ପୁରୀରେ ଡବଲ ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ବିଶୁ, ଟିକି ଆହତ

ପୁରୀ ଅଫିସ,୧୦।୯: ପୁରୀରେ ଡବଲ ଏନ୍‌କାଉଣ୍ଟର ହୋଇଛି। ସୋମବାର ଦୁଇଟି ପୃଥକ ସ୍ଥାନାରେ ଏନ୍‌କାଉଣ୍ଟର ହୋଇଥିବା ବେଳେ ୨ ଦୁର୍ଦ୍ଦାନ୍ତ ଅପରାଧୀ ଆହତ ହୋଇଛନ୍ତି। ସେମାନେ ହେଲେ ବ୍ରାଉନସୁଗାର ଓ କୋରେସ୍କ ବ୍ୟବସାୟୀ ବିଶ୍ୱରଞ୍ଜନ ସାହୁ ଓରଫ ବିଶୁ ଏବଂ ବାଲି ମାଫିଆ ସିୟାମତ୍‌ ଖାନ୍‌ ଓରଫ୍‌ ଟିକି ମିଆଁ । ସେମାନଙ୍କ ନିକଟରୁ ଗୋଟିଏ ପିସ୍ତଲ, ଜୀବନ୍ତ ଗୁଳି ଓ ବାଇକ ଜବତ ହୋଇଛି। ଆହତ ଦ୍ବୟଙ୍କୁ ପ୍ରଥମେ ପୁରୀ ପରେ କଟକ ବଡ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି । ବାସେଳି ସାହି ଓ କୁମ୍ଭାରପଡ଼ା ଥାନା ପୋଲିସ ପକ୍ଷରୁ ଏହି ମିଳିତ ଏନ୍‌କାଉଣ୍ଟର କରାଯାଇଛି । ଉଭୟଙ୍କ ନାମରେ ବିଭିନ୍ନ ଥାନାରେ ୧୦ରୁ ଊର୍ଦ୍ଧ୍ୱ ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଚତୁଃପାର୍ଶ୍ୱରୁ ୭୫ ମିଟର ଯାଏ ଉଚ୍ଛେଦ କାର୍ଯ୍ୟ ଆରମ୍ଭ: ସୁରକ୍ଷା କଡ଼ାକଡ଼ି

ପୁରୀ ଅଫିସ,୨୭।୮: ଶ୍ରୀମନ୍ଦିର ମେଘନାଦ ପ୍ରାଚୀରଠାରୁ ୭୫ ମିଟର ପରିଧି ମଧ୍ୟରେ ଥିବା ନିର୍ମାଣ ଉଚ୍ଛେଦ ମଙ୍ଗଳବାର ସକାଳ ୯ ଟା ୫୫ ମିନିଟ୍‌ରୁ ଆରମ୍ଭ...

ବିନା ଧାଡ଼ିରେ ଶ୍ରଦ୍ଧାଳୁଙ୍କ ଶ୍ରୀମନ୍ଦିର ପ୍ରବେଶ

ପୁରୀ ଅଫିସ,୧୨।୧୨: ଶ୍ରୀମନ୍ଦିର ଧାଡ଼ି ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ଘଣ୍ଟା ଘଣ୍ଟା ଅପେକ୍ଷା କରିବାକୁ ପଡୁଥିବା ବେଳେ କେତେଜଣ ସେବାୟତ ଶ୍ରଦ୍ଧାଳୁଙ୍କୁ ବିନା ଧାଡ଼ିରେ ଶ୍ରୀମନ୍ଦିରରେ...

ଯୌତୁକ ପାଇଁ ବଧୂହତ୍ୟା: ସ୍ବାମୀ ଗିରଫ

ରେମୁଣା, ୨୬।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ନୀଳକଣ୍ଠପୁର ଗ୍ରାମରେ ଜଣେ ମହିଳାଙ୍କୁ ଯୌତୁକ ପାଇଁ ହତ୍ୟା କରାଯାଇଥିବା ତାଙ୍କ ବାପା ଥାନାରେ ଲିଖିତ ଅଭିଯୋଗ...

ଲଜ୍‌, ହୋଟେଲରେ ଚାଲିଛି ଅସାମାଜିକ କାମ

ନୟାଗଡ଼ ଅଫିସ,୨୦।୧:ନୟାଗଡ଼ ଜିଲା ସଦର ମହକୁମାର କେତେକ ଲଜ୍‌ ଓ ହୋଟେଲରେ ଅସାମାଜିକ କାର୍ଯ୍ୟ ଚାଲିଛି । ଗତ ଡିସେମ୍ବରରେ ନୟାଗଡ଼ ସଦର ମହକୁମାରୁ ଦୁଇ...

ନୂଆବର୍ଷରେ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଦେବା ଲାଗି ବାସଭବନରେ ଭିଡ଼

ଭଞ୍ଜନଗର,୧।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ତଥା ଜଙ୍ଗଲ ଓ ପରିବେଶ ଏବଂ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଅଗଝୋଳସ୍ଥିତ ବାସଭବନରେ ନୂଆବର୍ଷ...

ଜନ୍ମବେଦି ଯିବେ ଦାରୁଦିଅଁ

ପୁରୀ ଅଫିସ,୪ା୭: ସିଂହଦ୍ୱାରରେ ତିନିରଥ। ଭକ୍ତମୟ ହୋଇପଡ଼ିଛି ଶ୍ରୀକ୍ଷେତ୍ର। ରଥ, ପଥ, ଭକ୍ତ ସଭିଏଁ ପ୍ରସ୍ତୁତ। ଅପେକ୍ଷା କେବଳ କେତେବେଳେ ଶ୍ରୀମନ୍ଦିରରୁ ବଡ଼ଦାଣ୍ଡକୁ ଓହ୍ଲାଇ ଆସିବେ...

ଖୋଲିଲା ମେଡିକାଲ ମୁଖ୍ୟ ଫାଟକ

ଅନୁଗୋଳ ଅଫିସ, ୯।୬: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ମୁଖ୍ୟ ଫାଟକ ୨୩ ଦିନ ପରେ ବୁଧବାର ଖୋଲିଛି। ମୁଖ୍ୟ ଫାଟକ ଛାତ ମରାମତି ପରେ ଖୋଲା...

କଂସ ରୂପରେ ସଚେତନତା

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଡଗରପଡା ଗ୍ରାମର ଗୟାଧର ବିଶ୍ୱାଳ ନିଆରା ଢଙ୍ଗରେ କରୋନା ସଚେତନତା କରିଛନ୍ତି। ଲକଡାଉନ ଲାଗୁ ହେବା ଦିନଠାରୁ...

Advertisement
Archives

Model This Week