ପୁରୀର ‘ନୂଆ ଯୁବରାଜ’ ନେଇ ଫଟୋ ଭାଇରାଲ ପ୍ରସଙ୍ଗ: ରାଜନଅର ପକ୍ଷରୁ ଖଣ୍ଡନ, ଫଟୋଟି ନୀଳଗିରି ଯୁବରାଜଙ୍କର

ପୁରୀ ଅଫିସ,୨୬।୯: ଗତ କିଛି ଦିନ ଧରି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଉତ୍ତରାଧିକାରୀ ବୋଲି ଜଣେ ବ୍ୟକ୍ତିଙ୍କୁ ପରିଚୟ ଦେଇ ଏକ ଫଟୋ ଭାଇରାଲ ହୋଇଆସୁଛି। ତେବେ ଏହା କେବଳ ଗୁଜବ। ଉକ୍ତ ବ୍ୟକ୍ତିଜଣଙ୍କ ନୀଳଗିରି ଯୁବରାଜ ଜନ୍ମେଞ୍ଜୟ ମର୍ଦ୍ଦରାଜଙ୍କର ଏବଂ ଫଟୋଟି ତାଙ୍କ ନିର୍ବନ୍ଧ ସମୟର ବୋଲି ଗୁରୁବାର ରାଜନଅର ପକ୍ଷରୁ ସ୍ପଷ୍ଟ କରାଯାଇଛି।

ପ୍ରକାଶଯୋଗ୍ୟ, ଭାଇରାଲ ହୋଇଥିବା ଫଟୋରେ ଗଜପତି ମହାରାଜା ଏବଂ ପାଟରାଣୀଙ୍କ ସହ ଜରେ ରାଜା ବେଶଧାରୀ ବ୍ୟକ୍ତି ନଜରକୁ ଆସିଥିଲେ। ସେ ଗଜପତି ମହାରାଜଙ୍କ ଉତ୍ତରାଧିକାରୀ ବୋଲି ଚର୍ଚ୍ଚା ହେଉଥିଲା। ମାତ୍ର ଏହାକୁ ରାଜନଅର ପକ୍ଷରୁ ଖଣ୍ଡନ କରାଯାଇଛି। ଫଟୋରେ ନୀଳଗିରିର ରାଜା, ରାଣୀ ଏବଂ ତାଙ୍କ ସୁପୁତ୍ର ଟିକାୟତ ଜନ୍ମେଞ୍ଜୟ ମର୍ଦ୍ଦରାଜ ଅଛନ୍ତି ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇକୋର୍ଟରେ ଜମି ଦସ୍ତାବିଜ ଦାଖଲ

କଟକ ଅଫିସ,୨୯ା୮: ହାଇକୋର୍ଟରେ ଶୁକ୍ରବାର ପୁରୀ ବଗଲା ଧର୍ମଶାଳା ଜମିର ଦସ୍ତାବିଜ ଦାଖଲ କରାଯାଇଛି। ପୁରୀ ତହସିଲ କାର୍ଯ୍ୟାଳୟର ଏକ କେସ୍‌ ରେକର୍ଡରେ ବଗଲା ଧର୍ମଶାଳା...

ବାଉଁଶିଆପଲ୍ଲୀ ଗୁଟ୍‌ଖା କାରଖାନାରେ ଚଢ଼ାଉ: ମାଲିକ ଗିରଫ, ମାଷ୍ଟରମାଇଣ୍ଡ ଫେରାର

ବ୍ରହ୍ମପୁର ଅଫିସ,୯।୮: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଗୁରୁବାର ବିଳମ୍ବିତ ରାତିରେ ବାଉଁଶିଆପଲ୍ଲୀରେ ଚାଲିଥିବା ବେଆଇନ ଗୁଟ୍‌ଖା କାରଖାନାରେ ଚଢ଼ାଉ କରିଛି। ଲକ୍ଷାଧିକ ଟଙ୍କାର...

ବେଆଇନ କ୍ଲିନିକ ଉପରେ ଚଢ଼ାଉ

ଦିଗପହଣ୍ଡି,୨୦ା୧୨(ଡି.ଏନ.ଏ.)-ଦିଗପହଣ୍ଡି ସହର ସମେତ ଗ୍ରାମାଞ୍ଚଳ ମାନଙ୍କରେ ବେନିୟମ ଭାବେ ବହୁ ସଂଖ୍ୟାରେ ପାଥୋଲୋଜି କ୍ଲିନିକ ଖୋଲାଯାଇଛି। ଅଭିଯୋଗ ପାଇ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ...

ଅନୁଗୋଳରେ ରଜନୀକାନ୍ତ ସିଂ ଆଗରେ

ଅନୁଗୋଳ ଅଫିସ, ୨୩ା୫- ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ରଜନୀକାନ୍ତ ସିଂ ଆଗରେ ଅଛନ୍ତି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ରଜନୀକନ୍ତ ସିଂ ୨୫୫୫, ଭାଜପାର...

ମଦ ଦୋକାନ ଖୋଲିବା ପରେ ଗ୍ରାହକଙ୍କ ପ୍ରବଳ ଭିଡ଼

ନିଶ୍ଚିନ୍ତକୋଇଲି,୨୫ା୫(ସ୍ବ.ପ୍ର.): ରାଜ୍ୟ ସରକାର ମଦଦୋକାନ ଖୋଲିବା ନେଇ ସୂଚନା ଦେବା ପରେ ନିଶ୍ଚିନ୍ତକୋଇଲି ଅବକାରୀ ବିଭାଗ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଅବକାରୀ ଇନ୍ସପେକ୍ଟର ସିମାଚଳ...

ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ...

ସ୍କ୍ବାଡ୍‌ ଗଠନ ହୋଇଛି, ଚଢ଼ାଉ ନାହିଁ

କେନ୍ଦ୍ରାପଡ଼ା ଅଫିସ, ୧୩ା୫: କେନ୍ଦ୍ର ସରକାରଙ୍କ ସଦ୍ୟତମ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର...

ମଧ୍ୟପ୍ରଦେଶ ଅଭିମୁଖେ ବାଘୁଣୀ ସୁନ୍ଦରୀ

ବନ୍ତଳା,୨୪ା୩(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ରାଇଗୁଡ଼ା ଏନ୍‌କ୍ଲୋଜର ମଧ୍ୟରେ ୨୦୧୮ ନଭେମ୍ବର ୬ରୁ ବନ୍ଦୀ ଜୀବନ କାଟୁଥିବା ବାଘୁଣୀ ସୁନ୍ଦରୀକୁ ମଙ୍ଗଳବାର ମଧ୍ୟପ୍ରଦେଶର...

Advertisement
Archives

Model This Week