ପୁରୀରୁ ୭ କରୋନା ପଜିଟିଭ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଲା

ପୁରୀ ଅଫିସ, ୮।୬: ପୁରୀ ଜିଲାରୁ ସୋମବାର ପୁଣି ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ନୂଆ ସଂକ୍ରମିତଙ୍କୁ ମିଶାଇ ଜିଲାରେ ମୋଟ ପଜିଟିଭ ସଂଖ୍ୟା ୧୦୮ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୮୫ଜଣ ସୁସ୍ଥ ହୋଇଥିଲା ବେଳେ ୨୩ଜଣ ବିଭିନ୍ନ କୋଭିଡ-୧୯ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ନୂଆ ଆକ୍ରାନ୍ତଙ୍କ ବିଷୟରେ ଜିଲା ପ୍ରଶାସନ ପକ୍ଷରୁ କୌଣସି ତଥ୍ୟ ଦିଆଯାଇ ନାହିଁ। ତେବେ କିଛିଦିନ ଧରି ଜିଲାର ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ ସୋମବାର ଗୋଟିଏ ଦିନରେ ୭ ପଜିଟିଭ ଚିହ୍ନଟ ହେବା ଜିଲାବାସୀଙ୍କ ଚିନ୍ତା ବଢ଼ାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶାନ୍ତିଶୃଙ୍ଖଳାରେ ଚାଲିଛି ମତଦାନ

ଭଦ୍ରକ ଅଫିସ,୨୯।୪ : ଭଦ୍ରକ ପୌରାଞ୍ଚଳରେ ଶାନ୍ତିଶୃଙ୍ଖଳା ସହ ମତଦାନ ଚାଲିଛି।  ଜିଲା ସ୍କୁଲ ପରିସର ମଡେଲ ବୁଥରେ ଭୋଟରମାନେ ଧାଡ଼ିରେ ମତଦାନ କରୁଥିବା ଦେଖିବାକୁ ମିଳିଛି।...

ସୁଆର ମହାସୁଆର ନିଯୋଗ ନିର୍ବାଚନ: ପ୍ରାର୍ଥିପତ୍ର ଯାଞ୍ଚ ସରିଲା, ଆଜି ପ୍ରତ୍ୟାହାର

ପୁରୀ ଅଫିସ, ୨୭ା୭: ଆସନ୍ତା ଅଗଷ୍ଟ ୧୦ ତାରିଖରେ ଶ୍ରୀମନ୍ଦିରର ସୁଆର ମହାସୁଆର ନିଯୋଗ ନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଗତ ୨୧ ତାରିଖରେ ନାମାଙ୍କନପତ୍ର...

ନାବାଳିକାଙ୍କୁ ବଳାତ୍କାର ଘଟଣା :ଫରେନ୍ସିକ୍‌ ଯାଞ୍ଚ ରିପୋର୍ଟକୁ ଅପେକ୍ଷା

ଅନୁଗୋଳ ଅଫିସ, ୨୩।୭ ଅନୁଗୋଳ ବସ୍‌ଷ୍ଟାଣ୍ଡସ୍ଥିତ ଆହାରକେନ୍ଦ୍ର ପଛପଟେ ଗତ ଶନିବାର ବିଳମ୍ବିତ ରାତିରେ ଘଟିଥିବା ନାବାଳିକା ବଳାତ୍କାର ଘଟଣାର ତଦନ୍ତ ପ୍ରକ୍ରିୟାକୁ ଜୋରଦାର କରିଛି...

୭ଫୁଟରୁ ଅଧିକ ଲମ୍ବର କନ୍ଦମୂଳ, ଦେଖିବାକୁ ଯୁବଚାଷୀଙ୍କ ଘରେ ଜମୁଛି ଭିଡ଼

ନିଶ୍ଚିନ୍ତକୋଇଲି,୧୧ା୩(ସ୍ବ.ପ୍ର.): କଟକ ଜିଲା ନିଶ୍ଚିନ୍ତକୋଇଲି ନତକାଇ ଗ୍ରାମରେ ଶ୍ରୀମତୀ ସାବିତ୍ରୀ ରାଉତଙ୍କ ବାଡ଼ିରେ ୭ ଫୁଟ ୧୦ ଇଞ୍ଚ ଲମ୍ବର କନ୍ଦମୂଳ ଫଳିଛି। ଏତେ ବଡ଼...

ଆପାର୍ଟମେଣ୍ଟରୁ ଖସି ଛାତ୍ରୀ ମୃତ୍ୟୁ ଘଟଣା: ରହସ୍ୟ ସୃଷ୍ଟି କଲା ମୃତା ଛାତ୍ରୀଙ୍କ ଇନ୍‌ଷ୍ଟାଗ୍ରାମ ପୋଷ୍ଟ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ବଡଗଡ଼ ଥାନା ଅନ୍ତର୍ଗତ ବିଜେବି ନଗରସ୍ଥିତ ଏକ ଆପାର୍ଟମେଣ୍ଟର ଚତୁର୍ଥ ମହଲାରୁ ଖସି ଅଷ୍ଟମ ଶ୍ରେଣୀ ଛାତ୍ରୀ କୃତ୍ତିକା ମିଶ୍ରଙ୍କ ରବିବାର ଅପରାହ୍ନରେ ମୃତ୍ୟୁ...

ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ମାମଲା:ଦୋଷୀଙ୍କୁ ଫାଶୀଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୧୧-୯:ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅଞ୍ଚଳର ଜଣେ ନାବାଳିକା(୯)ଙ୍କୁ ୨୦୧୮ ମାର୍ଚ୍ଚ ୨୦ରେ ବଳାତ୍କାର ପରେ ହତ୍ୟା କରାଯାଇଥିଲା। ଏହି ମାମଲାର ରାୟ...

ପ୍ରଶାସନିକସ୍ତରରେ ଅଦଳବଦଳ : ଡେପୁଟେଶନରେ ଗଲେ ଗିରୀଶ, ମୀନାଙ୍କୁ ଜିଏର ଅତିରିକ୍ତ ଦାୟିତ୍ୱ

ଭୁବନେଶ୍ୱର,୯।୮(ବ୍ୟୁରୋ) : ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ (ଜିଏ ଆଣ୍ଡ ପିଜି) ବିଭାଗ ସ୍ବତନ୍ତ୍ର ସଚିବ ଏସ୍‌.ଏନ୍‌. ଗିରୀଶ କେନ୍ଦ୍ରୀୟ ଡେପୁଟେଶନରେ...

ଟାଟା ଷ୍ଟିଲ ବିଏସ୍‌ଏଲ୍‌ର ଅଭିନବ ପ୍ରୟାସ: ଲାଗିଲା ୧୦୦୦ରୁ ଊର୍ଦ୍ଧ୍ୱ ଚାରା

ଢେଙ୍କାନାଳ ଅଫିସ, ୭।୬- ବିଶ୍ୱ ପରିବେଶ ଦିବସରେ ଅଭିନବ ପ୍ରୟାସ ଆରମ୍ଭ କରିଛି ଓଡ଼ାପଡ଼ା ବ୍ଲକ ନରେନ୍ଦ୍ରପୁରସ୍ଥିତ ଟାଟା ଷ୍ଟିଲ ବିଏସ୍‌ଏଲ୍‌ କମ୍ପାନୀ। ଚଳିତ ବର୍ଷ...

Advertisement
Archives

Model This Week