ପୁରୁଷଙ୍କ ଅପେକ୍ଷା ଥାଇରଏଡରେ ଅଧିକ ଆକ୍ରାନ୍ତ ହୋଇଥାନ୍ତି ମହିଳା

ବର୍ତ୍ତମାନ ସମୟରେ ଥାଇରଏଡ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହେଲାଣି। ଉତ୍ତର ଭାରତରେ ଥାଇରଏଡ ରୋଗୀଙ୍କ ସଂଖ୍ୟା ଅଧିକ। ଏଥିରେ ଆକ୍ରାନ୍ତ ବ୍ୟକ୍ତିଙ୍କ ଓଜନ ବଢ଼ିବା ସହିତ ରକ୍ତ ସନ୍ତୁଳନରେ ବାଧା ଉପୁଜିଥାଏ। ଏକ ଗବେଷଣା ଅନୁଯାୟୀ ପୁରୁଷଙ୍କ ତୁଳନାରେ ମହିଳାମାନେ ଅଧିକ ଥାଇରଏଡ ରୋଗରେ ଆକ୍ରାନ୍ତ ହୋଇଥାନ୍ତି। ଏହାର ମୁଖ୍ୟ କାରଣ ମହିଳାଙ୍କଠାରେ ଅଟୋ ମାଇଗ୍ରେଶନ ସମସ୍ୟା ଅଧିକ ହୋଇଥାଏ। ଏସ୍‌ଆର୍‌ଏଲ୍‌ ଡାଇଗ୍ନୋଷ୍ଟିକ ରିପୋର୍ଟ ଅନୁଯାୟୀ ୨୦ ପ୍ରତିଶତ ମହିଳାଙ୍କଠାରେ ଆଣ୍ଟି ବାୟୋଡିସ୍‌ ପଜିଟିଭ୍‌ ଥାଇରଏଡ୍‌ ମିଳିଥାଏ, ପୁରଷଙ୍କଠାରେ ୪୫ ପ୍ରତିଶତ ଦେଖାଯାଇଥାଏ। ୩୧ ବର୍ଷରୁ ୪୫ ବର୍ଷ ଲୋକଙ୍କଠାରେ ଏହି ସମସ୍ୟା ବେଶି ଦେଖାଯାଇଥାଏ। ଏହାର ପ୍ରଭାବ ଥାଇରଏଡ୍‌ ଗ୍ରନ୍ଥି ଉପରେ ପଡ଼ିଥାଏ। ଏହି ସମସ୍ୟାରୁ ନିଜକୁ ମୁକ୍ତ କରିବା ପାଇଁ କିଛି ଉପାୟ ଆପଣାଇ ପାରିବେ।
ଆୟୋଡିନ କମ୍‌ ଯୋଗୁ ଏହି ସମସ୍ୟା ଉପୁଜିଥାଏ। ତେଣୁ ଶରୀରରେ ଆୟୋଡିନ ମାତ୍ରା ବଢ଼ାଇବାକୁ ପଡ଼ିଥାଏ। ଖାଦ୍ୟଜନିତ ଅନେକ କଟକଣା ମାନିବାକୁ ପଡିଥାଏ। ମିଠା, ଥଣ୍ଡା ପଦାର୍ଥ ଯୋଗୁ ଓଜନ ବଢ଼ୁଥିବା ହେତୁ ଖାଦ୍ୟପେୟରେ କମ୍‌ ସାମିଲ କରିବାକୁ ପଡ଼ିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶାସନରେ ଭୟ

ଭାରତରେ ଯେବେ ଏକ ପ୍ରକଳ୍ପ ଅଟକିଯାଏ, ଖର୍ଚ୍ଚ ବଢ଼ିଯାଏ ଆମେ ସ୍ବାଭାବିକ ଭାବରେ ସେଥିରେ ଦୁର୍ନୀତି କଥା ଉଠାଇଥାଉ। କିନ୍ତୁ ବେଳେ ବେଳେ ବ୍ୟବସ୍ଥାର ନିଷ୍କ୍ରିୟତା ଯୋଗୁ…

ସରକାର ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଜବରଦଖଲରେ ସରକାରୀ ଜମି: ୯ ଏପ୍ରିଲରେ ଡିମାର୍କେଶନ ନିର୍ଦ୍ଧାରିତ

ବଞ୍ଚୋ,୪।୪(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲ ନେଇ ସମସ୍ୟା ଗୁରୁତର ରୂପ ନେଇଥିଲା । ଏହି…

ସୌନ୍ଦର୍ଯ୍ୟ ହରାଇଲାଣି ଚିଲଡ୍ରେନ ପାର୍କ: ପ୍ରଶାସନ ଦୃଷ୍ଟି ଦେବାକୁ ଦାବି

ପଦ୍ମପୁର,୪ା୪(ପ୍ରଦୀପ୍ତ ଦାଶ ):ସହରକୁ ସରସ ସୁନ୍ଦର କରିବା ପାଇଁ ରାଜ୍ୟ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମାତ୍ର ଉପଯୁକ୍ତ ରକ୍ଷଣାବେକ୍ଷଣ ଅଭାବରୁ ଏ ସବୁ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ନୌସେନାରେ ସାମିଲ ହେଲା ‘ଅରିଦମନ’

ନୂଆଦିଲ୍ଲୀ,୪ା୪: ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଆଣବିକ ଶକ୍ତିସମ୍ପନ୍ନ ବାଲିଷ୍ଟିକ୍‌ ମିଶାଇଲ୍‌ ବୁଡ଼ାଜାହାଜ ଆଇଏନ୍‌ଏସ୍‌ ଅରିଦମନ ଶୁକ୍ରବାର ଭାରତୀୟ ନୌସେନାରେ ସାମିଲ ହୋଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ…

ପ୍ରଶାସନ ଆଖି ଆଗରେ ପ୍ରଦୂଷଣ: ରାସ୍ତାପାର୍ଶ୍ୱ ପାଲଟିଛି ଡମ୍ପିଂ ୟାର୍ଡ

ବରଗଡ଼,୪।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ଆଖି ଆଗରେ ପ୍ରଦୂଷଣ ଏବେ ଚର୍ଚ୍ଚାର ବିଷୟ ହୋଇଛି। ଗତ କିଛିଦିନ ହେଲା ସହରର ବିଭିନ୍ନ ରାସ୍ତାରେ ସ୍ତୁପ ଭଳି କୁଢ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri