ପୁରୀ ଦେଶର ଦ୍ୱିତୀୟ ସ୍ବଚ୍ଛ ବେଳାଭୂମି

ଭୁବନେଶ୍ୱର,୪ା୧(ବ୍ୟୁରୋ): ପୁରୀ ଦେଶର ଦ୍ୱିତୀୟ ସବୁଠାରୁ ପରିଷ୍କାର ବା ସ୍ବଚ୍ଛ ବେଳଭୁମୀ । ଏଥିସହିତ ଗଞ୍ଜାମ ଜିଲାର ଗୋପାଳପୁର ବେଳାଭୁମି ଚତୁର୍ଥ ସଫା ବେଳାଭୂମି ମାନ୍ୟତା ପାଇଛି। ଜାତୀୟ ଉପକୂଳ ଗବେଷଣା କେନ୍ଦ୍ର (ଏନସିସିଆର) ସର୍ଭେ ରିପୋର୍ଟରୁ ଏହା ଜଣାପଡିଛି। ରିପୋର୍ଟରେ କୁହାଯାଇଛି ଯେ ଓଡିଶାର ବେଳାଭୁମିଗୁଡିକ କମ ପ୍ରଦୂଷିତ। ଏନସିସିଆର ପକ୍ଷରୁ ୨୦୧୯ ସେପ୍ଟେମ୍ବରରେ ଦେଶର ୩୪ଟି ବେଳଭୁମିର ସର୍ଭେ କରାଯାଇଥିଲା। ଏଥିପାଇଁ ପୁରୀ ପ୍ରଶାସନ ପକ୍ଷରୁ ସଫେଇ କାର୍ଯ୍ୟରେ ନିୟୋଜିତ ସମସ୍ତ ସ୍ବେଚ୍ଛାସେବୀଙ୍କୁ ଧନ୍ୟବାଦ ଦିଆଯାଇଛି। ପୁରୀ ଜିଲା ପ୍ରଶାସନ ପକ୍ଷରୁ ବେଳାଭୂମିକୁ ପରିଷ୍କାର ରଖିବା ପାଇଁ ମୋ ବେଳାଭୁମି ଅଭିଯାନ କରାଯାଇଥିଲା। ଗତ ସେପ୍ଟେମ୍ବରରେ ଜାତୀୟ ଉପକୂଳ ସଫେଇ ଦିବସ ଅବସରରେ ପୁରୀ ବେଳଭୁମିରେ ଏକ ମେଗା ସଫେଇ କାର୍ଯ୍ୟ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଖୁସି ବ୍ୟକ୍ତି କରି କହିଛନ୍ତି ଯେ ଓଡିଶାର ସ୍ବଚ୍ଛ ବେଳାଭୁମି ପର୍ଯ୍ୟଟକମାନଙ୍କୁ ଅପେକ୍ଷା କରି ରହିଛି। ଏ କ୍ଷେତ୍ରରେ ଏନସିସିଆର ଆମକୁ ସମର୍ଥନ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଲିଥିଲା ଜୁଆଖେଳ, ଅତର୍କିତ ଚଢ଼ାଉ କରି ୨୨ ଜୁଆଡ଼ିଙ୍କୁ ମାଡ଼ି ବସିଲା ପୋଲିସ

ନୂଆପଡ଼ା,୩ା୬(ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସଙ୍କୁ ପୁଣି ଏକ ବଡ଼ ସଫଳତା ମିଳିଛି। ମଙ୍ଗଳବାର ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ଆନ୍ତଃରାଜ୍ୟ ଜୁଆଡ଼ି ସମେତ ୨୨…

ଜାଣନ୍ତୁ କିଏ ସେହି ଋତବ୍ରତ ବାନାର୍ଜୀ, ଯିଏ ୫୮ ବିଧାୟକଙ୍କୁ ହାତ କରି ମମତାଙ୍କ ହାତରୁ ଛଡ଼ାଇ ନେଉଛନ୍ତି TMC?

କୋଲକାତା,୩।୬: ପଶ୍ଚିମବଙ୍ଗ ବିଧାନସଭା ନିର୍ୱାଚନରେ ଶୋଚନୀୟ ପରାଜୟ ପରେ ମମତା ବାନାର୍ଜୀଙ୍କୁ ସବୁଠାରୁ ବଡ଼ ଝଟକା ଲାଗିଛି। ତାଙ୍କ ଦଳ ତୃଣମୂଳ କଂଗ୍ରେସ (TMC) ଏବେ ଦୁଇ…

ସରକାରୀ ଗାଡ଼ି ପାଇଁ ପେଟ୍ରୋଲ ପମ୍ପକୁ ମିଳିବ ଆଗୁଆ ଟଙ୍କା, ମୋହନ ସରକାରଙ୍କ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୩।୬: ସରକାରୀ କାର୍ଯ୍ୟର ନିରବଚ୍ଛିନ୍ନ ତଥା ସୂଚାରୁ ପରିଚାଳନା ପାଇଁ ରାଜ୍ୟ ସରକାର ଏକ ବଡ଼ ଏବଂ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏଣିକି ସରକାରୀ ଗାଡ଼ିଗୁଡ଼ିକର ତେଲ…

କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବକୁମାର, ଆଣ୍ଠୁମାଡ଼ି ପ୍ରଣାମ କରି କହିଲେ….

ବେଙ୍ଗାଲୁରୁ,୩ା୬: ସିଦ୍ଧରାମେୟାଙ୍କ ଇସ୍ତଫା ପରେ, ବୁଧବାର ଦିନ ଲୋକଭବନରେ କର୍ନାଟକର ମୁଖ୍ୟମନ୍ତ୍ରୀ ଭାବରେ ଡିକେ ଶିବକୁମାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ଥାୱର ଚାନ୍ଦ ଗେହଲଟ୍…

ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ ପୂର୍ବରୁ ଭାବୁକ ହେଲେ ଶିବକୁମାର, ମା’ଙ୍କ ପାଦ ଛୁଇଁ…

ବେଙ୍ଗାଲୁରୁ,୩ା୬: କର୍ନାଟକରେ ନୂତନ ସରକାର ଗଠନ ପାଇଁ ପ୍ରସ୍ତୁତି ଶେଷ ହୋଇଛି । ମୁଖ୍ୟମନ୍ତ୍ରୀ ପଦ ପାଇଁ ପ୍ରାର୍ଥୀ ହୋଇଥିବା ଡି.କେ. ଶିବକୁମାରଙ୍କ ସହିତ ଆଜି ୧୩…

ଚାଲିଥିଲା ବୈଠକ, ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କଲେ ଜିଲାପରିଷଦ ସଭ୍ୟ

ଖୋର୍ଦ୍ଧା,୩ା୬(ପ୍ରଭାତ ପାଣିଗ୍ରାହୀ): ଜିଲା ପରିଷଦ ବୈଠକରେ ଏକ ଅଭବାନୀୟ ଘଟଣା ଦେଖିବାକୁ ମିଳିଛି। ଜନପ୍ରତିନିଧିଙ୍କୁ ବୋଲଗଡ ବିଡିଓଙ୍କ ଅଣଦେଖା, ଦୁର୍ବ୍ୟବହାର ଏବଂ ଅସହଯୋଗ ମନୋଭାବ ପ୍ରତିବାଦରେ ୨୭…

ଜଣେ ଛାତ୍ରଙ୍କୁ ପଢ଼ାଇବା ପାଇଁ ଏତେଟଙ୍କା ଚାର୍ଜ କରନ୍ତି ଖାନ୍‌ ସାର? କୋଚିଂ ଫିସ୍‌ ଜାଣିଲେ…

ନୂଆଦିଲ୍ଲୀ,୩।୬: ଖାନ ସାରଙ୍କୁ କିଏ ବା ନଜାଣେ.. ନିଜର ନିଆରା ପଢ଼ାଇବା ଶୈଳୀ ପାଇଁ ସାରା ଦେଶରେ ପ୍ରସିଦ୍ଧ ଖାନ ସାର୍‌ ଲକ୍ଷ ଲକ୍ଷ ପିଲାଙ୍କ ପ୍ରିୟ…

ବିମାନବନ୍ଦରରେ ରିଲ୍ସ କରୁଥିଲେ ସାବଧାନ! ଆସିଲା ନୂଆ ନିୟମ, ନଚେତ୍ ହୋଇପାରେ

ନୂଆଦିଲ୍ଲୀ,୩।୬: ଏଣିକି ବିମାନବନ୍ଦରରେ ସେଲଫି ନେବା, ଇନଷ୍ଟାଗ୍ରାମ ରିଲ୍ ତିଆରି କରିବା କିମ୍ବା ଯାତ୍ରା ଭ୍ଲଗ୍ ସୁଟିଂ କରୁଥିବା ପ୍ରେମୀମାନଙ୍କୁ ସତର୍କ ରହିବାକୁ ପଡିବ ।ଡିଜିସିଏ ବିମାନବନ୍ଦର ପରିସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri