ପୁରୀରେ ନୂଆ ୧୧ କରୋନା ଆକ୍ରାନ୍ତ ଚିହ୍ନଟ

ପୁରୀ ଅଫିସ,୨୦।୫: ପୁରୀରେ ପୁଣି ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୁଧବାର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି। ଏଥି ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ୪୩ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ନୂଆ ଆକ୍ରାନ୍ତଙ୍କ ସମ୍ପର୍କରେ ପ୍ରଶାସନ ପକ୍ଷରୁ କିଛି ସ୍ପଷ୍ଟ କରାଯାଇ ନ ଥିଲେ ମଧ୍ୟ ସମସ୍ତେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ସୂଚନା ମିଳିଛି। ଜିଲାର ବ୍ରହ୍ମଗିରି ବ୍ଲକରେ ପ୍ରଥମ କରି କରୋନା ଛୁଇଁଥିବା ସୂଚନା ମିଳିଛି। ତେବେ ୧୧ ଦିନରେ ୪୪ ଆକ୍ରାନ୍ତ ଚିହ୍ନଟ ହେବା ଜିଲାବାସୀଙ୍କ ଚିନ୍ତା ବଢ଼ାଇ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ବଲାଣୀ ସେଲ ଖଣି ପରିଦର୍ଶନ

ବଡ଼ବିଲ, ୧୩।୮(ସ୍ବ.ପ୍ର.)- କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ସେଲ(ଷ୍ଟିଲ ଅଥରୀଟି ଅଫ ଇଣ୍ଡିଆ ଲିମିଟେଡ)ର ବଲାଣି ଲୌହ ଖଣିକୁ ସୋମବାର ସନ୍ଧ୍ୟାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର...

ପଞ୍ଚାୟତ ସମିତିର ବିଭିନ୍ନ ସମସ୍ୟା, ସଭ୍ୟାସଭ୍ୟଙ୍କୁ ଅଣଦେଖା ନେଇ ଦାବିପତ୍ର

କୋରେଇ,୧୪ା୮(ସ୍ବ.ପ୍ର.)- ଓଡ଼ିଶା ରାଜ୍ୟ ପଞ୍ଚାୟତ ସମିତି ସଭ୍ୟାସଭ୍ୟ ମହାସଙ୍ଘ କୋରେଇ ଶାଖା ପକ୍ଷରୁ ବୁଧବାର ପଞ୍ଚାୟତ ସମିତିର ବିଭିନ୍ନ ସମସ୍ୟା ଓ ସଭ୍ୟାସଭ୍ୟଙ୍କୁ ଅଣଦେଖା ନେଇ...

ପ୍ରତିଶ୍ରୁତିରେ ବିତିଲାଣି ୨୨ ବର୍ଷ

କେନ୍ଦୁଝର, ୨୭।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବ୍ଲକ ଶିବନାରାୟଣପୁର ଗୋଡା ପଞ୍ଚାୟତର ତମାଙ୍ଗ ଗ୍ରାମର କାଞ୍ଜିଆଝରଣ ସାହିରେ ବସବାସ କରୁଥିବା ପାହାଡିଆ ଭୂୟାଁ ଆଦିବାସୀମାନେ ଦୀର୍ଘ...

ବସ୍‌କୁ ଠେଲି ନେଲା ଦନ୍ତା

ବାରିପଦା ଅଫିସ,୯।୧- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ରେଞ୍ଜ ଟିକପଦା ରାସ୍ତାରେ ରବିବାର ଯାଉଥିବା ଏକ ଯାତ୍ରୀବାହୀ ବସ୍‌କୁ ଗୋଡ଼ାଇବା ସହ ଠେଲି ଠେଲି ୫୦ ମିଟର...

୨୦ଲକ୍ଷ ଦାଦାବଟିକୁ ନେଇ ଗୁଳିକାଣ୍ଡ

ଗୋପ,୭ା୧୧(ଡି.ଏନ୍‌.ଏ.) ଦାଦାବଟିକୁ ନେଇ ପୁରୀ ଜିଲା ଗୋପ ଅଞ୍ଚଳରେ ବୁଧବାର ଗୁଳିକାଣ୍ଡ ସହ ଗାଡ଼ି ପୋଡ଼ି ହୋଇଛି। ଗୋପ-ବାଲିଘାଇ ରାସ୍ତାର ସୁବର୍ଣ୍ଣପୁର ନିକଟରେ ଦୁଇ ଯୁବକ...

ବାଂଲାଦେଶୀ ମତ୍ସ୍ୟଜୀବୀଙ୍କୁ ପ୍ରତ୍ୟର୍ପଣ କଲା କୋଷ୍ଟଗାର୍ଡ

ପାରାଦୀପ,୧୦ା୧(ସ୍ବ.ପ୍ର.): ଗତ ଡିସେମ୍ବର ୨୬ରେ ଉଦ୍ଧାର କରାଯାଇଥିବା ୨୦ ଜଣ ବାଂଲାଦେଶୀ ମତ୍ସ୍ୟଜୀବୀ ଓ ସେମାନଙ୍କ ବୋଟ୍‌କୁ ଭାରତୀୟ ତଟରକ୍ଷୀ ବାହିନୀ (କୋଷ୍ଟଗାର୍ଡ) ରବିବାର ବାଂଲାଦେଶ...

ଆମ୍ବୁଲାନ୍ସ-ବାଇକ୍‌ ଧକ୍କା: ମା’,ବାପା, ଝିଅ ମୃତ

ଧର୍ମଶାଳା, ୨୬।୯ (ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନ ୧୬ ନମ୍ବର ଜାତୀୟ ରାଜପଥର ନେଉଳପୁର ଛକ ନିକଟରେ ଶୁକ୍ରବାର ଅପରାହ୍ନରେ ଆମ୍ବୁଲାନ୍ସ-ବାଇକ୍‌ ମୁହାଁମୁହିଁ...

୮୬ ଛାତ୍ରୀଛାତ୍ରଙ୍କ ଦିନକର ମଧ୍ୟାହ୍ନଭୋଜନ ହେରଫେର, ପ୍ରଧାନ ଶିକ୍ଷକ ନିଲମ୍ବିତ

ରେଢାଖୋଲ,୧୫।୧୦(ଡି.ଏନ.ଏ.):ସମ୍ବଲପୁର ଜିଲା ରେଢାଖୋଲ ବ୍ଲକ କଦଳୀଗଡ ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ବୀରେନ୍ଦ୍ର କୁମାର ସାହୁ ନିଲମ୍ବନ ହୋଇଛନ୍ତି। ୮୬ ଜଣ ଛାତ୍ରୀଛାତ୍ରଙ୍କ ଗୋଟିଏ ଦିନର...

Advertisement
Archives

Model This Week