ପୁରୀ ସହରର ୩ ପରିବା ମାର୍କେଟ ବନ୍ଦ

ପୁରୀ ଅଫିସ,୫।୪: ପୁରୀ ସହରର ୩ଟି ଯାକ ପରିବା ମାର୍କେଟ ବନ୍ଦ କରିଦେଲା ଜିଲା ପ୍ରଶାସନ। କରୋନା ମୁକାବିଲା ପାଇଁ ସାମାଜିକ ଦୂରତା ରକ୍ଷା ଲାଗି ପ୍ରଶାସନ ବାରମ୍ବାର ଜନସାଧାରଣଙ୍କୁ ସଚେତନ କରିଥିଲା। ବିଶେଷକରି ସହରର ତିନୋଟି ପରିବା ମାର୍କେଟକୁ ଶୃଙ୍ଖଳିତ କରିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବ୍ୟବସାୟୀ ଓ ଗ୍ରାହକ କିପରି ସାମାଜିକ ଦୂରତା ରକ୍ଷା କରିବେ ସେଥିପାଇଁ ପ୍ରତ୍ୟେକ ଦୋକାନ ସମ୍ମୁଖରେ ଧଳା ବୃତ୍ତ କରାଯାଇଥିଲା। କିନ୍ତୁ ଅନେକ ସମୟରେ ଗହଳି ହେଉଥିବା ଫଳରେ ପ୍ରଶାସନ ବଡ଼ଶଙ୍ଖ, ମାର୍କେଟ ଛକ ଏବଂ ଲକ୍ଷ୍ମୀ ବଜାର ପରିବା ମାର୍କେଟକୁ ବୁଧବାର ପୂର୍ବାହ୍ନରୁ ଆସନ୍ତା ୧୪ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ବନ୍ଦ କରିଦେଇଛି। ଏହି ସମୟରେ ପରିବା ବ୍ୟବସାୟୀ ଠେଲା ଗାଡ଼ିରେ ସାହି ଗଳିରେ ପରିବା ବିକ୍ରି କରିପାରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ବଳାତ୍କାର ମାମଲାରେ ୧୦ବର୍ଷ ଜେଲ୍‌ ଦଣ୍ଡାଦେଶ

ଭବାନୀପାଟଣା,୧୦।୩: ନାବାଳିକା ବଳାତ୍କାର ମାମଲାରେ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଗ୍ରାମର...

ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ: ଯୁବକ ମୃତ ଉତ୍ତ୍ୟକ୍ତ ଲୋକଙ୍କ ଥାନା ଘେରାଉ, ରାସ୍ତାରୋକୋ

  ଭାପୁର,୨୦ା୧୦(ଡି.ଏନ.ଏ.): ନୟାଗଡ଼ ଜିଲା ଫତେଗଡ଼ ଥାନା ମଣିପୁର ଗ୍ରାମରେ ପୂର୍ବ ଶତ୍ରୁତାରୁ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ...

ରାଜ୍ୟସ୍ତରୀୟ ପେନ୍‌ସନ, ଭବିଷ୍ୟନିଧି ଅଦାଲତ

ଭୁବନେଶ୍ୱର,୨୧।୧(ବ୍ୟୁରୋ):ଭୁବନେଶ୍ୱରସ୍ଥିତ ପ୍ରଧାନ ମହାଲେଖାକାର କାର୍ଯ୍ୟାଳୟ ପକ୍ଷରୁ ରାଜ୍ୟସ୍ତରୀୟ ପେନ୍‌ସନ ଓ ଭବିଷ୍ୟନିଧି ଅଦାଲତ ଏ.ଜି. ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ମହାଲେଖାକାର ବିଭୁଦତ୍ତ...

ଜେଜେମା’ ଜେଜେବାପା ଅଲୋଡ଼ା: କଥାଘର ଦେଉଛି ଗଳ୍ପ ଶୁଣାଇବାର ସୁଯୋଗ

ନୟାଗଡ ଅଫିସ,୧।୩- ଶିଶୁମାନେ ନିଜ ପରିବାରରୁ ଜେଜେମା, ଜେଜେବାପା, ଆଈ ଓ ଅଜାଙ୍କଠାରୁ ବିଭିନ୍ନ ପ୍ରକାର କଳ୍ପନାମତ୍କ କାହାଣୀ ଓ ଗଳ୍ପ ଶୁଣି ମଜା ଉଠାଉଥିଲେ...

ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ଢେଙ୍କାନାଳ ଅଫିସ,୨୮।୬: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ବମ୍ପା ଗ୍ରାମରେ ମଙ୍ଗଳବାର ଭୋରରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ...

ଯାଜପୁରରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦଶରଥପୁର ବ୍ଲକର ୫ ଗାଁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା, ମେ’ ୧୦ ଯାଏ ବଳବତ୍ତର

ଯାଜପୁର ଅଫିସ, ୨୬।୪- ଯାଜପୁର ଜିଲା ଦଶରଥପୁର ବ୍ଲକର ୩ଟି ପଞ୍ଚାୟତର ୫ ଗ୍ରାମକୁ ରବିବାର କଣ୍ଟେନମେଣ୍ଟ ଜୋନ୍‌ ଭାବେ ଜିଲାପାଳ ରଞ୍ଜନ କୁମାର ଦାସ...

୧୨ରୁ ଭିତରକନିକାରେ ପକ୍ଷୀ ଗଣନା

କେନ୍ଦ୍ରାପଡା ଅଫିସ,୧୧।୧: ଭିତରକନିକାରେ ପକ୍ଷୀ ଗଣନା ବୁଧବାର ଠାରୁ ଆରମ୍ଭ ହେବ । ଏଥିପାଇଁ ୧୬ଟି ଟିମ୍‌ ନିୟୋଜିତ ହେବେ। ପ୍ରତିଟି ଟିମ୍‌ରେ ୪ ରୁ...

ଅପହରଣର ୧୪ ଦିନ ପରେ ଉଦ୍ଧାର ହେଲା ଶିଶୁ

ଲଙ୍ଗଳେଶ୍ବର, ୩୦।୬(ଡି.ଏନ.ଏ.)- ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଧୀନ ଚକ୍ରଜୂନି ଗ୍ରାମର ଏକ ଇଟାଭାଟିରୁ ୧୪ଦିନ ପୂର୍ବରୁ ଚୋରି ହୋଇଥିବା ଜଣେ ୩ ମାସର ଶିଶୁପୁତ୍ରକୁ...

Advertisement
Archives

Model This Week