ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ

ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍‌ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ପ୍ରତିନିଧି ଦଳ ଯୋଗଦେଇ ବିଭିନ୍ନ ବିିଭାଗର କ୍ଷୟକ୍ଷତି ସମ୍ପର୍କରେ ଅବଗତ ହୋଇଥିଲେ। ବିଭାଗୀୟ ଅଧିକାରୀମାନେ କେତେ ଟଙ୍କାର କ୍ଷୟକ୍ଷତି ହୋଇଛି ତାହାର ରିପୋର୍ଟ ପ୍ରଦାନ କରିଛନ୍ତି। ଏହି ବୈଠକରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳଙ୍କ ସହ ଜିଲାପାଳ ବଲଓ୍ବନ୍ତ ସିଂ, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ନୃସିଂହ ଚରଣ ସ୍ବାଇଁ, ଅତିରିକ୍ତ ଜିଲାପାଳ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଣ୍ଡିତ ପୁଅ ମାଙ୍କଡ଼ ମାରିଲେ ଦୋଷ ନାହିଁ: ନିରଞ୍ଜନ

ଭୁବନେଶ୍ୱର,୯।୭(ବ୍ୟୁରୋ): ନିଯୁକ୍ତି ପ୍ରସଙ୍ଗରେ ସରକାରଙ୍କ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ସରକାରଙ୍କୁ ସମାଲୋଚନା କରିଛନ୍ତି। ସେ କହିଛନ୍ତି, ଅବସରପ୍ରାପ୍ତ ଆଇଏଏସ୍‌/ଓଏଏସ୍‌ଙ୍କୁ ପୁନଃ ନିଯୁକ୍ତି ଦେବାରେ ସରକାର...

ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ୍‌

ମୁନିଗୁଡ଼ା,୨୮ା୧: ରାୟଗଡ଼ା ଜିଲା ମୁନିଗୁଡ଼ା ରେଳ ଷ୍ଟେଶନ ନିକଟବର୍ତ୍ତୀ ମୁନିଖୋଲ ସନ୍ନିକଟ ମଶାଣି ନାଳ ନିକଟରେ ଗୁରୁବାର ଏକ ମାଲବାହୀ ଟ୍ରେନ୍‌(ତୈଳ ଟ୍ୟାଙ୍କର) ଲାଇନଚ୍ୟୁତ ହୋଇଛି।...

ଗବେଷଣା ପାଇଁ ଶରୀର ଦାନକଲେ ପରିବାର ବର୍ଗ

ଭୁବନେଶ୍ୱର,୩୦।୧୨(ବ୍ୟୁରୋ) ଖୋର୍ଦ୍ଧା ଜିଲା ପାତ୍ରପଡ଼ା ଅଞ୍ଚଳର ୬୪ ବର୍ଷୀୟ ଶ୍ରୀନିବାସ ମିଶ୍ରଙ୍କର ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ମୃତ୍ୟୁ ଘଟିଛି। ଜୀବନ ଯୁଦ୍ଧରେ ହାରିଯାଇ ସେ ସବୁଦିନ...

ଘନୀଭୂତ ହେଲା ଲଘୁଚାପ: ଆଉ ୧୨ ଘଣ୍ଟା ପ୍ରବଳ ବର୍ଷିବ, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର,୯ା୮(ବ୍ୟୁରୋ)-ଉତ୍ତର ବଙ୍ଗୋପସାଗର, ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ମଙ୍ଗଳବାର ଅବପାତ (ଡିପ୍ରେସନ)ରେ ପରିଣତ ହୋଇଛି। ଏଥିଯୋଗୁ ଆସନ୍ତା ୧୨ ଘଣ୍ଟା ରାଜ୍ୟର କେତେକ ସ୍ଥାନରେ...

ନୂଆ ଭାରିଏଣ୍ଟକୁ ନେଇ ବଢ଼ିଲାଣି ଚିନ୍ତା, ସତର୍କ ରହିବାକୁ ପରାମର୍ଶ

ଭୁବନେଶ୍ୱର,୨୭ା୧୧(ବ୍ୟୁରୋ): କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ଏବେ ଚିନ୍ତା ବଢ଼ାଇଲାଣି। ବିଶ୍ୱସ୍ବାସ୍ଥ୍ୟ ସଙ୍ଗଠନ ଏହି ଭାରିଏଣ୍ଟକୁ ପୂର୍ବ ଭାରିଏଣ୍ଟଠାରୁ ଅଧିକ ମାରାତ୍ମକ ବୋଲି କହିବା ପରେ...

ହାଇଦରଙ୍କୁ ଦିଆଗଲା କବର

କେନ୍ଦ୍ରାପଡ଼ା ଅଫିସ, ୨୫ା୭: ପୋଲିସ ଏନ୍‌କାଉଣ୍ଟରରେ ଶନିବାର ମୃତ୍ୟୁ ଘଟିଥିବା ଗ୍ୟାଙ୍ଗଷ୍ଟର ସେକ୍‌ ହାଇଦରଙ୍କୁ କେନ୍ଦ୍ରାପଡ଼ା ସହରର ରଣପଡ଼ା କବରସ୍ଥାନରେ ରବିବାର ରାତିରେ କବର ଦିଆଯାଇଛି।...

ଗୁଳି ଫୁଟି ଆଇଆଇସିଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ/ଆସ୍କା, ୨୫।୩: ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ କୁମାର ଗମାଙ୍ଗଙ୍କ ଶୁକ୍ରବାର ମୃତ୍ୟୁ ହୋଇଛି । ଏ ନେଇ...

ଯୁକ୍ତ୨ ଫର୍ମ ପୂରଣ ଅବଧି ବୃଦ୍ଧି

ଭୁବନେଶ୍ୱର, ୯।୩(ବ୍ୟୁରୋ): ଯୁକ୍ତ୨ ପରୀକ୍ଷା ଫର୍ମ ପୂରଣ ଅବଧି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ଫର୍ମ ପୂରଣର ଶେଷ ତାରିଖ ମାର୍ଚ୍ଚ ୩ ଥିବାବେଳେ ଅନେକ...

Advertisement
Archives

Model This Week