ପୁରୀ ଗଣବଳାତ୍କାର ମାମଲା: ଡିଆଇଜିଙ୍କ ସୂଚନା, ୨୦ଦିନ ମଧ୍ୟରେ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ

ପୁରୀ ଅଫିସ୍‌,୩।୧୨: ପୁରୀରେ ନାବାଳିକା ଗଣବଳାତ୍କାର ମାମଲା ସାରା ରାଜ୍ୟକୁ ଦୋହଲାଇ ଦେଇଛି। ଏହି ଘଟଣାରେ ପୋଲିସ ଏପର୍ଯ୍ୟନ୍ତ ଦୁଇଜଣଙ୍କୁ ଗିରଫ କରିଛି। ୨୦ଦିନ ଭିତରେ ଏହି ମାମଲାର ଚାର୍ଜଶିଟ୍‌ ଦାଖଲ କରାଯିବ ବୋଲି କେନ୍ଦ୍ରାଞ୍ଚଳ ଡିଆଇଜି ଆଶିଷ୍‌ ସିଂ ସୂଚନା ଦେଇଛନ୍ତି। ଏକ ପ୍ରେସ୍‌ମିଟରେ ସେ କହିଛନ୍ତି, ଏଭଳି ଘଟଣା ନିନ୍ଦନୀୟ। ଏହାକୁ ସ୍ବତନ୍ତ୍ର ମାମଲା ଭାବେ ନିଆଯାଇଛି। ଏହାର ତଦନ୍ତ ପାଇଁ ୪ଟି ଟିମ୍‌ ଗଠନ କରାଯାଇଛି। ଫାଷ୍ଟଟ୍ରାକ୍‌ରେ ବିଚାର କରିବାକୁ କୋର୍ଟରେ ନିବେଦନ କରାଯିବ ବୋଲି ସେ କହିଛନ୍ତି। ଚାକିରିରେ ନ ଥାଇ ମଧ୍ୟ ପରିଚୟ ପତ୍ର ବ୍ୟବହାର ଏକ ଧର୍ତ୍ତବ୍ୟ ଅପରାଧ। ଏନେଇ ଅଭିଯୁକ୍ତଙ୍କ ନାଁରେ ମାମଲା ରୁଜୁ ହେବ। ଧାରା ୩୬୩, ୩୭୬(ଡିଏ),୩୯୪ ଏବଂ ପୋକ୍ସୋ ଆକ୍ଟ ଆଧାରରେ ଦୋଷୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୂଆଖାଇ ପଠାରେ ବ୍ରାଉନସୁଗାର ବେପାର

ଭୁବନେଶ୍ୱର,୧୪।୨(ବ୍ୟୁରୋ): କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌ ଓ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ୍‌ ପରେ ବ୍ରାଉନସୁଗାର ମାଫିଆମାନେ ସେମାନଙ୍କ କାରବାରର ତରିକା ବଦଳାଇଛନ୍ତି। ପୁରୁଣା ସ୍ଥାନ ଛାଡ଼ି ନୂଆ...

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର...

୧୨ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ ସୂଚନା

ଭୁବନେଶ୍ବର, ୧୦ା୩(ବ୍ୟୁରୋ):ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। କ୍ୟାବିନେଟ୍‌ରେ ୧୨ଟି ପ୍ରସ୍ତାବକୁ ଅନୁମୋଦନ ମିଳିଥିବା...

ମହିଳାଙ୍କୁ ବଳାତ୍କାର କରି ଓଏସ୍‌ଏପି ସିପାହି ଗିରଫ: ପୂର୍ବରୁ ମଧ୍ୟ ଗିରଫ ସହ ନିଲମ୍ବିତ ହୋଇଥିଲେ

ଭୁବନେଶ୍ୱର, ୯ା୨(ବ୍ୟୁରୋ): ବଳାତ୍କାର ଓ ପ୍ରତାରଣା ଅଭିଯୋଗରେ ନୟାପଲୀ ଥାନା ପୋଲିସ ଶନିବାର ଆଉଜଣେ ପୋଲିସ କର୍ମଚାରୀକୁ ଗିରଫ କରିଛି। ସେ ହେଲେ କୋରାପୁଟସ୍ଥିତ ତୃତୀୟ...

୩ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ ସିଆର୍‌ସିସିି

ବାରିପଦା ଅଫିସ/ଠାକୁରମୁଣ୍ଡା(ଡି.ଏନ୍‌.ଏ.),୧।୨- ଦରମା ବିଲ୍‌ କରାଇ ଦେବାକୁ କହି ଜଣେ ଶିକ୍ଷକଙ୍କଠାରୁ ୩ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମୟୂରଭଞ୍ଜ ଜିଲା ରରୁଆଁ ବ୍ଲକ...

ପଞ୍ଚଲିଙ୍ଗେଶ୍ୱର ସଂରକ୍ଷିତ ଜଙ୍ଗଲରେ ବିଦେଶୀ ପକ୍ଷୀ ପାଏଡ଼ ଥ୍ରଶ

ନୀଳଗିରି,୧୭ା୪(ସ୍ବ.ପ୍ର.): ଓଡ଼ିଶାରେ ପ୍ରଥମ କରି ବାଲେଶ୍ୱର ଜିଲା ପଞ୍ଚଲିଙ୍ଗେଶ୍ୱରର ସଂରକ୍ଷିତ ଜଙ୍ଗଲରୁ ଠାବ ହୋଇଛି ବିଦେଶୀ ପକ୍ଷୀ ପାଏଡ଼ ଥ୍ରଶ। ଏହାକୁ ବିଶିଷ୍ଟ ପକ୍ଷୀବିତ୍‌ ଓ...

ଶ୍ରୀନଅର ବୀଜେ ହେଲା ଖଡ଼ିପ୍ରସାଦ

ପୁରୀ ଅଫିସ,୨୦।୬: ଦତ୍ତ ମହାପାତ୍ର ସେବକମାନେ ଶନିବାର ନିଜ ଘରୁ ଶ୍ରୀମନ୍ଦିରକୁ ଖଡ଼ିପ୍ରସାଦ ବିଜେ କରାଇଥିଲେ। ପତି ମହାପାତ୍ର ସଂସ୍କାର କରିବା ପରେ ମହାପ୍ରଭୁଙ୍କୁ ଖଡିପ୍ରସାଦ...

ଏକ୍ସପାୟାରି ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ

ଜଗତ୍‌ସିଂହପୁର ଅଫିସ, ୧୮।୧: ୫ ବର୍ଷରୁ କମ୍‌ ପିଲାଙ୍କ ପାଇଁ ଦିଆଯାଉଥିବା ଆଇରନ ଫୋଲିକ ସିରପ୍‌ ଖୋଳକୁ ନେଇ ଦ୍ୱନ୍ଦ୍ୱ ଉପୁଜିଛି। ଖୋଳ ଉପରେ ଥିବା...

Advertisement
Archives

Model This Week