ପୁରୁଷୋତ୍ତମପୁରରେ ଜାତୀୟ ଲୋକ ଅଦାଲତ: ୨ ଲକ୍ଷ ୭୧ ହଜାର ଟଙ୍କା ଆଦାୟ

ପୁରୁଷୋତ୍ତମପୁର, ୧୪।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଜାତୀୟ ଲୋକଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ବିଭିନ୍ନ ପ୍ରକାର ଫୌଜଦାରୀ, ପାରିବାରିକ, ଦେୱାନୀ, ଚେକ୍‌ ବାଉନ୍ସ ଓ ବ୍ୟାଙ୍କ ସମ୍ବନ୍ଧୀୟ ମାମଲାର ବିଚାର କରି ଫଇସଲା କରିଛନ୍ତି। ଏ ବାବଦରେ ୨ ଲକ୍ଷ ୭୧ ହଜାର ୭୮୪ ଟଙ୍କା ଜରିମାନା ଆଦାୟ ହୋଇଛି। ତହସିଲ କାର୍ଯାଳୟଠାରେ ତହସିଲଦାର ଅରୁଣ କୁମାର ନାୟକ ଓ ଅତିରିକ୍ତ ତହସିଲଦାର ଶୋଭନ କୁମାର ବେହେରା ଉକ୍ତ ମାମଲାର ବିଚାର କରି ଫଇସଲା କରିଛନ୍ତି। ଏ ବାବଦରେ ୫ହଜାରରୁ ଊର୍ଦ୍ଧ୍ୱ ଟଙ୍କା ରାଜସ୍ବ ଆଦାୟ ହୋଇଥିବା ତହସିଲଦାର ନାୟକ କହିଛନ୍ତି। ଲୋକ ଅଦାଲତକୁ କୋର୍ଟ କର୍ମଚାରୀ ପ୍ରଶାନ୍ତ କୁମାର ପାଢ଼ୀ, ଗଗନ ପାଣିଗ୍ରାହୀ, ମମତା ମଞ୍ଜରୀ ମହାପାତ୍ର, ମାମୁନି ବେହେରା, ରଶ୍ମୀରଞ୍ଜନ ମହାପାତ୍ର, ପ୍ରସନ୍ନ ବେହେରା ପ୍ରମୁଖ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୧୬୦ କି.ମି.ଚାଲିକି ଗାଁକୁ ଆସିଲେ ଦାଦନ ଶ୍ରମିକ

ଭବାନୀପାଟଣା,୭।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ଥମୁନି ଦାଦନ ଦୁଃଖ। ଜିଲାରେ ପୁଣି ଏକ ଅଭାବନୀୟ ଦୃଶ୍ୟ ସାମନାକୁ ଆସିଛି। କଳାହାଣ୍ଡି ଜିଲାରୁ ସୁଦୂର ବାଙ୍ଗାଲୁରକୁ ଦାଦନ ଖଟିବାକୁ...

ଦୁର୍ଘଟଣାରେ ଗଲା ୨ ଜୀବନ

ବାରିପଦା ଅଫିସ,୩୦ା୭: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ସାନମଣଦା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ...

ମହଙ୍ଗା ପଡିଲା ପ୍ରେମ ସମ୍ପର୍କ : ପ୍ରେମିକାଙ୍କ ମାଡ଼ରେ ପ୍ରେମିକ ଗୁରୁତର, ଯୁବକଙ୍କୁ ମୃତ ଭାବି ଫୋପାଡ଼ି ଦେଲେ

ରଣପୁର,୭ା୧୦ (ସ୍ବ.ପ୍ର.): ପ୍ରେମ ସମ୍ପର୍କ ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡିଛି । ପ୍ରେମିକାଙ୍କ ଘରକୁ ଲୁଚିଛପି ଆସୁଥିଲା ବେଳେ କୌଣସି କାରଣକୁ ନେଇ ଯୁବକଙ୍କ...

କର୍କଟ ରୋଗରେ ପୀଡ଼ିତ କାଞ୍ଚନ: ଅର୍ଥାଭାବରୁ ହୋଇପାରୁନି ଚିକିତ୍ସା

ବିଞ୍ଝାରପୁର,୨୩ା୫(ଡି.ଏନ.ଏ.): ବିଞ୍ଝାରପୁର ବ୍ଲକ  ଘଣ୍ଟିଆଳି ଗ୍ରାମର ୬୩ ବର୍ଷିୟା ବୃଦ୍ଧା କାଞ୍ଚନ ଦେଈଙ୍କ ପାଇଁ ସରକାରୀ ଯୋଜନା ଅପହଞ୍ଚ ହୋଇଛି। ତାଙ୍କ ସ୍ବାମୀ ନଟବର ପ୍ରଧାନ...

ଭାଇବୋହୂ ଆଣିଲେ ଦେଡ଼ଶୁରଙ୍କ ନାମରେ ଅଭିଯୋଗ

ବୁଗୁଡା,୩ା୧(ଡି.ଏନ.ଏ.)-ବୁଗୁଡ଼ା ଏନ୍‌ଏସି ଅନ୍ତର୍ଗତ ମୋଚିସାହିରେ ପାରିବାରିକ କଳହକୁ କେନ୍ଦ୍ରକରି ଭାଇବୋହୂ ରଶ୍ମିତା ବେହେରା ଦେଡ଼ଶୁର କାମ ବେହେରାଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଥିବା ଜଣାପଡ଼ିଛି। ଏ...

୨ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର, ୨୦।୭(ମାନସ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରି ରୋଡ୍‌ ଷ୍ଟେଶନ ନିକଟରେ ଭଦ୍ରକ-ବାଲେଶ୍ୱର ମେମୁ ଟ୍ରେନ୍‌ ଲୁପ୍‌ଲାଇନ୍‌ ଭିତରକୁ ପଶି ଆସିବା ଘଟଣାରେ ରେଲଓ୍ବେ ପକ୍ଷରୁ କାର୍ଯ୍ୟାନୁଷ୍ଠାନ...

ରୋଷେଇ ହୋଇ ନ ଥିବାରୁ ସ୍ତ୍ରୀଙ୍କୁ ପିଟି ହତ୍ୟା 

ଔପଦା,୧୧ା୬(ସ୍ବ.ପ୍ର.): ବାଲେଶ୍ୱର ଜିଲା ଔପଦା ଥାନା ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମର ଆଦିବାସୀ ବସ୍ତି ସିଂହସାହିରେ ଏକ ହତ୍ୟାକାଣ୍ଡ ଘଟିଛି। ଜଣେ ମହିଳାଙ୍କୁ ତାଙ୍କର ସ୍ବାମୀ...

କାଣୀନଦୀରେ ଘାଇ: ବିପଦ ସଙ୍କେତ ଊର୍ଦ୍ଧ୍ୱରେ ବନ୍ୟା ପାଣି ପ୍ରବାହିତ

ଯାଜପୁର ଅଫିସ,୨୮ା୫: ଯାଜପୁର ଜିଲା ବୈତରଣୀ ନଦୀର ଶାଖା କାଣୀନଦୀର ମଲ୍ଲିକାପୁର ନିକଟରେ ଘାଇ ସୃଷ୍ଟି ହୋଇଛି। ଶୁକ୍ରବାର ପୂର୍ବାହ୍ନ ୮ଟା ସୁଦ୍ଧା ଦଶରଥପୁରଠାରେ ବିପଦ...

Advertisement
Archives

Model This Week