ପୁରୁଣାଗଡ ଗ୍ରାମ ରାସ୍ତା ଖାଲଖମା

ଛେଣ୍ଡିପଦା,୨୩।୯(ଡି.ଏନ.ଏ.) ଛେଣ୍ଡିପଦା ବ୍ଲକ ଟାଙ୍ଗିରୀ ପଞ୍ଚାୟତ ପୁରୁଣାଗଡ ପୁରୁଣାସାହି ଠାରୁ ବରସାହି ପର୍ଯ୍ୟନ୍ତ ପ୍ରାୟ ୧ କିମି ଗ୍ରାମ କଂକ୍ରିଟ ରାସ୍ତା ରକ୍ଷଣାବେକ୍ଷଣ ଅଭାବରୁ ଖାଲଖମା ହୋଇପଡିଛି। ଫଳରେ ଜନ ସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।
ପ୍ରାୟ ୧୦ ବର୍ଷ ତଳେ ଏହି ରାସ୍ତା ବ୍ଲକ ପ୍ରଶାସନ ପକ୍ଷରୁ କଂକ୍ରିଟ ରାସ୍ତା ରୂପେ ନିର୍ମାଣ କରାଯାଇଥିଲା। ମାତ୍ର ଅତ୍ୟନ୍ତ ନିମ୍ନମାନର ନିର୍ମାଣ କାର୍ଯ୍ୟ ଯୋଗୁ ଏହା ଦୀର୍ଘ ସ୍ଥାୟୀ ହୋଇପାରି ନାହିଁ। ଫଳରେ ଏପରି ସମସ୍ୟା ସୃଷ୍ଟି ହୋଇଛି। ସେହିପରି ଏହି ରାସ୍ତାର ଉଭୟପାର୍ଶ୍ୱରେ ଡ୍ରେନ ନିର୍ମାଣ କରାଯାଉ ନ ଥିବା ଯୋଗୁ ଅଧିକାଂଶ ଲୋକଙ୍କ ଘର ଭିତରକୁ ବର୍ଷା ପାଣି ପଶିଯାଉଛି। ଏପରିକି ରାସ୍ତା ଉପରେ ମଧ୍ୟ ବର୍ଷା ପାଣି ସାଙ୍ଗକୁ ଆବର୍ଜନା ପାଣି ଜମି ରହୁଛି। ଲୋକମାନେ ଅକଥନୀୟ ଦୁର୍ଦ୍ଦଶାର ଶିକାର ହେଉଛନ୍ତି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଖୁବଶୀଘ୍ର ଏହାର ନିର୍ମାଣ କାର୍ଯ୍ୟ କରିବା ପାଇଁ ସମାଜିକ କର୍ମୀ ରୋହିତ କୁମାର ସାହୁ ସ୍ଥାନୀୟ ବ୍ଲକ ପ୍ରଶାସନ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ମାଓବାଦୀ ଖୋଲିଲେ ବଡ଼ ଗୁମର

ବଣାଇଁ,୧୯।୩(ପ୍ରଦୀପ ତ୍ରିପାଠୀ): ଓଡ଼ିଶା ଝାଡ଼ଖଣ୍ଡ ସୀମା ସଂଲଗ୍ନ ଝାଡ଼ଖଣ୍ଡ ଲାତେହାର ଜିଲାରେ ଚାଲିଥିବା ମାଓବାଦୀ ବିରୋଧୀ ଅଭିଯାନ କ୍ରମେ ଚଳିତ ମାସ ୧୪ ତାରିଖ ସୁରକ୍ଷାକର୍ମୀ ୨ଜଣ…

ବିଶ୍ୱାସରେ ବିଷ: ୧୮ ଲକ୍ଷ ଟଙ୍କାର ଋଣ ଜାଲିଆତି, ମହିଳାଙ୍କୁ ବାନ୍ଧିଲା ତାରସିଂ ପୋଲିସ

ଭଞ୍ଜନଗର, ୧୯।୩ (ବାବୁଲା ପ୍ରଧାନ): ବିଶ୍ୱାସରେ ଦେଲେ ବିଷ । ସାଙ୍ଗସାଥୀ ଓ ପଡ଼ୋଶୀ ମହିଳାଙ୍କ ନାମରେ ବ୍ୟାଙ୍କରୁ ଚଞ୍ଚକତା କରି ଲକ୍ଷ ଲକ୍ଷ ଟଙ୍କା ଋଣ…

ଦିଗପହଣ୍ଡିରେ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ କର୍ମଶାଳା ଉଦଯାପିତ: ପ୍ରଭାବଶାଳୀ ଶିକ୍ଷାଦାନ ପାଇଁ…

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ପରିସରରେ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ଦୁଇଦିନିଆ ଶିକ୍ଷଣ ସାମଗ୍ରୀ…

ଚଷାନିମଖଣ୍ଡି ସରକାରୀ ହାଇସ୍କୁଲର ବାର୍ଷିକୋତ୍ସବ: ମନ ଜିଣିଲା ନାଟକ ‘ଗୁରୁ ସାକ୍ଷାତ ପରଂବ୍ରହ୍ମ’

ଦିଗପହଣ୍ଡି, ୧୯।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଚଷାନିମଖଣ୍ଡି ଗ୍ରାମ ସରକାରୀ ହାଇସ୍କୁଲ ପରିସରରେ ବାର୍ଷିକୋତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର…

ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ମରଣଯନ୍ତା: ଗଳା ଫାଶ ସାଜିଛି ‘ଲୁହା ଜାଲି’, ପ୍ରଶାସନ ନିଦାବିଷ୍ଣୁ

ଥୁଆମୂଳ ରାମପୁର, ୧୯।୩ (ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ମୁଖ୍ୟ ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ…

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ସୁରେଶ ରେଡ୍ଡି ହେଲେ ଭାଜପା ଯୁବ ମୋର୍ଚ୍ଚାର ରାଜ୍ୟ ସଂଯୋଜକ: ଛତ୍ରପୁର ଅଞ୍ଚଳରେ ଉତ୍ସାହ

ଛତ୍ରପୁର, ୧୯।୩ (ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି (ଭାଜପା) ଯୁବ ମୋର୍ଚ୍ଚାର ସଂଗଠନକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନିଆଯାଇଛି। ଛତ୍ରପୁରର…

ଅକାଳରେ ଚାଲିଗଲା ସିଆର୍‌ପିଏଫ୍‌ ଯବାନଙ୍କ ଜୀବନ: ରାୟଗଡ଼ା ଚତୁର୍ଥ ବାଟାଲିୟନରେ ଶୋକର ଛାୟା

ରାୟଗଡ଼ା, ୧୯।୩ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ମ୍ୟାଲେରିଆର ପ୍ରାଦୁର୍ଭାବ ଜଣେ କର୍ତ୍ତବ୍ୟରତ ସିଆରପିଏଫ (CRPF) ଯବାନଙ୍କ ଜୀବନ ନେଇଛି। ମୃତ ଯବାନ ଜଣକ ହେଉଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri