ପୁରୀରେ ପୁଣି ଆରମ୍ଭ ହେଲା ଉଚ୍ଛେଦ

ପୁରୀ ଅଫିସ,୭।୧: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ପୁଣି ଉଚ୍ଛେଦ ଆରମ୍ଭ ହୋଇଛି। ଗତମାସ ୨୧ ତାରିଖରେ ଭିତର ସେବାୟତ ନିଯୋଗ କୋଠା ଭଙ୍ଗା ସରିବା ପରେ ଉଚ୍ଛେଦ କାର୍ଯ୍ୟକୁ ପ୍ରଶାସନ ବନ୍ଦ ରଖିଥିଲା। ନୂଆବର୍ଷ ଥିବାରୁ ଭକ୍ତଙ୍କ ସୁବିଧା ଦୃଷ୍ଟିରୁ ଏହି ନିଷ୍ପତ୍ତି ନିଆଯାଇଥିଲା। ମଙ୍ଗଳବାରଠାରୁ ଶ୍ରୀମନ୍ଦିର ପଶ୍ଚିମ ପାର୍ଶ୍ୱରେ ଥିବା ଦୁଇଟି ଘରୋଇ କୋଠା ଭଙ୍ଗା ଯାଇଛି। ଉପଜିଲାପାଳ ଭବତାରଣ ସାହୁଙ୍କ ତତ୍ତ୍ୱାବଧାନରେ ଏହି ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ୩ ପ୍ଲାଟୁନ ପୋଲିସ ଫୋର୍ସ ଓ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ଉଚ୍ଛେଦ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମାଜିକ ଦୂରତ୍ୱ ନିୟମ ମାନୁ ନାହାନ୍ତି

ଉଦଳା,୬ା୫(ଡି.ଏନ୍‌.ଏ.)- ଗ୍ରୀନ ଜୋନ୍‌ରେ ଥିବା ମୟୂରଭଞ୍ଜ ଉଦଳାରେ ଦୋକାନ ବଜାର ଖୋଲାଯାଇଛି। ହେଲେ ଏଠାରେ ଅସମ୍ଭବ ଗହଳି ଦେଖିବାକୁ ମିଳୁଛି। ଗ୍ରୀନ୍‌ ଜୋନରେ ଦୋକାନ ଖୋଲିବା...

ଆଜି ଉତ୍କଳ ଦିବସ: ସବୁଠି ଶୁଭୁଛି ଓଡ଼ିଶାର ଜୟଗାନ

ଭୁବନେଶ୍ୱର,୧ା୪(ବ୍ୟୁରୋ): ଆଜି ଅର୍ଥାତ୍‌ ଏପ୍ରିଲ ୧ରେ ହେଉଛି ଉତ୍କଳ ଦିବସ। ୧୯୩୬ ମସିହା ଆଜିର ଦିନରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ କରାଯାଇଥିଲା। ଭାଷା ଭିତ୍ତିରେ...

ଆଦିବାସୀ, ବନବାସୀଙ୍କୁ ମିଳିବ ଜଙ୍ଗଲ ଜମି ଅଧିକାର

ଛତ୍ରପୁର,୧୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ଶୁକ୍ରବାର ଜଙ୍ଗଲ ଜମି ଅଧିକାର ଜିଲା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଅଧ୍ୟକ୍ଷତା...

କୃଷି, ପୋଷଣ ଉପରେ ଫୋକସ୍‌

ଭୁବନେଶ୍ୱର,୧୯ା୨(ବ୍ୟୁରୋ):ରାଜ୍ୟ ସରକାର ପ୍ରଥମଥର ପାଇଁ ୨୦୨୦-୨୧ ଆର୍ଥିକ ବର୍ଷ ଲାଗି ୧ ଲକ୍ଷ ୫୦ ହଜାର କୋଟି ଟଙ୍କାର ଇଲେକ୍ଟ୍ରୋନିକ ବଜେଟ ପ୍ରସ୍ତୁତ କରିଛନ୍ତି। ଏହାକୁ...

ଅନିର୍ଦ୍ଦିଷ୍ଟ କାଳ ଔଷଧ ଦୋକାନ ବନ୍ଦ ଚେତାବନୀ

ଭୁବନେଶ୍ୱର,୨୩।୫(ବ୍ୟୁରୋ): କରୋନା ଲଢ଼େଇରେ ସାମିଲ ହୋଇ ଜନସାଧାରଣଙ୍କୁ ସେବା ଯୋଗାଇବାରେ ଔଷଧ ବ୍ୟବସାୟୀଙ୍କ ପ୍ରତ୍ୟକ୍ଷ ତଥା ପ୍ରମୁଖ ଅବଦାନ ରହିଛି। ଅନ୍ୟମାନଙ୍କୁ ରାଜ୍ୟ ସରକାର କରୋନା...

କେବଳ ଜାତୀୟକରଣ ବ୍ୟାଙ୍କରେ ହିଁ ରହିବ ଶ୍ରୀମନ୍ଦିର ପାଣ୍ଠି: କ୍ରିଷନ କୁମାର

ପୁରୀ ଅଫିସ, ୫।୨: ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ବୁଧବାର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି...

ବ୍ଲକର ଜମାଖାତାରୁ ଟଙ୍କା ଗାଏବ: ବ୍ୟାଙ୍କ ମ୍ୟାନେଜର ସହ ୩ ଗିରଫ, ୬ ମାସରେ ୧୨ ଲକ୍ଷ ୪୭ ହଜାର କରିଥିଲେ ଠକେଇ

ସମ୍ବଲପୁର,୨୯।୧୨(ବ୍ୟୁରୋ): ସମ୍ବଲପୁର ଜିଲା ଠେଲକୋଲି ଥାନା ଆଇସିଆଇସିଆଇ ବ୍ୟାଙ୍କ ବାମଲୋଇ ଶାଖାରେ ରେଙ୍ଗାଲି ବ୍ଲକର ଜମାଖାତାରୁ ଟଙ୍କା ଠକେଇ ହୋଇଛି। ବିଭିନ୍ନ ଯୋଜନାରେ ଥିବା ପେନ୍‌ସନ...

ବିଏସ୍‌କଓ୍ବୋଇ ସହ ଆୟୁଷ୍ମାନର ମିଶ୍ରଣ ନିଷ୍ପତ୍ତି ବିଚାରାଧୀନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଓଡ଼ିଶା ସରକାରଙ୍କ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା(ବିଏସ୍‌କେୱାଇ) ସହ ଆୟୁଷ୍ମାନ ଯୋଜନାର ମିଶ୍ରଣ ପ୍ରସଙ୍ଗ ଏବେ ବି ବିଚାରାଧୀନ ରହିଛି। ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର...

Advertisement
Archives

Model This Week