ପୁରୀ-ହବିବଗଞ୍ଜ-ପୁରୀ ଟ୍ରେନର ମିଳିତ ବଗି ସଂଯୋଗ

ଭୁବନେଶ୍ୱର,୨୧-୫ : ଯାତ୍ରୀଙ୍କୁ ଉନ୍ନତ ସେବା ଯୋଗାଣ କରିବା ଲକ୍ଷ୍ୟରେ ରେଲଓ୍ବେ ପକ୍ଷରୁ ପୁରୀ-ହବିବଗଞ୍ଜ-ପୁରୀ ମଧ୍ୟରେ ଚଳାଚଳ କରୁଥିବା ସ୍ବତନ୍ତ୍ର ଟ୍ରେନରେ ମିଳିତ ବଗି ସ୍ଥାୟୀ ସଂଯୋଗ କରାଯାଇଛି। ଗୋଟିଏ ଏସି ପ୍ରଥମ ଶ୍ରେଣୀ ଓ ଦ୍ୱିତୀୟ ଶ୍ରେଣୀରେ ଏହି ବଗି ସଂଯୋଗ ହୋଇଛି। ଏହା ହବିବଗଞ୍ଜରୁ ଚଳିତ ମାସ ୨୧ରୁ ଏବଂ ୨୨ରୁ ପୁରୀଠାରୁ ଗୋଟିଏ ଏସି ପ୍ରଥମ ଶ୍ରେଣୀ ଏବଂ ଦ୍ୱିତୀୟ ଶ୍ରେଣୀର ମିଳିତ ବଗିର ସ୍ଥାୟୀ ସଂଯୋଗ ସହ ଚଳାଚଳ କରିବ। ନୂଆ ମିଳିତ ଏସି ବଗିର ସ୍ଥାୟୀ ସଂଯୋଗ ପରେ ଏହା ବାଦ ଟ୍ରେନରେ ଗୋଟିଏ ଏସି ଟାୟାର ୨, ଚାରିଟି ଏସି ୩ ଟାୟାର, ୧୧ଟି ସ୍ଲିପର କ୍ଲାସ, ୨ଟି ଦ୍ୱିତୀୟ ଶ୍ରେଣୀ, ଦୁଇଟି ଗାର୍ଡ ଏବଂ ଲଗେଜ ଭ୍ୟାନ ସହିତ ସମୁଦାୟ ୨୧ଟି କୋଚ ସହ ଚଳାଚଳ କରିବ।
୨୧, ୨୫ରେ ବାତିଲ ରହିବ ପୁରୀ-କାମାକ୍ଷା ଏକ୍ସପ୍ରେସ
ସେହିଭଳି ସୁରକ୍ଷା ସମ୍ବନ୍ଧୀୟ ଆଧୁୁନିକୀକରଣ କାର୍ଯ୍ୟ ପାଇଁ ଉତ୍ତର ସୀମାନ୍ତ ରେଳପଥ ଦ୍ୱାରା କାମାକ୍ଷାରୁ ପୁରୀ ଯାତ୍ରା କରୁଥିବା ୨ଟି ଟ୍ରେନ ପ୍ରତ୍ୟେକ ଗୋଟିଏ ଦିନ ଲାଗି ବାତିଲ ରହିବ। ପୁରୀଠାରୁ ଛାଡୁଥିବା ପୁରୀ-କାମାକ୍ଷା ଏକ୍ସପ୍ରେସ ଚଳିତ ମାସ ୨୧ ଏବଂ ୨୫ ତାରିଖରେ ବାତିଲ ରହିବ ବୋଲି ପୂର୍ବତଟ ରେଳପଥ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଖୁସିଖବର: ମାତ୍ର ୧୩-୧୪ ଟଙ୍କାରେ ମିଳୁଛି ଚିନି! ଜାଣନ୍ତୁ କିଏ ପାଇପାରିବେ ଏହି ସୁବିଧା

ନୂଆଦିଲ୍ଲୀ,୨୪।୮: ଚିନିର ଦର ଲଗାତାର ବଢ଼ିବାରୁ ସାଧାରଣ ଲୋକଙ୍କ ଉପରେ ମହଙ୍ଗା ମାଡ଼ ବଢ଼ିଛି। ଦୈନନ୍ଦିନ ରୋଷେଇରେ ଚିନିର ବ୍ୟବହାର ହେଉଥିବା ବେଳେ ପର୍ବପର୍ବାଣୀ ସମୟରେ ଏହାର…

ମଧ୍ୟବିତ୍ତକୁ ପୁଣି ବଡ଼ ଝଟକା: ଚିନି-ପିଆଜ ପରେ ଏବେ ମହଙ୍ଗା ହେଲା…

ନୂଆଦିଲ୍ଲୀ,୨୪।୮: ଦେଶରେ ଖାଦ୍ୟ ସାମଗ୍ରୀର ଦରବୃଦ୍ଧି ଏବେ ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ପିଆଜ ଓ ରୋଷେଇ ତେଲ ପରେ ଏବେ ଡାଲିର ଦର ମଧ୍ୟ ବଢ଼ିବା…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

ଆପଣଙ୍କର ପାଖରେ ଅଛି କି ପୁରୁଣା ପାସ୍‌ବୁକ୍‌? ଡିସେମ୍ୱର ୩୧ ପୂର୍ବରୁ ଶୀଘ୍ର ବଦଳାନ୍ତୁ, ଆସିଲା ନୂଆ ନିୟମ…

ନୂଆଦିଲ୍ଲୀ,୨୨।୮: ଯଦି ଆପଣ ବି ବ୍ୟାଙ୍କିଙ୍ଗ୍ କାରବାର ପାଇଁ ଚେକ୍‌ବୁକ୍ (Chequebook) ବ୍ୟବହାର କରୁଛନ୍ତି, ତେବେ ଏହା ଆପଣଙ୍କ ପାଇଁ ଏକ ଅତ୍ୟନ୍ତ ଦରକାରୀ ଖବର। ବାସ୍ତବରେ,…

ସେପ୍ଟେମ୍ବରରୁ ବଦଳିଯିବ ନିୟମ! ଅଗଷ୍ଟ ଶେଷ ପୂର୍ବରୁ କରିନିଅନ୍ତୁ ଏହି ୪ କାମ…

ନୂଆଦିଲ୍ଲୀ,୨୧ା୮: ଅଗଷ୍ଟ ମାସ ଶେଷ ହେବାକୁ ଯାଉଛି। ଏହା ସହ କିଛି ଜରୁରୀ ଆର୍ଥିକ କାମର ସମୟସୀମା ମଧ୍ୟ ଶେଷ ହେଉଛି। ଯଦି ଆପଣ ଏହି କାମଗୁଡ଼ିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri