ପୁରୀ ମାରାଥନ୍‌: ସମ୍‌ସଦ୍‌ ଆରା, ମୁକୁନ୍ଦ ଚାମ୍ପିଅନ

ପୁରୀ ଅଫିସ,୨୩।୧: ପ୍ରାକୃତିକ ବିପର୍ଯ୍ୟୟ ସଚେନତନା ସୃଷ୍ଟି ନିମନ୍ତେ ଗୁରୁବାର ସକାଳେ ପୁରୀରେ ମିନି ମାରାଥନ୍‌ ଅନୁଷ୍ଠିତ ହୋଇଯାଇଛି। ମହିଳାବର୍ଗରେ ସମ୍‌ସଦ୍‌ ଆରା ବେଗମ୍‌ ଏବଂ ପୁରୁଷବର୍ଗରେ ମୁକୁନ୍ଦ ବାନରା ଚାମ୍ପିଅନ ହୋଇଛନ୍ତି। ତାଳବଣିଆସ୍ଥିତ ଜିଲା ସ୍ପୋର୍ଟସ କମ୍ପ୍ଲେକ୍ସରୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ମିନି ମାରାଥନ୍‌ର ଶୁଭାରମ୍ଭ କରିଥିଲେ। ୮ କିଲୋମିଟର ବ୍ୟାପୀ ଏହି ମାରାଥନ୍‌ ବଳିଆପଣ୍ଡାସ୍ଥିତ ସମୁଦ୍ରକୂଳରେ ଶେଷ ହୋଇଥିଲା। ଏଥିରେ ମହିଳାବର୍ଗରେ ସମ୍‌ସଦ୍‌ ଆରା ପ୍ରଥମ, ସନ୍ଧ୍ୟା ମୁର୍ମୁ ଦ୍ୱିତୀୟ, ସାଇନା ସ୍ମାଇଲ୍‌ ମହାନ୍ତି ତୃତୀୟ ଏବଂ ପୁରୁଷବର୍ଗରେ ମୁକୁନ୍ଦ ପ୍ରଥମ, ରଶ୍ମୀରଞ୍ଜନ ନାୟକ ଦ୍ୱିତୀୟ ଓ ସୁଧାଂଶୁ ନାୟକ ତୃତୀୟ ସ୍ଥାନ ଅଧିକାର କରି ଯଥାକ୍ରମେ ୩୦ ହଜାର, ୨୦ ହଜାର ଓ ୧୦ ହଜାର ଟଙ୍କା ପୁରସ୍କାର ରାଶି ପାଇଛନ୍ତି। ଏତଦ୍‌ବ୍ୟତୀତ ପ୍ରତିବର୍ଗରେ ୭ ଜଣ ଲେଖାଏ ପ୍ରତିଯୋଗୀଙ୍କୁ ୫ ହଜାର ଟଙ୍କା ଲେଖାଏ ପୁରସ୍କାର ପ୍ରଦାନ କରାଯାଇଛି। ଏହି ମାରାଥନ୍‌ରେ ୩ ହଜାରରୁ ଊର୍ଦ୍ଧ୍ୱ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ବ୍ୟବହାର ହେଉଛି ସ୍ଲୁଇସ୍‌ ଗେଟ୍

ନାଉଗାଁ,୨୪ା୮(ସ୍ବ.ପ୍ର.): ନାଉଗାଁ ବ୍ଲକ କୋରୁଅ ପଞ୍ଚାୟତ ଗାରୋଇସ୍ଥିତ ଦେବୀ ନଦୀ ଓ ଗୋବରୀ ନଦୀର ସଂଯୋଗସ୍ଥଳ ଗାରୋଇଠାରେ ଥିବା ସ୍ଲୁଇସ୍‌ ଗେଟ୍‌କୁ ଖୋଲି କେତେଜଣ ମାଛ...

ବସ୍‌ ଓଲଟି ୨୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ

ବଅଁରପାଳ,୨୮।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ବଅଁରପାଳ ଥାନା ୫୫ନଂ ଜାତୀୟ ରାଜପଥ ବନ୍ଦା ଓଭରବ୍ରିଜ୍‌ ନିକଟରେ ଶୁକ୍ରବାର ଭୋର ସମୟରେ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି।...

ଏସ୍‌ପି ଅଫିସ ପରିଦର୍ଶନ କଲେ ଡିଆଇଜି

ଛତ୍ରପୁର,୨୩ା୧୦(ଡି.ଏନ.ଏ.)- ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିଦର୍ଶନ କରିଛନ୍ତି। ପରିଦର୍ଶନ ବେଳେ ଏସ୍‌ପି ବ୍ରିଜେଶ କୁମାର ରଏଙ୍କ...

ବେତନଟୀ ବିଜ୍ଞାପିତ ଅଞ୍ଚଳ ହେବା ନେଇ ଆଶା ସଞ୍ଚାର, ଉପଜିଲାପାଳଙ୍କୁ ମଗାଗଲା ତଥ୍ୟ

ବାରିପଦା ଅଫିସ,୧୯।୮- ଆୟତନ ଓ ଜନସଂଖ୍ୟା ହିସାବରେ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ। ଏହି ଜିଲାରେ ୨୬ ଟି ବ୍ଲକ ଥିବା ବେଳେ ଦୁଇଟି ପୌରାଞ୍ଚଳ...

ପ୍ରସିଦ୍ଧ କାଳୀପୂଜା ପାଇଁ ସଜେଇ ହେଉଛି ଭଦ୍ରକ

ଭଦ୍ରକ ଅଫିସ, ୨୨।୧୦- ଆଉ ୫ ଦିନ ପରେ ଦୀପାବଳି। ଓଡ଼ିଶା ପ୍ରସିଦ୍ଧ ଭଦ୍ରକ କାଳୀପୂଜା ପାଇଁ ପ୍ରସ୍ତୁତି ଜୋର ଧରିଛି। ବିଭିନ୍ନ ପୂଜା ମଣ୍ଡପରେ...

ରକ୍ତଭଣ୍ଡାରରେ ରକ୍ତ ଅଭାବ: ସ୍ବେଚ୍ଛାସେବୀ କଲେ ରକ୍ତଦାନ

ଲୋଇସିଂହା,୧୫।୪(ଡି.ଏନ.ଏ.): ବିଙ୍ଗ ହ୍ୟୁମାନ ଫାଉଣ୍ଡେସନ ଓ ଲୋଇସିଂହା ବିଜୁ ଯୁବ ବାହିନୀର ମିଳିତ ଆନୁକୂଲ୍ୟରେ ବଲାଙ୍ଗୀର ଜିଲା ଲୋଇସିଂହାଠାରେ ସମାଜିକ ଦୂରତା ରକ୍ଷା କରି ଏକ...

ବିଶାଖାପାଟଣାରୁ ରେଳ ଧାରଣାରେ ଚାଲି ଓଡ଼ିଶା ଫେରିଲେ କଳାହାଣ୍ଡିର ୧୮ ଶ୍ରମିକ

ମୁନିଗୁଡ଼ା,୪।୪(ଡି.ଏନ୍.ଏ.): କରୋନା ପାଇଁ ସାରା ଦେଶରେ ଲକ୍ ଡାଉନ୍ ଘୋଷଣା ସହ ରାଜ୍ୟ ସିମାକୁ ସିଲ୍ କରି ଦିଆଯାଇଛି। କୌଣସି ରାଜ୍ୟରୁ କେହି ଅନ୍ୟ ରାଜ୍ୟକୁ...

ଟ୍ରାକ୍ଟର ଓଲଟି ଜଣେ ମୃତ,୨ ଆହତ

ପାଟଣା,୧୨।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ରାୟପୁର ନିକଟରେ ମଙ୍ଗଳବାର ସନ୍ଧ୍ୟାରେ ଭାରସାମ୍ୟ ହରାଇ ଏକ ଟ୍ରାକ୍ଟର ଓଲଟି ପିଡ଼ିଛି। ଟ୍ରାକ୍ଟର ତଳେ ଚାପିହୋଇ ଜଣେ...

Advertisement


Archives

Model This Week