ପୁରୁଷୋତ୍ତମପୁରରେ ସାଧାରଣତନ୍ତ୍ର ଦିବସ

ପୁରୁଷୋତ୍ତମପୁର,୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଯାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଅନ୍ନପୂଣ୍ଣା ଷଡ଼ଙ୍ଗୀ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ଓକିଲ ସଂଘ କାର୍ଯ୍ୟାଳୟରେ ସଭାପତି ଜଗନ ମୋହନ ପଟ୍ଟନାୟକ, ତହସିଲ କାର୍ଯ୍ୟାଳୟରେ ତହସିଲଦାର ଅରୁଣ କୁମାର ନାୟକ, ଥାନାରେ ଆଇଆଇସି ଜଗନ୍ନାଥ ମଲ୍ଲିକ,ଏନ୍‌ଏସିରେ ନର୍ବାହୀ ଅଧିକାରୀ ନାଗେଶ୍ବର ରାଓ, ହିନ୍ଦୀ ପ୍ରଚାର ସଭାରେ କୁଳସଚିବ ପ୍ରଫୁଲ୍ଲ କୁମାର ରଥ ଏବଂ ବ୍ଲକରେ ଅଧ୍ୟକ୍ଷ ସୂର୍ଯ୍ୟ ନାରାୟଣ ପଣ୍ଡା ପ୍ରମୁଖ ଜାତୀୟ ପତାକା ଉତ୍ତୋଳନ କରଛନ୍ତି। ଏଥିରେ ବିଭିନ୍ନ ସ୍କୁଲର ଛାତ୍ରୀଛାତ୍ରମାନେ ନଗର ପରିକ୍ରମା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

ବାରିପଦା ଅଫିସ,୨୧।୧୧:ମୟୁରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଏକ ସ୍ବୟଂଶାସିତ ମହାବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ଅସଦାଚରଣ ହୋଇ ଥିବା ଅଭିଯୋଗ ହୋଇଛି। ଗତ ଶୁକ୍ରବାର ଉକ୍ତ ମହାବିଦ୍ୟାଳୟର...

ମିସେସ୍‌ ୱାଲର୍‌ଡ ପ୍ରତିଯୋଗିତାରେ ରାଜଗାଙ୍ଗପୁରର ନବଦୀପ

ରାଜଗାଙ୍ଗପୁର, ୨୯ା୧୨(ଡି.ଏନ.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଅଞ୍ଚଳର ବୋହୂ ନବଦୀପ କୌର (୩୨) ମିସେସ୍‌ ଓ୍ବାଲର୍‌ଡ ପ୍ରତିଯୋଗିତାରେ ଅଂଶଗ୍ରହଣ ପାଇଁ ମନୋନୀତ ହୋଇଛନ୍ତି। ଆସନ୍ତା ଜାନୁୟାରୀ...

ଖେଳୁଥିବା ବେଳେ ଧକ୍କା ଦେଇ ଚଢ଼ିଗଲା ଟ୍ରକ୍‌, ଶିଶୁପୁତ୍ର ଗୁରୁତର

କଟକ ରୋଡ୍‌,୭।୧୨(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଧୀନ ବୁଦ୍ଧନଗର ପିଡବ୍ଲୁ କଲୋନୀ ବସ୍ତିରେ ଟ୍ରକ୍‌ ଧକ୍କାରେ ଜଣେ ଶିଶୁ ଗୁରୁତର ହୋଇଛନ୍ତି। ସେ ହେଲେ କେ.ଶ୍ରୀନିବାସ ରେଡ୍ଡିଙ୍କ...

ମଧ୍ୟାହ୍ନଭୋଜନ ଖାଇ ୧୯ ଛାତ୍ରୀଛାତ୍ର ଅସୁସ୍ଥ :ଡାକ୍ତରଖାନାରେ ଭର୍ତ୍ତି

ଭଦ୍ରକ ଅଫିସ,୯।୮: ଭଦ୍ରକ ଜିଲା ଅଧିନସ୍ଥ ତିହିଡ଼ି ବ୍ଲକ ରାଜନଗର ପଞ୍ଚାୟତର ଚାରି ତରଫ ୟୁଜିଏମଇ ସ୍କୁଲରେ ମଧ୍ୟାହ୍ନଭୋଜନ ଖାଇ ୧୯ ଜଣ ଛାତ୍ରୀଛାତ୍ର ଅସୁସ୍ଥ...

ଗୁରୁତ୍ୱ ହରାଇଛି ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପ

ବନ୍ତଳା, ୨୯ା୭ (ଡି.ଏନ.ଏ.): ବ୍ୟାଘ୍ର ସଂରକ୍ଷଣ କ୍ଷେତ୍ରରେ ଦିନେ ଅନୁଗୋଳ ଜିଲାର ସାତକୋଶିଆ ବେଶ୍‌ ଖ୍ୟାତି ଅର୍ଜନ କରିଥିଲା। ମହାବଳ ବାଘ ବଂଶ ବିସ୍ତାର ପାଇଁ...

୬୦ ବର୍ଷ ଧରି ଜୀବିକା ଯୋଗାଇଛି ମୁଣ୍ଡଳି ବ୍ୟାରେଜ

ନରାଜ, ୨୯।୬ (ଡି.ଏନ୍‌.ଏ)ମହାନଦୀରେ ବନ୍ୟା ଆସିଲେ ମନେ ପଡ଼େ ମୁଣ୍ଡଳି ବ୍ୟାରେଜର କଥା। ଏଠାରେ ରହିଛି ବନ୍ୟା ଜଳସ୍ତର ଜାଣିବାର ବ୍ୟବସ୍ଥା। ହେଲେ ୬୦ବର୍ଷ ଧରି...

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ମହାକାଳପଡ଼ା,୧୮।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବନାଞ୍ଚଳ ଅଧୀନ ସ୍ଥାନୀୟ ଜମ୍ବୁ ଗ୍ରାମର ଧନଞ୍ଜୟ ଗାଇନ(୩୫)ଙ୍କୁ ଏକ ଜଙ୍ଗଲୀ ବାର୍‌ହା ଆକ୍ରମଣ କରିଛି। ଫଳରେ ତାଙ୍କର...

ମହିଳାଙ୍କୁ ଅସଦାଚରଣ କରି କାଠ ଫାଳିଆରେ ଆକ୍ରମଣ: ବନ୍ଧା ହେଲେ ୨ ଯୁବକ

ବ୍ରହ୍ମପୁର ଅଫିସ,୨୯ା୭: ସମାଜରେ ମହିଳାଙ୍କ ପ୍ରତି ହିଂସା ଏବଂ ଦୁର୍ବ୍ୟବହାର ଭଳି ଘଟଣା ଦିନକୁ ଦିନ ବଢ଼ିବାରେ ଲାଗିଛି। ଜଣେ ମହିଳାଙ୍କୁ ଅସଦାଚରଣ କରି ଆକ୍ରମଣ...

Advertisement
Archives

Model This Week