ପୁରୀ ବେଳାଭୂମିରେ ବୃହତ୍‌ ଥ୍ରୀଡି ବାଲୁକା ସାନ୍ତା କ୍ଲଜ: ଗୋ ଗ୍ରୀନ୍‌ର ବାର୍ତ୍ତା ଦେଇଛନ୍ତି ସୁଦର୍ଶନ

ପୁରୀ ଅଫିସ, ୨୪ା୧୨: ପବିତ୍ର ବଡ଼ଦିନ ଅବ୍ୟବହିତ ପୂର୍ବରୁ ମଙ୍ଗଳବାର ପୁରୀର ସ୍ବର୍ଣ୍ଣାଭ ବେଳାଭୂମିରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପ୍ରସ୍ତୁତ କରିଛନ୍ତି ବୃହତ୍‌ ଥ୍ରୀଡି ବାଲୁକା ସାନ୍ତାକ୍ଲଜ। ଖ୍ରୀଷ୍ଟମାସ ଅବସରରେ ପରିବେଶକୁ ସୁସ୍ଥ ରଖିବା ସହ ବିଶ୍ୱବାସୀଙ୍କୁ ସେ ଗୋ ଗ୍ରୀନର ବାର୍ତ୍ତା ଦେଇଛନ୍ତିି। ଏଥିସହ ବଡ଼ଦିନର ଶୁଭେଚ୍ଛା ମଧ୍ୟ ଜଣାଇଛନ୍ତିି। ତେବେ ଏଥର ନିଆରା ହେଉଛି ବେଳାଭୂମିର ସମତଳ ବାଲିରେ ଏହାକୁ ପ୍ରସ୍ତୁତ କରିଛନ୍ତି ସୁଦର୍ଶନ।

ଚଳିତ ବର୍ଷ ମେ ଫେୟାର ପଛ ପାର୍ଶ୍ୱ ବେଳାଭୂମିରେ ପ୍ରାୟ ୨୫୦୦ ବର୍ଗ ଫୁଟ ଜାଗାରେ ସେ ଏହି ଥ୍ରୀଡି ବାଲୁକା ସାନ୍ତା ତିଆରି କରିଛନ୍ତିି। ଏଥିରେ ସୁଦର୍ଶନଙ୍କୁ ତାଙ୍କ ସ୍ୟାଣ୍ଡ ଆର୍ଟ ସ୍କୁଲର ୪୦ ଜଣ ଛାତ୍ରୀଛାତ୍ର ସହଯୋଗ କରିଛନ୍ତିି। ଏହାକୁ ପ୍ରସ୍ତୁତ କରିବା ଲାଗି ପ୍ରାୟ ୧୦ ଘଣ୍ଟା ସମୟ ଲାଗିଥିବା ବେଳେ ଏହାକୁ ଆକର୍ଷଣୀୟ କରିବା ଲାଗି ରଙ୍ଗିନ ବାଲି ବ୍ୟବହାର କରାଯାଇଛିି। ପାହାଡ଼ ଉପରେ ଏକ ବିଶାଳ ସାନ୍ତା ଛିଡା ହୋଇଥିବାବେଳେ ହାତରେ ଖ୍ରୀଷ୍ଟମାସ ଟ୍ରି ଧରିଛନ୍ତିି। ଏହା ଏପରି ପ୍ରସ୍ତୁତ କରାଯାଇଛି ଯେ ପ୍ରତ୍ୟେକଙ୍କୁ ସାନ୍ତା ଖ୍ରୀଷ୍ଟମାସ ଟ୍ରି ପ୍ରଦାନ କରି ପରିବେଶକୁ ସୁସ୍ଥ ଓ ସବୁଜ ରଖିବାର ବାର୍ତ୍ତା ଦେଉଛନ୍ତିି। ସାନ୍ତାର ତଳେ ଖ୍ରୀଷ୍ଟମାସ ଟ୍ରି କରାଯାଇଥିବାବେଳେ ଗୋ ଗ୍ରୀନ୍‌ ଏବଂ ଖ୍ରୀଷ୍ଟମାସ ଶୁଭେଚ୍ଛା ବାର୍ତ୍ତା ମଧ୍ୟ ରହିଛିି। ବହୁ ସଂଖ୍ୟାରେ ପର୍ଯ୍ୟଟକ ଏହାକୁ ଦେଖୁଛନ୍ତିି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମଦିନ ପାଳିଲେନି, ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୧୫ ହଜାର ଦେଲେ ଛାତ୍ରୀ

ଭଞ୍ଜନଗର,୭।୪(ଡି.ଏନ.ଏ)-ଭଞ୍ଜନଗର ବିଡିଓ ଅନିଲ କୁମାର ସେଠୀଙ୍କ ଝିଅ ଆଦ୍ୟାଶା ଗତ ୪ ତାରିଖରେ ନିଜ ଜନ୍ମଦିନ ପାଳନ ନ କରି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ (କୋଭିଡ୍‌ ଫଣ୍ଡ)କୁ...

ସାମାଜିକ ଦୂରତା ରଖି ପରିବା କିଣିଲେ

ସମ୍ବଲପୁର,୨୬।୩(ବ୍ୟୁରୋ)-କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ନେଇ ସମ୍ବଲପୁର ମହାନଗର ନିଗମ ଓ ପୋଲିସ ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗୁରୁବାର ସକାଳେ ପନିପରିବା ବଜାରରେ...

ହୋମ କ୍ୱାରାଣ୍ଟାଇନରେ 25266 ବିଦେଶ, ଅନ୍ୟ ରାଜ୍ୟ ଫେରନ୍ତା

ଛତ୍ରପୁର,୪।୪(ଡି.ଏନ୍‌.ଏ.)- କରୋନା ଭୂତାଣୁ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାକୁ ବିଦେଶ ଓ ଅନ୍ୟ ରାଜ୍ୟରୁ ଫେରିଥିବା ବହିରାଗତଙ୍କ ମଧ୍ୟରୁ ବର୍ତ୍ତମାନ 25 ହଜାର 266 ଜଣ...

‘ଅତିଥି ସେବାରେ ଅବହେଳା କରନି’

ଭୁବନେଶ୍ୱର,୫।୧୧(ବ୍ୟୁରୋ): କରୋନା ମହାମାରୀ ପରିସ୍ଥିତି ଧୀରେ ଧୀରେ ସୁଧୁରୁଥିବାବେଳେ ପର୍ଯ୍ୟଟନ ବିକାଶ ଉପରେ ଗୁରୁତ୍ୱ ଦେଇଛନ୍ତି ରାଜ୍ୟ ସରକାର। ଏଭଳି ସ୍ଥଳେ ହୋଟେଲ, ରେଷ୍ଟୁରାଣ୍ଟ, ହସ୍ପିଟାଲିଟି...

ଗଞ୍ଜାମ ଜିଲା ପ୍ରଶାସନର ଚେତାବନୀ: କୋଭିଡ-୧୯ ନିୟମ ନ ମାନିଲେ ସିଲ୍‌ ହେବ ଦୋକାନ

ଗଞ୍ଜାମ,୨।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ଯୋଗୁ ଚିନ୍ତାରେ ଜିଲା ପ୍ରଶାସନ। ଏହିପାଇଁ ରେଶମ ସହର ବ୍ରହ୍ମପୁର ଓ...

ଭିଜିଲାନ୍ସ ଜାଲରେ ଅଙ୍ଗନଓ୍ବାଡି କର୍ମୀ: ଏକକାଳୀନ ୫ ସ୍ଥାନରେ ଚଢ଼ାଉ

ପୁରୀ ଅଫିସ,୨୩।୧୨: ପୁଣି ଜଣେ ଅଙ୍ଗନଓ୍ବାଡି କର୍ମୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ହେଲେ ପୁରୀ ଜିଲାର ଅଙ୍ଗନଓ୍ବାଡି କର୍ମୀ ସନ୍ଧ୍ୟାରାଣୀ ଭଟ୍ଟ। ଆୟ ବହିର୍ଭୂତ...

ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ

ଜୟପୁର,୧।୨(ଡି.ଏନ୍‌.ଏ): କୋରାପୁଟ ଜିଲାର ଜୟପୁର ସହରରେ ସମ୍ପୂର୍ଣ୍ଣ ସିସି କ୍ୟାମେରା ସଂଯୋଗ କରାଯାଇଛି। କୋରାପୁଟ ଏସ୍‌ପି ମୁକେଶ କୁମାର ଭମୋଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ...

ରତଳାଙ୍ଗରେ ମହିଳାଙ୍କୁ ହତ୍ୟା ଅଭିଯୋଗ ଘଟଣା: ସ୍ବାମୀ, ଯାଆ କୋର୍ଟ ଚାଲଣ

ବିଞ୍ଝାରପୁର,୧୬ା୧୨(ଡି.ଏନ.ଏ)- ବିଞ୍ଝାରପୁର ଥାନା ବରୀ ବ୍ଲକ ରତଳାଙ୍ଗ ଗ୍ରାପ ମଠସାହିରେ ଗତ ମଙ୍ଗଳବାର ରାତିରୁ ନିଖୋଜ ଥିବା କବିତା ବରାଳଙ୍କ ମୃତଦେହ ଶୁକ୍ରବାର ସ୍ଥାନୀୟ ପୋଖରୀରେ...

Play 250+ Trending Games
Archives

Model This Week

Why Dharitri