Posted inଖେଳ

ପୁରୁଣା ଦଳକୁ ଛେଚିଲେ ମ୍ୟାକ୍ସଓ୍ବେଲ

ଶାରଜା,୩।୧୦: ଚଳିତ ଆଇପିଏଲ ସିଜନରେ ଶାରଜା ଗ୍ରାଉଣ୍ଡରେ ଅନ୍ୟ ଦଳମାନେ ୧୪୦ ରନ୍‌ ପାରୁ ନ ଥିବା ବେଳେ କିଙ୍ଗ୍ସ ପଞ୍ଜାବ ବିପକ୍ଷ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଧାର୍ଯ୍ୟ ୨୦ ଓଭରରେ ୭ ଉଇକେଟ ହରାଇ ୧୬୪ ରନ୍‌ କରିଛି। ଗ୍ଲେନ ମ୍ୟାକ୍ସଓ୍ବେଲ ଯୋଗୁ ଏହା ସମ୍ଭବ ହୋଇପାରିଛି। ବୋଲରଙ୍କୁ ସୁହାଉଥିବା ପିଚ୍‌ରେ ମ୍ୟାକ୍ସଓ୍ବେଲ ତାଙ୍କ ପୁରୁଣା ଦଳ ବିପକ୍ଷରେ ଖେଳିଛନ୍ତି ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି। ସେ ମାତ୍ର ୩୩ ବଲରେ ୩ ଚୌକା ଓ ୪ ଛକା ବଳରେ ୫୭ ରନ୍‌ର କରିଥିଲେ। ଏହା ଥିଲା ଚଳିତ ସିଜନରେ ମ୍ୟାକ୍ସଓ୍ବେଲଙ୍କ ୫ମ ଅର୍ଦ୍ଧଶତକ।

ମ୍ୟକ୍ସଓ୍ବେଲଙ୍କ ବ୍ୟତୀତ ଅଧିନାୟକ ବିରାଟ କୋହଲି ୨୫ (୨ ଚୌକା ଓ ୧ ଛକା), ଦେବଦତ୍ତ ପାଡିକଲ ୪୦ (୪ ଚୌକା ଓ ୨ ଛକା), ଏବି ଡି’ଭିଲୟର୍ସ ୨୩ ( ୧ ଚୌକା ଓ ୨ ଛକା) ରନ୍‌ କରିଥିଲେ। ପଞ୍ଜାବ ପାଇଁ ଅନ୍ତିମ ଓଭରରେ ମହମ୍ମଦ ଶାମି ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

୬୦ ବୟସରୁ ଅଧିକ ମହିଳାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ମାଗଣାରେ କରିପାରିବେ ବସ୍‌ଯାତ୍ରା…

ନୂଆଦିଲ୍ଲୀ,୨୫।୮: ଉତ୍ତର ପ୍ରଦେଶର ଯୋଗୀ ସରକାର ମଙ୍ଗଳବାର ଦିନ ‘ଲୋକମାତା ଅହଲ୍ୟାବାଈ ମାତୃଶକ୍ତି ଯୋଜନା’ ସମେତ ୨୪ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛନ୍ତି। ସିଏମ୍ ଯୋଗୀ ୬୦ ବର୍ଷରୁ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri