାସ୍ଥିତ ଜଳସମ୍ପଦ...

ୱେବ୍‌ କନଫେରେନ୍ସରେ ମାତୃଭାଷା ସମ୍ମିଳନୀ

ବରଗଡ଼ ଅଫିସ୍‌,୨୬।୪: ଲକ୍‌ ଡାଉନ୍‌ ଯୋଗୁ ସମସ୍ତ ସଭା, ସମିତି ଆୟୋଜନ ଉପରେ ମଧ୍ୟ କଟକଣା ଲାଗୁ ହୋଇଛି। ଏଭଳି ସ୍ଥଳେ ବରଗଡ଼ର ସାକେତ୍‌ ଶ୍ରୀଭୂଷଣ...

‘ଭିତ୍ତିଭୂମି ସଜାଡ଼ି ପାରିଛି ଆଇଆଇଆଇଟି’

ଭୁବନେଶ୍ୱର,୨୦।୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଦ୍ୱାରା ଭୁବନେଶ୍ୱରରେ ପ୍ରତିଷ୍ଠିତ ଅନ୍ତର୍ଜାତୀୟ ସୂଚନା ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଆଇଟି) ଜାତୀୟସ୍ତରରେ ପ୍ରମୁଖ ଅନୁଷ୍ଠାନ ଭାବେ ଉଭା ହୋଇଛି। ୨୦୦୬ରେ ଆରମ୍ଭ...

ବଡ଼ରମା ରେଞ୍ଜରେ ମାଈହାତୀର ମୃତ୍ୟୁ

ଜମନକିରା,୮।୨(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ବାମରା ବନ୍ୟପ୍ରାଣୀ ବନାଞ୍ଚଳ ଅନ୍ତର୍ଗତ ବଡ଼ରମା ରେଞ୍ଜ ପଥୁରିଆରେ ଶନିବାର ଏକ ମାଈହାତୀର ମୃତ୍ୟୁ ଘଟିଛି। ବନ ବିଭାଗ...

କଳ୍ପନା ଦାଶ, ବବ୍‌ଲି ହତ୍ୟା ଘଟଣା: ମରାଠା ଗ୍ୟାଙ୍ଗର ସମ୍ପୃକ୍ତି ଥିବା ସନ୍ଦେହ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଛତିଶଗଡ଼ ରାୟଗଡ଼ ଜିଲା ଚକ୍ରଧରନଗର ଥାନା ହମିରପୁର ଜଙ୍ଗଲରେ କଳ୍ପନା ଦାଶ ଓ ଝିଅ ବବ୍‌ଲି ହତ୍ୟା ଘଟଣାରେ ଏବେ ଛତିଶଗଡ଼ ପୋଲିସ ଅଡୁଆରେ...

ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ

ଲହୁଣୀପଡ଼ା,୨୪।୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତର ଅଭାବରୁ ରୋଗୀସେବା ବିପର୍ଯ୍ୟସ୍ତ ହୋଇଛି। ରୋଗୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଅନ୍ୟ...

Advertisement
Archives

Model This Week