ପୁରୀ ଜିଲାରେ କୋହଳ ହେଲା କର୍ଫ୍ୟୁ

ପୁରୀ ଅଫିସ,୨୩।୬: ମହାମାରୀ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଘୋଷଯାତ୍ରାକୁ ଶୃଙ୍ଖଳିତ ଭାବେ କରିବା ନେଇ ପୁରୀ ଜିଲାରେ ଏକ ପ୍ରକାର କର୍ଫ୍ୟୁ ଲଗାଯାଇଥିଲା। ଏହାକୁ ମଙ୍ଗଳବାର ସନ୍ଧ୍ୟା ୭ଟାରୁ କର୍ଫ୍ୟୁ କୋହଳ କରାଯାଇଥିବା ଜିଲାପାଳ ବଲଓ୍ବନ୍ତ ସିଂ ସୂଚନା ଦେଇଛନ୍ତି। ହେଲେ କେବଳ କିଛି ସ୍ଥାନରେ କର୍ଫ୍ୟୁ ବଳବତ୍ତର ରହିବ। ବଡ଼ଶଙ୍ଖଠାରୁ ମାଟିଆପଡ଼ା ବସ୍‌ଷ୍ଟାଣ୍ଡ ଗୋଲେଇ ଅଞ୍ଚଳରେ କର୍ଫ୍ୟୁ ରହିବ। ଗୁଣ୍ଡିଚା ମନ୍ଦିର ନିକଟକୁ ତିନି ରଥ ଆସିଯାଇଥିବାରୁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜିଲାପାଳ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମକୁ କ’ଣ ବାଉନ୍ସର ବଳିଯିବେ, ଡାକିଲେ ୫ହଜାର ଲୋକ ଆସିବେ: ସୁର

ଭୁବନେଶ୍ୱର,୧୮।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ଜଗିବାକୁ ତୀବ୍ର ବିରୋଧ କରିଛନ୍ତି ବିଧାୟକ ସୁର ରାଉତରାୟ। ଶନିବାର ଏ ନେଇ ପ୍ରତିକ୍ରିୟା ରଖି ସେ କହିଛନ୍ତି, ଦଳୀୟ...

ରାଜଭବନରେ ଓଡ଼ିଆ ଖାଦ୍ୟ ଖାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର, ୯ା୧୨(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତ ଶେଷ କରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ରବିବାର ସନ୍ଧ୍ୟା ୫ଟାରେ ସ୍ବତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଫେରିଯାଇଛନ୍ତି। ରାଷ୍ଟ୍ରପତିଙ୍କୁ...

୧୨ନଂ ୱାର୍ଡବାସୀ ହୀନସ୍ତା

ଫୁଲବାଣୀ ଅଫିସ, ୭ା୮-ଗ୍ରାମାଞ୍ଚଳ ନୁହେଁ ସହରରେ ବି ଲୋକଙ୍କୁ ପାଣି ମିଳୁନି। ୬ ବର୍ଷ ହେଲା ପାଣି ଟାଙ୍କି ନିର୍ମାଣ ହୋଇଛି। ଖାଲି ରଙ୍ଗ ଲଗାଯାଇ...

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଟିକ୍‌ଟକ୍‌: ସୋସିଆଲ ମିଡିଆରେ ଭିଡିଓ ଭାଇରାଲ

ଭଦ୍ରକ ଅଫିସ,୪ା୫: କରୋନା ମହାମାରୀ ପାଇଁ ସାରା ବିଶ୍ବ ଲଢ଼େଇ କରୁଛି। ଆମ ରାଜ୍ୟରେ ବର୍ତ୍ତମାନ ଭଦ୍ରକ, ବାଲେଶ୍ୱର ଓ ଯାଜପୁର ଜିଲା ରେଡ୍‌ ଜୋନ୍‌ରେ...

ବଜ୍ରପାତରେ ଜଣେ ମୃତ

ଆରଡ଼ି, ୧୮।୮ (ଡି.ଏନ.ଏ.)- ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଗଡଗଡି ଗ୍ରାମର ସୁରେନ୍ଦ୍ର ସ୍ବାଇଁ (୫୬)ଙ୍କର ବଜ୍ରପାତରେ ଶନିବାର ରାତିରେ ମୃତ୍ୟୁ ଘଟିଛି। ସେ...

ଆଜି କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା କାୟା ବିସ୍ତାର କରିଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି...

ଡାକ୍ତରୀ ପାଠ୍ୟକ୍ରମରେ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଚଏସ୍‌ ଫିଲିଙ୍ଗ ଆରମ୍ଭ

ଭୁବନେଶ୍ୱର,୨୨।୮(ଅସମାପିକା ସାହୁ):ରାଜ୍ୟରେ ଥିବା ୧୬ଟି ମେଡିକାଲ କଲେଜରେ ଏମ୍‌ବିବିଏସ୍‌/ବିଡିଏସ୍‌ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ସୋମବାର ଚଏସ୍‌ ଫିଲିଙ୍ଗ ଆରମ୍ଭ ହୋଇଛି। ୨୬ ତାରିଖରେ ପ୍ରୋଭିଜନାଲ...

ସରକାରୀ ଯୋଜନାଠାରୁ ବହୁ ଦୂରରେ ବେତାଗଣ୍ଡା ଗାଁ

ଆର.ଉଦୟଗିରି,୧୧ା୫(ଡି.ଏନ.ଏ.): ମୋହନା ବ୍ଲକ ଗୁରୁଝୁଳୀ ପଞ୍ଚାୟତର ଘଞ୍ଚ ଜଙ୍ଗଲ ମଧ୍ୟରେ ଅବସ୍ଥିତ ବେତାଗଣ୍ଡା ଗାଁ। ଏହି ଗାଁକୁ ଯିବାକୁ ହେଲେ ଅଡ଼ବା ହରଭଙ୍ଗି ଡ୍ୟାମ୍‌ ନିକଟ...

Advertisement
Archives

Model This Week