ପୁରୀ-ଇନ୍ଦୋର ଏକ୍ସପ୍ରେସ୍‌ ଦୁଇଦିନ ବାତିଲ

ଭୁବନେଶ୍ୱର,୧୧-୯(ବ୍ୟୁରୋ): ଦକ୍ଷିଣ-ପୂର୍ବ କେନ୍ଦ୍ରୀୟ ରେଳପଥର ଭୂପଦେଓପୁର ରେଳ ଷ୍ଟେଶନର ଆଧୁନିକୀକରଣ କାର୍ଯ୍ୟ ଆସନ୍ତା ୧୭ ଓ ୧୮ ତାରିଖରେ ହେବ। ଏଥିପାଇଁ ଏହି ରୁଟ୍‌ରେ ଚଳାଚଳ କରୁଥିବା ପୁରୀ-ଇନ୍ଦୋର (୧୯୩୧୭) ଓ ଇନ୍ଦୋର-ପୁରୀ (୧୯୩୧୮) ଏକ୍ସପ୍ରେସକୁ ଦୁଇଦିନ ପାଇଁ ବାତିଲ କରାଯାଇଛି। ମଙ୍ଗଳବାର ପୂର୍ବତଟ ରେଳପଥ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡଳୀରେ ଖସୁଛି ଜଳସ୍ତର

କଟକ ଅଫିସ,୧୭।୮: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଅନେକ ଜିଲା ପାଣି ଘେରରେ ଅଛନ୍ତି। ତେବେ ମୁଣ୍ଡଳୀରେ...

ମେ’ ୨ ଯାଏ ବନ୍ଦ ରହିବ ବଜାର

ଭବାନୀପାଟଣା,୨୬।୪ କଳାହାଣ୍ଡି ବଣିକ ସଂଘ ପକ୍ଷରୁ ଆସନ୍ତା ୨୮ ରୁ ମେ’ ୨ ତାରିଖ ପର୍ଯ୍ୟନ୍ତ ଭବାନୀପାଟଣା ସହରାଞ୍ଚଳର ସମସ୍ତ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ...

ମହାମାରୀ ତାଲିକାଭୁକ୍ତ ‘ବ୍ଲାକ୍‌ ଫଙ୍ଗସ୍‌’

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ‘ବ୍ଲାକ୍‌ ଫଙ୍ଗସ୍‌’କୁ ରାଜସ୍ଥାନ ଓ ତେଲଙ୍ଗାନା ମହାମାରୀ ଘୋଷଣା କରିବା ପରେ ଓଡ଼ିଶା ସରକାର ଗୁରୁବାର ଏହାକୁ ମହାମାରୀ ଆଇନ-୧୮୯୭ରେ ଅନ୍ତର୍ଭୁକ୍ତ କରିଛନ୍ତି।...

ଚିନ୍ତା ବଢ଼ାଉଛନ୍ତି ସୁରଟ ଫେରନ୍ତା: ମୟୁରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି

ବାରିପଦା ଅଫିସ,୯।୫: ମୟୁରଭଞ୍ଜ ଜିଲାରେ ଶନିବାର ସକାଳେ ଆଉ ୩ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତ କପ୍ତିପଦା ବ୍ଲକର ହୋଇଥିବା...

ଉପନିର୍ବାଚନ: ୧୦୦ଜଣଙ୍କୁ ନେଇ ସମାବେଶ ଅନୁମତି

ଭୁବନେଶ୍ୱର, ୨।୧୦(ବ୍ୟୁରୋ):ରାଜ୍ୟରେ କୋଭିଡ୍‌ ସଂକ୍ରମଣ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସି ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁବାର ଅକ୍ଟୋବର ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି।...

ବାଗଡିଆ ଫାଣ୍ଡି ସମ୍ମୁଖରେ ଜମୁଛି ପାଣି

ଛେଣ୍ଡିପଦା,୧୦ା୯(ସ୍ବ.ପ୍ର) ଛେଣ୍ଡିପଦା ବ୍ଲକ ବାଗଡିଆ ପଞ୍ଚାୟତ ପୁରୁଣା ହାଟପଦା ତଥା ବାଗଡିଆ ଫାଣ୍ଡି ସମ୍ମୁଖ ରାସ୍ତା ପାର୍ଶ୍ୱରେ ସାମାନ୍ୟ ବର୍ଷା ହେଲେ ବର୍ଷା ପାଣି ଜମି...

ଅଗ୍ନିଶମ ବିଭାଗର ଡିଜି ଭାବେ ଦାୟିତ୍ୱ ନେଲେ ସୁନୀଲ ରାୟ

କଟକ ଅଫିସ୍‌,୨।୧୨:ଅଗ୍ନିଶମ ବିଭାଗର ଡିଜି ଭାବେ ସୋମବାର ଦାୟିତ୍ୱ ନେଇଛନ୍ତି ଆପିଏସ୍‌ ସୁନୀଲ ରାୟ। କଟକ ଅଗ୍ନିଶମ ବିଭାଗ ମୁଖ୍ୟାଳୟକୁ ଆସି ସେ କାର୍ଯ୍ୟଭାର ସମ୍ଭାଳିଛନ୍ତି।...

ସାର ମିଳୁନି, ଗଜା ହେଉନି ବିହନ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ଚାଷୀମାନଙ୍କୁ ସାର ମିଳୁନି। ସାର ଯୋଗାଣ କଳାବଜାରକାରୀଙ୍କ କବ୍‌ଜାରେ ରହିଛି। ଚାଷୀଙ୍କୁ ସରକାରୀ ମୂଲ୍ୟଠାରୁ ବହୁ ଅଧିକ ଦାମ୍‌ ଦେବାକୁ ପଡୁଛି। ସାର ସହିତ...

Advertisement
Archives

Model This Week