ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଅଗ୍ନିକାଣ୍ଡ

ପୁରୀ ଅଫିସ, ୨୭।୯: ପୁରୀ ଜିଲାପାଳଙ୍କ କାର୍ଯ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ବିପର୍ଯ୍ୟୟ ପରିଚାଳନା ପ୍ରକୋଷ୍ଠରେ ସର୍ଟଶର୍କିଟ ଯୋଗୁ ଏସିରୁ ନିଆଁ ଲାଗିଯାଇଥିବା ଜଣାପଡ଼ିଛି। ଖବର ପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ଏକ ବଡ଼ଧରଣର ବିପଦ ଟଳିଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇପ୍ରୋଫାଇଲ ସେକ୍ସ ର଼୍ୟାକେଟ୍‌ ଠାବ

ଅନୁଗୋଳ ଅଫିସ, ୬।୯: ଅନୁଗୋଳ ସହରରେ ଚାଲିଥିବା ଏକ ହାଇପ୍ରୋଫାଇଲ ସେକ୍ସ ର଼୍ୟାକେଟର ରହସ୍ୟ ଉନ୍ମୋଚନ କରିଛି ପୋଲିସ। ଏହି ଘଟଣାରେ କିଙ୍ଗ୍‌ପିନ୍‌ କୁହାଯାଉଥିବା ଜଣେ ଦମ୍ପତିଙ୍କ...

୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ...

କ୍ୟାନ୍‌ସର ହସ୍ପିଟାଲରୁ ପୁଣି ୩୮ ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ୍‌,୪ା୭: ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ କରୋନା ସ୍ଥିତି ସଙ୍ଗୀନ ହେବାରେ ଲାଗିଛି। ଏଠାରେ ଶନିବାର ପୁଣି ଆଉ ୩୮ ଜଣ...

ଦୁଇ ସ୍ଥାନରୁ ୬ ଲକ୍ଷ ୪୦ ହଜାର ଲୁଟ୍‌

ଭଦ୍ରକ ଅଫିସ, ୨୮।୧୦ : ଭଦ୍ରକ ଜିଲାର ଦୁଇଟି ସ୍ଥାନରୁ ସୋମବାର ଲୁଟେରାମାନେ ୬ ଲକ୍ଷ ୪୦ ହଜାର ଟଙ୍କା ଲୁଟି ନେଇଛନ୍ତି। ଲୁଟ୍‌ର ତରିକା...

ତୋରଣରେ ବ୍ରହ୍ମୋସ କ୍ଷେପଣାସ୍ତ୍ର

ବଅଁରପାଳ,୧୪।୯(ଡି.ଏନ.ଏ.): ମାତ୍ର ୩ ଦିନ ପରେ ବିଶ୍ୱକର୍ମା ପୂଜା। ଦେବଶିଳ୍ପୀଙ୍କୁ ଆରାଧନା ପାଇଁ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି। ନାଲ୍‌କୋନଗରରେ ଚାଲିଛି ଜୋର୍‌ଦାର ସାଜସଜ୍ଜା। ହାତରେ ଆଉ...

ଧାନ ରୋଇବା ବେଳେ ବଜ୍ରପାତ, ମହିଳା ମୃତ

ପାତ୍ରପୁର,୧୭ା୮(ଡି.ଏନ.ଏ.): ଜରଡ଼ା ଥାନା ପାତ୍ରପୁର ବ୍ଲକ ଗୁଣ୍ଡ୍ରା ପଞ୍ଚାୟତ ରାଙ୍କୁଡ଼ା ଗ୍ରାମରେ ଶନିବାର ଅପରାହ୍ନରେ ବିଲରେ କାମ କରୁଥିବା ଜଣେ ମହିଳା ଶ୍ରମିକଙ୍କ ବଜ୍ରପାତରେ ମୃତ୍ୟୁ...

ଉପର ମୁଣ୍ଡରେ ବର୍ଷା: ବିପଦ ସଙ୍କେତ ଡେଇଁଲା ବୈତରଣୀ

ଭଦ୍ରକ ଅଫିସ,୨୩।୯: ଉପର ମୁଣ୍ଡରେ ବର୍ଷା ଯୋଗୁ ବଢ଼ୁଛି ବୈତରଣୀ ନଦୀର ଜଳସ୍ତର। ଭଦ୍ରକ ଜିଲା ଆଖୁଆପଦାଠାରେ ନଦୀଠାରେ ନଦୀ ବିପଦ ସଙ୍କେତ ୧୭.୬୩ ମିଟର...

ଗଞ୍ଜେଇ ଗାଡ଼ି ଧରିବାକୁ ଯାଇ ଏସ୍‌ଆଇ ଗୁରୁତର

ଆର୍‌.ଉଦୟଗିରି,୨୩ା୧(ଡି.ଏନ.ଏ.): ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍‌କୁ ପିଛା କରିବା ବେଳେ ପୋଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବାରୁ ଥାନା ଏସ୍‌ଆଇ ଗୁରୁତର ଆହତ ହୋଇଛନ୍ତି। ସେପଟେ...

Advertisement
Archives

Model This Week