ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ଚୋରା କେନ୍ଦୁପତ୍ର ଜବତ

ରେଢ଼ାଖୋଲ,୮।୧୦(ଡି.ଏନ୍‌.ଏ.): ପୁରୀ-ରାଉରକେଲା ଯାତ୍ରୀବାହୀ ଟ୍ରେନ୍‌ରୁ ମଙ୍ଗଳବାର ଅପରାହ୍ନରେ ରେଢ଼ାଖୋଲ ରେଳବାଇ ପୋଲିସ ଚଢ଼ାଉ କରି ଚାଲାଣ ହେଉଥିବା ୧୮ ବଣ୍ଡଲ କେନ୍ଦୁପତ୍ର ଜବତ କରିଛି। ତେବେ ଏ ଘଟଣାରେ କାହାକୁ ଗିରଫ କରାଯାଇ ନ ଥିବା ସୂଚନା ମିଳିଛି। ଜବତ କେନ୍ଦୁପତ୍ରର ଆନୁମାନିକ ମୂଲ୍ୟ ୨୦ହଜାର ହେବ ବୋଲି ଜଣାପଡ଼ିଛି।

ପ୍ରକାଶଯୋଗ୍ୟ, ପୁରୀରୁ ରାଉରକେଲା ଯାଉଥିବା ଯାତ୍ରୀବାହୀ ଟ୍ରେନ୍‌(ନଂ-୫୮୧୩୨)ରେ କେନ୍ଦୁପତ୍ର ଚୋରାଚାଲାଣ ହେଉଥିବା ନେଇ ରେଢ଼ାଖୋଲ ପୋଲିସ ସୂଚନା ପାଇଥିଲା। ଟ୍ରେନ୍‌ଟି ରେଢ଼ାଖୋଲ ଷ୍ଟେଶନରେ ପହଞ୍ଚିବା ପରେ ଆର୍‌ପିଏଫ୍‌ ଇନ୍‌ସପେକ୍ଟର ବିବେକ କୁମାର, କନଷ୍ଟେବଳ ସୁଶିଲ କୁମାର ପ୍ରଧାନ ପ୍ରମୁଖ ସଦଳବଳେ ଚଢ଼ାଉ କରି ଏକ ବଗିରୁ ଚୋରା କେନ୍ଦୁପତ୍ରକୁ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟରେ ମାମଲା ଲଢୁଥିବାବେଳେ ଅସୁସ୍ଥ ହୋଇପଡ଼ିଲେ ଓକିଲ, ସାଥୀ ଓକିଲଙ୍କୁ ମାମଲା ଆଗକୁ ନେବାକୁ କହି…

ଦାରିଙ୍ଗବାଡ଼ି,୧୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଜଣେ କର୍ତ୍ତବ୍ୟରତ ବରିଷ୍ଠ ଓକିଲ କୋର୍ଟରେ ମାମଲା ଲଢ଼ୁଥିବାବେଳେ ହଠାତ୍‌ ଅସୁସ୍ଥ…

ପାଟ୍ରୋଲିଂ ସମୟରେ ବିପୁଳ ପରିମାଣର ପାନ ମସଲା ଜବତ, ଟ୍ରକ୍‌ ଯାଞ୍ଚ କରିବାରୁ…

ପାରଳଖେମୁଣ୍ଡି/ମୋହନା,୧୨ା୮(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲା ଆଡ଼ବା ଥାନା ପୋଲିସ ଏମ୍ଭି ଯାଞ୍ଚ ଓ ପାଟ୍ରୋଲିଂ ବେଳେ ବିପୁଳ ପରିମାଣର ସନ୍ଦିଗ୍ଧ ପାନ ମସଲା ଓ ତମାଖୁଜାତ…

ବାଘ ସଫାରୀରେ ହରିଣ ଶିକାର କଲା ମହାବଳ ବାଘ, ଲାଇଭ ଭିଡିଓ କଲେ ପର୍ଯ୍ୟଟକ

ବାରଙ୍ଗ,୧୨ା୮(ଲିଙ୍ଗରାଜ ରାଉତ): ଓଡ଼ିଶାର ଗର୍ବ କୁହାଯାଉଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବେ ପଶୁ ଯନ୍ତ୍ରଣା କେନ୍ଦ୍ର ପାଲଟିଛି। ବାଘ ସଫାରୀ ଭିତରୁ ଆସିଥିବା ଏହି ହୃଦୟ ବିଦାରକ…

ମଧ୍ୟାହ୍ନଭୋଜନ ଖାଇବା ପରେ ଅସୁସ୍ଥ ହୋଇପଡ଼ିଲେ ୪ ଛାତ୍ରୀ, ଛାତିରେ ଯନ୍ତ୍ରଣା ସହ…

ଦେବଗଡ଼,୧୨ା୮(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ବିଦ୍ୟାଳୟଗୁଡ଼ିକରେ ମଧ୍ୟାହ୍ନଭୋଜନ ବ୍ୟବସ୍ଥାକୁ ନେଇ ବାରମ୍ବାର ପ୍ରଶ୍ନବାଚୀ ସୃଷ୍ଟି ହେଉଥିବାବେଳେ, ପୁଣି ଏକ ଅଘଟଣ ସାମ୍ନାକୁ ଆସିଛି। ଦେବଗଡ଼ ଜିଲା ନଈକୂଳ…

ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଅଭିଭାବକଙ୍କୁ ଫୋନ୍‌ କରି କହିଲେ ସାର୍‌ ମୋତେ…

ମହାକାଳପଡ଼ା,୧୨ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ଅଞ୍ଚଳରେ ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କ ବିରୋଧରେ ଏକ ସଙ୍ଗୀନ ଅଭିଯୋଗ କରିଛନ୍ତି…

ତ୍ରିରଙ୍ଗା ଆମ ଗର୍ବ ଗୌରବ: ଦେଶାତ୍ମବୋଧକ ନାରା ଦେଇ ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ତୁମୁଡ଼ିବନ୍ଧ,୧୨ା୮(ଦୀପକ କୁମାର ପରାସେଠ୍‌): ତ୍ରିରଙ୍ଗା ଆମ ଗର୍ବ ଗୌରବ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ କନ୍ଧମାଳ ଜିଲା ତୁମଡ଼ିବନ୍ଧ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ…

ସକାଳେ ସ୍ତ୍ରୀଙ୍କ ସହ କଥା ହେଲେ ରାତିରେ ଆସିଲା ମୃତ୍ୟୁଖବର, ହାଇଦ୍ରାବାଦରେ କାମ କରୁକରୁ ଶିବା…

ଥୁଆମୂଳ ରାମପୁର,୧୨ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ଦାଦନ ସମସ୍ୟା ଗମ୍ଭୀର ରୂପ ନେଇଛି। ପରିବାର ଚଳାଇବା ପାଇଁ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ…

ମୌଳିକ ସୁବିଧାରୁ ବଞ୍ଚିତ ସିଆଲପଡ଼ାବାସୀ: ଯାତାୟାତ ନେଇ ବଢୁଛି ଚିନ୍ତା

କର୍ଲାମୁଣ୍ଡା,୧୨।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍ର ଯୋରାଡବରା ଗ୍ରାମ ପଞ୍ଚାୟତର କୁଶୁର୍ଲା ରାଜସ୍ବ ଗ୍ରାମର ହାମଲେଟ ହେଉଛି ସିଆଲପଡ଼ା। ତେବେ ପଡ଼ାର ରାସ୍ତାର ଅବସ୍ଥା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri