ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପିନାକୀ ମିଶ୍ର ୨୩୮୯ ଭାଜପାର ସମ୍ବିତ ପାତ୍ର ୧୯୯୫, କଂଗ୍ରେସର ସତ୍ୟପ୍ରକାଶ ନାୟକ ୨୪୦ ଭୋଟ ପାଇଥିବା ଜଣାପଡ଼ିଛି।
ପୁରୀ ଅଫିସ,୨୩।୫: ପୁରୀ ଲୋକ ସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚିଲିକା ନିର୍ବାଚନ ମଣ୍ଡଳୀରେ ବିଜେଡି ପ୍ରାର୍ଥୀ ପିନାକୀ ମିଶ୍ର ୩୯୫ ଭୋଟରେ ଆଗୁଆ ଅଛନ୍ତି। ପ୍ରଥମ ରାଉଣ୍ଡରେ ପିନାକୀ ମିଶ୍ର ୨୩୮୯ ଭାଜପାର ସମ୍ବିତ ପାତ୍ର ୧୯୯୫, କଂଗ୍ରେସର ସତ୍ୟପ୍ରକାଶ ନାୟକ ୨୪୦ ଭୋଟ ପାଇଥିବା ଜଣାପଡ଼ିଛି।
ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍ଡ କପ ଲିଗ-୨ ମ୍ୟାଚ୍ରେ ଆମେରିକା…
ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…
ଭୁବନେଶ୍ୱର,୬।୧୦ (ପ୍ରସନଜିତ୍ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍ କରି ଭାଇରାଲ…
କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…
ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…
ନୂଆଦିଲ୍ଲୀ,୫।୧୦: କ୍ରିକେଟ୍ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…
ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…