ପୁରୀରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ: ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଛୁଇଁଲା

ପୁରୀ ଅଫିସ, ୧୨।୫: ପୁରୀ ଜିଲାରେ ମଙ୍ଗଳବାର ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ତେବେ ସେ ନିକଟରେ ସୁରଟରୁ ଫେରିଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ରବିବାର ଜିଲାର ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ପ୍ରଶାସନ ପକ୍ଷରୁ ପୁରୀ ସହର ରେଣୁକା ଗଳିକୁ କଣ୍ଟେନମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ପୂର୍ବରୁ ପିପିଲି ଦାନଗହିରର ଜଣେ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

ପତାକା ଉତ୍ତୋଳନକୁ ନେଇ ଟଣାଓଟରା

ଖଲ୍ଲିକୋଟ,୧୫।୮(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ପରିସରରେ ସ୍ବଧୀନତା ଦିବସ ପାଳନ ବେଳେ ପତାକା ଉତ୍ତୋଳନକୁ ନେଇ ବିଡିଓ ଦେବାଶିଷ ସାମଲ ଏବଂ ବ୍ଲକ…

ଦାରିଙ୍ଗବାଡ଼ିରେ ୮୦ତମ ସ୍ୱାଧୀନତା ଦିବସ ପାଳିତ: ଜନସେବାକୁ ଦେଶସେବା ବୋଲି କହି…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): ଦେଶ ସ୍ୱାଧୀନତାର ୮୦ତମ ବର୍ଷପୂର୍ତ୍ତି ଉତ୍ସବ ଅବସରରେ କନ୍ଧମାଳ ଜିଜିଲା ଦାରିଙ୍ଗବାଡ଼ି ଅଞ୍ଚଳ ସମ୍ପୂର୍ଣ୍ଣ ଉତ୍ସବମୁଖର ହୋଇପଡ଼ିଛି। ଏହି ପରିପ୍ରେକ୍ଷୀରେ ଦାରିଙ୍ଗବାଡ଼ିର…

ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ, ପତାକା ଉତ୍ତୋଳନ କଲେ ଉପଜିଲାପାଳ

ସୁବର୍ଣ୍ଣପୁର,୧୫।୮(ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରଠାରେ ଉପଖଣ୍ଡସ୍ତରୀୟ ୮୦ତମ ସ୍ବାଧୀନତା ଦିବସ ପାଳନ ହୋଇଯାଇଛି l ବୀରମହାରାଜପୁର ଉପଜିଲାପାଳ ସୁରେନ୍ଦ୍ର କୁମାର ମେହେର ପତାକା ଉତ୍ତୋଳନ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri