ପୁରୀ ଭୋଟ ଗଣତିରେ ବିଳମ୍ବ

ପୁରୀ ଅଫିସ.୨୩।୫: ପ୍ରଶାସନିକ ଅବହେଳା ପାଇଁ ପୁରୀରେ ଭୋଟ ଗଣତି ବିଳମ୍ବ ହୋଇଛି। ବାତ୍ୟାରେ ଇଭିଏମ ଏବଂ ଭିଭିପାଟର ସୁରକ୍ଷା ପାଇଁ ଷ୍ଟ୍ରଙ୍ଗ ରୁମରେ ଏକ ଅସ୍ଥାୟୀ କାନ୍ଥ ତିଆରି କରାଯାଇଥିଲା। କିନ୍ତୁ ସେହି କାନ୍ଥ ଭାଙ୍ଗିବା ପାଇଁ ବିଳମ୍ବ ହେବାରୁ ଗଣତିରେ ବିଳମ୍ବ ହୋଇଥିବା ଜଣାପଡ଼ିଛି। ସକାଳ ୮ଟା ସମୟରେ ଗଣତି ସମୟ ଧାର୍ଯ୍ୟ ହୋଇଥିବା ବେଳେ ସେହି ଅସ୍ଥାୟୀ କାନ୍ଥ ଭଙ୍ଗା ଚାଲିଥିବାରୁ ଗଣତି ବିଳମ୍ବ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଟିଆଗୁଣ୍ଡି ପୋକ ଫସଲ ଉଜାଡ଼ିଲା:ଧାନ କ୍ଷେତରେ ନିଆଁ ଲଗାଇଲେ ଚାଷୀ

କର୍ଲାମୁଣ୍ଡା,୧୩।୧୧(ଡି.ଏନ.ଏ.):ବର୍ଷକର ଧାନ ଅମଳ ହେବା ପୂର୍ବରୁ ଲାଗିଲା ରୋଗ ପୋକ। ବିପିଏଚ୍‌ ରୋଗ ଲାଗି ପ୍ରାୟ ୧ ଏକର ସ୍ବର୍ଣ୍ଣ ଧାନ ଚାଷ ସମ୍ପୂର୍ଣ୍ଣ ଉଜୁଡିଗଲା।...

ଜାରି ହେଲା ନୂଆବର୍ଷ କଟକଣା: ରାତି ୧୦ରୁ ସକାଳ ୫ ପର୍ଯ୍ୟନ୍ତ ଘରୁ ବାହାରିପାରିବେ ନାହିଁ ଲୋକେ

ଭୁବନେଶ୍ୱର,୩୧।୧୨: ଆଜି ୨୦୨୦ ବର୍ଷର ଶେଷ ଦିନ। ନୂଆବର୍ଷକୁ ସ୍ବାଗତ କରିବା ପାଇଁ ଲୋକଙ୍କ ମଧ୍ୟରେ ଉତ୍ସାହ ଏବଂ ଉଦ୍ଦୀପନା ଦେଖାଦେଇଛି। ତେବେ ଏହା ଭିତରେ...

୭ ପ୍ରକଳ୍ପକୁ ସିଙ୍ଗଲ୍‌ ଓ୍ବିଣ୍ଡୋ କର୍ତ୍ତୃପକ୍ଷଙ୍କ ଅନୁମୋଦନ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ରାଜ୍ୟ ସରକାର ୭ ପୁଞ୍ଜିନିବେଶ ପ୍ରକଳ୍ପକୁ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଏଥିପାଇଁ ମୋଟ ୧୦୩୬.୩୯ କୋଟି ଟଙ୍କା ବିନିଯୋଗ ହେବ। ଏହାଦ୍ୱାରା ୨୭୭୮...

୧୬୩ ଜୋନ୍‌ରେ ଚାଲିଛି ମତଦାନ

ଭୁବନେଶ୍ୱର,୨୨ା୨(ବ୍ୟୁରୋ): ଚଳିତ ପଞ୍ଚାୟତ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ମଙ୍ଗଳବାର ଆରମ୍ଭ ହୋଇଯାଇଛି। ଏହି ପର୍ଯ୍ୟାୟରେ ୨୭ ଜିଲାର ୬୪ ବ୍ଲକ ୧୬୩ ଜିଲା...

ବଢ଼ିବ ଟ୍ରମା କେୟାରର ଶକ୍ତି

ଭୁବନେଶ୍ୱର,୪ା୧୧(ବ୍ୟୁରୋ): ସଡ଼କ ଦୁର୍ଘଟଣାରେ ମୃତ୍ୟୁହାର କମାଇବା ପାଇଁ ମାନ୍ୟବର ସୁପ୍ରିମକୋର୍ଟ କମିଟିର ପର୍ଯ୍ୟବେକ୍ଷଣ ଅନୁଯାୟୀ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗରେ ସରକାର ଟ୍ରମା ଚିକିତ୍ସା...

ରାଜଧାନୀରେ ବଢ଼ୁଛି ସଂକ୍ରମଣ: ଆଜି ଆଉ ୧୦୯ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ରାଜଧାନୀରେ ବଢ଼ି ଚାଲିଛି କରୋନା ସଂକ୍ରମଣ। ମଙ୍ଗଳବାର ଏଠାରେ ଆଉ ୧୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱରରେ ମୋଟ କରୋନା...

ଫେକ୍‌ ଆଇଡିରୁ ଶୁଭ୍ରାଂଶୁଙ୍କ ନିକଟକୁ ଆସିଥିଲା ଚିଠି; ନାସା ନାଁରେ ଭୁଆଁ ବୁଲାଇଥିଲେ ନାବାଳକ

ଅନୁଗୋଳ ଅଫିସ,୨।୧୨: ମାତ୍ର ୬୫ ହଜାର ଟଙ୍କାରେ ଅନୁଗୋଳ ଗାନ୍ଧୀମାର୍ଗ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ୯ମ ଶ୍ରେଣୀ ଛାତ୍ର ଶୁଭ୍ରାଂଶୁ ନାୟକ ପ୍ରସ୍ତୁତ କରିଥିବା...

ଆଜି ବନକଲାଗି, ୪ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୭ା୧୨: ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ନ ପ୍ରାୟ ୩ଟାରୁ ରାତି ୭ଟା ୪ଘଣ୍ଟା ମହାପ୍ରଭୁଙ୍କୁ ଦର୍ଶନ...

Advertisement
Archives

Model This Week