Posted inଫୁରସତ

ପୁରୁଣା ବସ୍‌ରେ ସୁଇମିଂ ପୁଲ୍‌, ମଜା ଉଠାଉଛନ୍ତି ଲୋକେ

ଫ୍ରାନ୍ସର ବେଟୁନ୍‌ ସହରର ବିଭିନ୍ନ ସ୍ଥାନରେ ପୁରୁଣା ବସଗୁଡ଼ିକରେ ସୁଇମିଂ ପୁଲ୍‌ କରାଯାଇଛି। ଏଥିରେ ଲୋକେ ସ୍ନାନ କରିବା ସହ ବେଶ୍‌ ମଜା ଉଠାଉଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଫ୍ରାନ୍ସରେ କିଛିଦିନ ତଳେ ପ୍ରବଳ ଗରମ ପଡ଼ିଥିଲା। ଏପରିକି ତାପମାତ୍ରା ରେକର୍ଡ ଭାଙ୍ଗିଥିଲା। ଗରମରୁ ରକ୍ଷା ପାଇବା ପାଇଁ ପ୍ରଶାସନ ସ୍ଥାନେ ସ୍ଥାନେ ସୁଇମିଂ ପୁଲ୍‌ କରିଛନ୍ତି। ତାହା ପୁଣି ପୁରୁଣା ବସ୍‌ରେ। ଆର୍ଟ କାମ ବଢ଼ାଇବା ସହ ପୁରୁଣା ସାମଗ୍ରୀ ପୁନର୍ବାର ବ୍ୟବହାର କରାଯିବାକୁ ଏପରି ପଦକ୍ଷେପ ନିଆଯାଇଛି ବୋଲି ପ୍ରଶାସନ କହିଛି। ଏପରିକି ଜୁନ୍‌ ଶେଷ ସପ୍ତାହରେ ଫ୍ରାନ୍ସରେ ତାପମାତ୍ରା ୪୫ ଡିଗ୍ରୀ ସେଲ୍‌ସିୟସ ଉପରେ ଥିଲା। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଏଠାରେ ୪୦ ଡିଗ୍ରୀ ତାପମାତ୍ରା ସହିବା ଲୋକଙ୍କ ପକ୍ଷେ ଅସମ୍ଭବ ହୋଇ ପଡୁଥିବାବେଳେ ୪୫ ଡିଗ୍ରୀ ତାପମାତ୍ରା ଜୀବଜଗତକୁ ଏକପ୍ରକାର ଜଳାଇ ଦେଇଥିଲା। ଏଥିରୁ ରକ୍ଷା ପାଇଁ ପ୍ରଶାସନ ସହରର ଯେଉଁ ସ୍ଥାନରେ ସୁଇମିଂ ପୁଲ୍‌ ନାହିଁ ସେଠି ପୁରୁଣା ବସରେ ସୁଇମିଂ ପୁଲ୍‌ ତିଆରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳରେ ଅମ୍ଳଜାନ

ଓ୍ବାଶିଂଟନ: ଲାଲ୍‌ ଗ୍ରହ ମଙ୍ଗଳରେ ଅମ୍ଳଜାନ ଅଛି। ଆମେରିକୀୟ ମହାକାଶ ଗବେଷଣା ସଂସ୍ଥା (ନାସା) ଏପରି ଦାବି କରିଛି। ମଙ୍ଗଳରେ ଜୀବନ ଖୋଜୁଥିବା ନାସାର ରୋଭର...

ଗରମ ପ୍ରକୋପ: ଭଗବାନଙ୍କୁ କୋଲ୍ଡ ଡ୍ରିଙ୍କ୍ସ ପିଆଇଲେ ଭକ୍ତ

ବାରାଣସୀ,୨୯।୫: ଉତ୍ତର ଭାରତରେ ଗରମର ପ୍ରକୋପ ବଢ଼ିବାରେ ଲାଗିଛି। ଗରମ ଯୋଗୁ ସାଧାରଣ ଲୋକଙ୍କ ବ୍ୟତୀତ ଭଗବାନ ବି ଏଥିରୁ ନିସ୍ତାର ପାଇପାରୁ ନାହାନ୍ତି। ତେବେ...

ଏହି ମନ୍ଦିରରେ ଦିନରେ ୩ ଥର ରୂପ ବଦଳାନ୍ତି ହନୁମାନ…

ଭାରତରେ ବିଭିନ୍ନ ମନ୍ଦିରରେ ଭିନ୍ନ ଭିନ୍ନ ରହସ୍ୟ ରହିଛି। ମଧ୍ୟପ୍ରଦେଶ ପୁରବା ଗାଁ ନିକଟରେ ଥିବା ସୂରଜକୁଣ୍ଡରେ ହନୁମାନ ମନ୍ଦିର ରହିଛି। ଏଠାରେ ଠାକୁର ଗୋଟିଏ...

ଶହେ ପରିବାରକୁ ଏକ ମାସର ରାଶନ ସହ ୩ ହଜାର ମାସ୍କ ବାଣ୍ଟିଲେ ଦିବ୍ୟାଙ୍ଗ ଭିକାରି

ପଠାନକୋଟ,୧୯।୫: କରୋନା ସଙ୍କଟ ସମୟରେ ମାନବିକତାର କିଛି ଚିତ୍ର ମଧ୍ୟ ଦେଖିବାକୁ ମିଳିଛି। ପଞ୍ଜାବର ପଠାନକୋଟରେ ଏମିତି ଏକ ଚିତ୍ର ଏବେ ଅନ୍ୟମାନଙ୍କ ପାଇଁ ପ୍ରେରଣା...

ଚକୋଲେଟ୍‌ ମ୍ୟୁଜିୟମ

ଆପଣମାନେ ବିଭିନ୍ନ ମ୍ୟୁଜିୟମ ସମ୍ପର୍କରେ ଶୁଣିଥିବେ ଆଉ ଦେଖିଥିବେ ମଧ୍ୟ। ମାତ୍ର ଚକୋଲେଟ୍‌ ମ୍ୟୁଜିୟମ ସମ୍ପର୍କରେ କେବେ ଶୁଣିଛନ୍ତି? ତେବେ ଚକୋଲେଟ୍‌ ପ୍ରେମୀଙ୍କ ପାଇଁ ଖୁସି...

ବୃକ୍ଷ ପ୍ରେମରେ ବନ୍ଧା ମଣିଷ

ବୃକ୍ଷ ହିଁ ଜୀବନ। ହେଲେ ଅଧୁନା ମଣିଷ ନିଜର ସ୍ବାର୍ଥ ସାଧନ ଲାଗି କାଟି ଚାଲିଛି ଶହଶହ ବର୍ଷର ପୁରୁଣା ଗଛ। ଜଙ୍ଗଲ କାଟି ପଦା...

ବରଫ ଝଡ଼ ବେଳେ କାର୍‌ରେ ବୁଲୁଥିଲେ ଏହି ବ୍ୟକ୍ତି, ଗାଡ଼ିକୁ ଟ୍ରକ୍‌ ଧକ୍କା ମାରିବା ପରେ ଘଟିଲା ଏପରି..

କଥାରେ ଅଛି ରଖେ ହରି ତ ମାରେ କିଏ। ସେଭଳି କିଛି ଘଟିଛି ଆମେରିକାର ଜଣେ ବ୍ୟକ୍ତିଙ୍କ କ୍ଷେତ୍ରରେ। ଦୀର୍ଘ ୧୦ ଘଣ୍ଟା ଧରି ବରଫ...

୧୩ ମିଲିମିଟର ଷ୍ଟାଚ୍ୟୁ ଅଫ୍‌ ୟୁନିଟ୍‌ ନିର୍ମାଣ କଲେ ୮ ବନ୍ଧୁ

ସୁରଟ,୧୦।୨: ସୁରଟରେ ୮ଜଣ ବନ୍ଧୁ ମିଳିତ ଭାବେ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଷ୍ଟାଚ୍ୟ ଅଫ୍‌ ୟୁନିଟ୍‌ର ୧୩ ମିଲିମିଟର ଉଚ୍ଚତା ବିଶିଷ୍ଟ ଷ୍ଟାଚ୍ୟୁ ଅଫ୍‌...

Advertisement


Archives

Model This Week