ପୁରୁଷୋତ୍ତମପୁର କୋର୍ଟରେ ନୂତନ ବିଚାରପତିଙ୍କ ଯୋଗଦାନ

ପୁରୁଷୋତ୍ତମପୁର, ୨୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ନୂତନ ବିଚାରପତି ଭାବେ ଦିଲ୍ଲୀପ କୁମାର ବାରିକ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ପୂର୍ବରୁ ସେ ବଲାଙ୍ଗୀର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ । ଏହି ଅବସରରେ କୋର୍ଟ କର୍ମଚାରୀ ଓ ଓକିଲ ସଂଘ ପକ୍ଷରୁ ନୂତନ ବିଚାରପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଠାରେ ଥିବା ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ପୁରୀ ମୁନିସିଫ କୋର୍ଟକୁ ବଦଳି ହୋଇ ଯାଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri