ପୁରୀ ଜିଲାର ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ

ପୁରୀ ଅଫିସ, ୩୦ା୧: ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୁରୀ ଜିଲାର ବିଭିନ୍ନ ସ୍ଥାନରୁ ବାର୍ଡଫ୍ଲୁ ଆଶଙ୍କା କରି ୧୦୦୮ କୁକୁଡ଼ାଙ୍କ ରକ୍ତ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ନିମନ୍ତେ ପଠାଯାଇଛି। ୧୧ ବ୍ଲକରେ ଥିବା ୨୦୪୦ କୁକୁଡ଼ା ଫାର୍ମ ସମ୍ପର୍କରେ ଜିଲା ପ୍ରାଣୀ ଚିକିତ୍ସା ବିଭାଗ ତଥ୍ୟ ସଂଗ୍ରହ କରୁଛି। କୌଣସି ସ୍ଥାନରେ ମଲା କୁକୁଡ଼ା, ମଲା କାଉ କିମ୍ବା ମଲା ବତକ ଦେଖିଲେ ସଙ୍ଗେ ସଙ୍ଗେ ଖବର ଦେବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି। ବିଭାଗୀୟ ଅଧିକାରୀଙ୍କ ମଧ୍ୟରେ ଏକ ହାଟ୍ସଆପ ଗ୍ରୁପ କରାଯାଇଛି। ବୁଧବାର ସମସ୍ତ ବ୍ଲକର ପ୍ରାଣୀ ଚିକିତ୍ସା ଅଧିକାରୀ ଜିଲାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରି ତଥ୍ୟ ସଂଗ୍ରହ କରିଛନ୍ତି। ଗତବର୍ଷ କୃଷ୍ଣପ୍ରସାଦ ବ୍ଲକରେ ବାର୍ଡ ଫ୍ଲୁ ଚିହ୍ନଟ ହୋଇଥିଲା। ତେଣୁ ସମ୍ପୃକ୍ତ ଅଞ୍ଚଳ ଉପରେ ପ୍ରଶାସନ ସତର୍କ ଦୃଷ୍ଟି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଲିଡିପୋ ବିବାଦରୁ ଯୁବକଙ୍କୁ ହତ୍ୟା ଘଟଣା: ୩ ଗିରଫ

ରାସଗୋବିନ୍ଦପୁର,୧୧ା୧(ଡ଼ି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ମୂଷାମାରୀଠାରେ ବାଲିଡିପୋ ବିବାଦରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ତଦନ୍ତ ଚଳାଇ...

ମା’ଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ରାୟଗଡା ଅଫିସ, ୮।୧୦-ଜେକେ କାଗଜ କାଳ ପକ୍ଷରୁ ଦୁର୍ଗାପୂଜା ପାଳନ କରାଯାଉଛି। ଦଶମୀରେ ମା’ଙ୍କ ଦର୍ଶନ କରିବାକୁ ହଜାର ହଜାର ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି। ୫ଜଣ...

ବେଆଇନ ମହୁଲି ମଦ ଜବତ: ଅଭିଯୁକ୍ତ ଫେରାର

ଭଦ୍ରକ ଅଫିସ, ୧୪।୪: ଲକ୍‌ଡାଉନ୍‌ ସମୟରେ ଫାଇଦା ଉଠାଉଛନ୍ତି ଚୋରା ମଦ ବେପାରୀ। ଏହି ସମୟରେ ଚଢ଼ା ଦରରେ ମଦ ବିକ୍ରି ପାଇଁ ପଡ଼ୋଶୀ ଜିଲା...

ଆଇନଜୀବୀଙ୍କୁ ମିଳିବ ୫ହଜାର ସହାୟତା

କଟକ ଅଫିସ,୩୧।୭: କରୋନା ଯୋଗୁ ପ୍ରଭାବିତ ହୋଇଥିବା ଆଇନ୍‌ଜୀବୀଙ୍କୁ ୫ହଜାର ଟଙ୍କା ଲେଖାଏ ସହାୟତା ଦିଆଯିବ। ଏ ନେଇ ବୁଧବାର ଜରୁରିକାଳୀନ ଆର୍ଥତ୍କ ସହାୟତା କମିଟି...

ଆଉ ଲୋଡ଼ା ପଡ଼ିବେ ନାହିଁ ରାଜ୍ୟ ବାହାର ହାର୍ଭେଷ୍ଟର ଚାଳକ

ସମ୍ବଲପୁର,୧୫।୫ (ବ୍ୟୁରୋ)-ଆଉ ଲୋଡ଼ା ପଡିବେ ନାହିଁ ରାଜ୍ୟ ବାହାର ଚାଳକ ା ଧାନ ଅମଳ ପାଇଁ ହାର୍ଭେଷ୍ଟର ଚଳାଇବା ପାଇଁ ୫୦ଜଣଙ୍କୁ ତାଲିମ ଦେଇ ସ୍ବାବଲମ୍ବୀ...

ହୋଇନି ୩ ହଜାର ଗାଈ, ମଇଁଷିଙ୍କ ଟ୍ୟାଗିଂ

ବ୍ରହ୍ମପୁର ଅଫିସ,୧୯ା୯-ବ୍ରହ୍ମପୁର ସହରରେ ବୁଲା ଗୋରୁ, ମଇଁଷି ବିଶେଷ ଭାବେ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଛନ୍ତି। ସେମାନଙ୍କୁ ରାସ୍ତାରୁ ଉଠାଇବା ଦିଗରେ ବ୍ରହ୍ମପୁର ମହାନଗର ନିଗମ...

୫-ଟି ରୂପାନ୍ତରିତ ବିଦ୍ୟାଳୟ କମ୍ପ୍ୟୁଟର ଲାବ୍‌ରେ ନିଆଁ

ଚମ୍ପୁଆ,୭ା୫(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ୫-ଟି ରୂପାନ୍ତରିତ କୋଦଗାଡ଼ିଆ ଉଚ୍ଚ ବିଦ୍ୟାଳୟର କମ୍ପ୍ୟୁଟର ଲାବ୍‌ରେ ଶୁକ୍ରବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ପ୍ରାୟ...

ବିବାଦ ତୁଟିଲା: ଗୋଲାପଡ଼ାରେ ବଣ୍ଟାଯିବ ରାଶନ

ଭଞ୍ଜନଗର,୨୩।୪(ଡି.ଏନ.ଏ.)-ଗୋଲାପଡ଼ା ପଞ୍ଚାୟତରେ ଓଜନ ମାପ ଯନ୍ତ୍ରକୁ ନେଇ ଲାଗି ରହିଥିତ୍ବା ବିବାଦ ତୁଟିଛି। ଗତ ୧୮ ତାରିଖରେ ପଞ୍ଚାୟତରେ ଚାଉଳ ବଣ୍ଟନ ବେଳେ କେତେଜଣ ବ୍ୟକ୍ତି...

Advertisement
Archives

Model This Week