ପୁରୁଷୋତ୍ତମପୁର,୧୯।୬(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ କେ.ଏନ୍ ପୁର ଗ୍ରାମରେ ଗତ ୧୦ ତାରିଖରେ ଅଗ୍ନିକାଣ୍ଡ ଘଟି ଦମୟନ୍ତୀ ପ୍ରଧାନଙ୍କ ଘର ଜଳିଯାଇଥିଲା। ଏନେଇ ଗତ ୧୧ ତାରିଖରେ ଧରିତ୍ରୀ ଖବରକାଗଜରେ ଖବର ପ୍ରକାଶ ପାଇଥିଲା। ଜିଲା ଆଇନ ସେବା ପ୍ରାଧିକରଣ (ଡିଏଲ୍ଏସ୍) ସଚିବ ବିଜୟ କୁମାର ଦାଶ ଘଟଣାକୁ ଗୁରୁତର ସହ ନେଇ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସରକାରୀ ସହାୟତା ପ୍ରଦାନ କରିବା ଲାଗି ପୁରୁଷୋତ୍ତମପୁର ତହସିଲଦାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ଏଡିଏମ୍ ଛତ୍ରପୁର ଓ ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାରପତି ତଥା ତାଲୁକା ସ୍ତରୀୟ ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷଙ୍କୁ ଚିଠି ମାଧ୍ୟମରେ ଜଣାଇଛନ୍ତି। ଏହି ଚିଠିକୁ ନେଇ ପୁରୁଷୋତ୍ତମପୁର ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ଚିଠି ମାଧ୍ୟମରେ ତହସିଲଦାର ଅରୁଣ କୁମାର ନାୟକଙ୍କୁ ଅବଗତ କରାଇଥିବା ଜଣାପଡିଛି।
ପୁରୁଷୋତ୍ତମପୁରରେ ଅଗ୍ନିକାଣ୍ଡ ଘଟଣା: କ୍ଷତିଗ୍ରସ୍ତଙ୍କୁ ସହାୟତା ଲାଗି ଡିଏଲ୍ଏସ୍ ସଚିବଙ୍କ ନିର୍ଦ୍ଦେଶ
ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି
ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...
ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…
ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...
ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…
ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...
ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...
ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ
ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...
ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ
ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍ଯାପିତ ହୋଇଯାଇଛି। ଏଥିରେ...
Archives


