ପୁରୀରେ ପହଞ୍ଚିଲା ୫ମ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ,୧୧।୪: ଆସନ୍ତା ଜୁନ୍‌ ୨୩ରେ ରଥଯାତ୍ରା। ଏଥିଲାଗି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ୩ରଥ ନିର୍ମାଣ ଲାଗି ଶନିବାର ପୁରୀରେ ପହଞ୍ଚିଛି ୫ମ ପର୍ଯ୍ୟାୟ ରଥକାଠ। ନୟାଗଡ଼ ବନଖଣ୍ଡ ଦଶପଲ୍ଲା ରେଞ୍ଜ୍‌ରୁ ୨ଟି ଟ୍ରକ ଯୋଗେ ୪୨ଖଣ୍ଡ ଅସନ ଓ ଧଉରା କାଠ ଆସିଛି। ଏଥିରେ ୧୨ ଫୁଟିଆ ଧଉରା ୧୧ ଖଣ୍ଡ, ୨୦ ଫୁଟିଆ ଅସନ ୫ ଖଣ୍ଡ ଓ ୨୦ ଫୁଟିଆ ଧଉରା ୨୬ ଖଣ୍ଡ ରହିଥିବା ଶ୍ରୀମନ୍ଦିର ମୁଖ୍ୟ ତତ୍ତ୍ୱାବଧାରକ ସୁଦର୍ଶନ ମେକାପ ସୂଚନା ଦେଇଛନ୍ତି। ଆସନ୍ତା ୨୬ ତାରିଖ ପବିତ୍ର ଅକ୍ଷୟ ତୁର୍ତୀୟାରେ ରଥ ନିର୍ମାଣ ଅନୁକୂଳ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

‘ବିଶ୍ୱବାସୀଙ୍କୁ ଭାରତ ଆସିବା ଉଚିତ ବୋଲି ଅନୁଭବ କରିବା ଦରକାର,’ ମହାକାଶ ଷ୍ଟାର୍ଟଅପ୍ସର ପ୍ରତିଷ୍ଠାତାମାନଙ୍କୁ ଏମିତି କହିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୩।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତର ମହାକାଶ କ୍ଷେତ୍ରକୁ ବିଶ୍ୱ ଆକର୍ଷଣର କେନ୍ଦ୍ର କରିବା ଉପରେ ଗୁରୁତ୍ୱାରୋପ କରିଛନ୍ତି। ମହାକାଶ ଷ୍ଟାର୍ଟଅପଗୁଡ଼ିକର ସିଇଓ ଏବଂ ପ୍ରତିଷ୍ଠାତାମାନଙ୍କ ସହିତ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ବୁଧାଦ୍ଧିତ୍ୟ ରାଜଯୋଗ: ୫ ରାଶିଙ୍କ ହୁ ହୁ ହୋଇ ବଢିବ ଧନ! ମିଳିବ ମନଲାଖି ଚାକିରି…

ଅଗଷ୍ଟ ମାସରେ ଗ୍ରହମାନଙ୍କ ସ୍ଥିତି ଏବଂ ସଂଯୋଗ ଯୋଗୁଁ କେତେକ ରାଶିର ଜାତକଙ୍କୁ ବଡ଼ ଲାଭ ମିଳିପାରେ। ଏହି ସମୟରେ ସିଂହ ରାଶିରେ ସୂର୍ଯ୍ୟ, ବୁଧ ଏବଂ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri