ପୁରୁଷୋତ୍ତମପୁରରେ ପୂଜା ପାଉଛନ୍ତି ମା’ ଗଜଲକ୍ଷ୍ମୀ

ପୁରୁଷୋତ୍ତମପୁର,୧୩।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ଗଜଲକ୍ଷ୍ମୀ ପୂଜା ଓ କୁମାର ପୂର୍ଣ୍ଣିମା ମହାସମାରୋହରେ ପାଳିତ ହେଉଛି। ଏହି ଅବସରରେ ପୁରୁଷୋତ୍ତମପୁର ରଥସାହିରେ ମା’ ଗଜଲକ୍ଷ୍ମୀଙ୍କ ମେଢ଼ ନିର୍ମାଣ ସହ ସମଗ୍ର ସାହିକୁ ରଙ୍ଗୀନ ଆଲୋକମାଳାରେ ସୁସଜ୍ଜିତ କରାଯାଇଛି । ଏହା ସହ କୁମାରୀ, ଚିଙ୍ଗୁଡିଆପଦର ସାହି, ନନ୍ଦିକ ସାହିରେ ମଧ୍ୟ ଧୂମ୍‌ଧାମ୍‌ରେ ମା’ଙ୍କ ପୂଜାର୍ଚ୍ଚନା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ସ୍ବାୟତ୍ତ ଶାସନ ଦିବସ ଉପଲକ୍ଷେ ପ୍ରତିଯୋଗିତା

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ସ୍ବାୟତ ଶାସନ ଦିବସ ପାଳନ କରାଯିବ। ଏନେଇ ସୋମବାର ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ମଧ୍ୟରେ ଥିବା…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri