ପୁରୁଷୋତ୍ତମପୁର, ୨୫।୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ନୂତନ ବିଚାରପତି ଭାବେ ଦିଲ୍ଲୀପ କୁମାର ବାରିକ ମଙ୍ଗଳବାର କାର୍ଯ୍ୟରେ ଯୋଗ ଦେଇଛନ୍ତି । ପୂର୍ବରୁ ସେ ବଲାଙ୍ଗୀର ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ଅଦାଲତରେ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ । ଏହି ଅବସରରେ କୋର୍ଟ କର୍ମଚାରୀ ଓ ଓକିଲ ସଂଘ ପକ୍ଷରୁ ନୂତନ ବିଚାରପତିଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଏଠାରେ ଥିବା ବିଚାରପତି ଅନ୍ନପୂର୍ଣ୍ଣା ଷଡ଼ଙ୍ଗୀ ପୁରୀ ମୁନିସିଫ କୋର୍ଟକୁ ବଦଳି ହୋଇ ଯାଇଛନ୍ତି ।
Posted inଆମ ଜିଲା ଖବର, ଗଞ୍ଜାମ View All

ଭଙ୍ଗା କୁଡ଼ିଆରେ ଭଗବାନ
ଢେଙ୍କାନାଳ ଅଫିସ, ୧୬।୨: ଗଛ ତଳେ ଦଦରା କୁଡ଼ିଆ। ଚାରି ଖଣ୍ଡ ଦୁର୍ବଳ ବାଉଁଶକୁ ସାହାର କରି ଛିଡ଼ା ହୋଇଛି। ବେଢ଼ାଯାଇଛି ଫଟା ପଲିଥିନ, କୋତରା...

ରାସ୍ତା ନିର୍ମାଣ କାର୍ଯ୍ୟ ନିମ୍ନମାନର ଅଭିଯୋଗ ପ୍ରସଙ୍ଗ: ଗ୍ରାମବାସୀଙ୍କ ସହ ଆଲୋଚନା ପରେ ପୁଣି ପଡିଲା ପିଚୁ
ଗଞ୍ଜାମ,୧।୨(ଡି.ଏନ୍.ଏ.): ଗଞ୍ଜାମ ବ୍ଲକ ଅଳେଶ୍ୱର ପୀଠଠାରୁ ଭୟା ପ୍ରୟାଗୀ ଗ୍ରାମ ଦେଇ ସାହେବ ପାଳୁରୁ କେନାଲ ବ୍ରିଜ଼ ପର୍ଯ୍ୟନ୍ତ ପ୍ରାୟ ଅଢେଇ କିଲୋମିଟର ରାସ୍ତା ୩୫...

ମେସ୍କୋ ହୋଟେଲ, ଗେଷ୍ଟ ହାଉସ୍ ଦଖଲକୁ ନେଲା ଇଡ୍କୋ
କଳିଙ୍ଗନଗର,୨୬।୯(ଡି.ଏନ୍.ଏ.): କଳିଙ୍ଗନଗର ଶିଳ୍ପାଞ୍ଚଳ ଯଖପୁରାଠାରେ ଥିବା ମେସ୍କୋଷ୍ଟିଲର ଏକ ହୋଟେଲ ଓ ଗେଷ୍ଟହାଉସ୍କୁ ବୁଧବାର ଇଡ୍କୋ ଦଖଲକୁ ନେଇଛି। ଇଡ୍କୋ କର୍ତ୍ତୃପକ୍ଷ ଏବଂ ଜିଲା ପ୍ରଶାସନ...

୨୯ରେ କଂଗ୍ରେସର ବ୍ଲକ ଘେରାଉ
ରୂପସା,୨୬।୯(ଡି.ଏନ୍.ଏ.): ଆସନ୍ତା ୨୯ ତାରିଖରେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ଅଫିସ ଘେରାଉ ପାଇଁ କଂଗ୍ରେସ ଡାକରା ଦେଇଛି। ବନ୍ୟାଜନିତ କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ, ଆବାସ...

ଫାରୋ ୩-ଡି ସ୍କାନରରେ ତଥ୍ୟ ସଂଗ୍ରହ
କଟକ ଅଫିସ,୧।୨: ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାରେ କ୍ରାଇମ୍ବ୍ରାଞ୍ଚ ଟିମ୍ ତଦନ୍ତ ଜାରି ରଖିଛି। ଗୁଳିକାଣ୍ଡର ପୂରା ଘଟଣାକ୍ରମକୁ ଟିକିନିଖି ଅନୁଧ୍ୟାନ କରାଯାଉଛି। ଡିଏସ୍ପି...

ଡାକ୍ତରଙ୍କୁ ମାଡ଼
ପଦ୍ମପୁର,୩୦ା୬(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ତ୍ରୀ ଓ ପ୍ରସୂତି ରୋଗ ବିଭାଗ ଡାକ୍ତର ଅମରେନ୍ଦ୍ର ଜେନାଙ୍କୁ ବୁଧବାର ବିଳମ୍ବିତ ରାତିରେ ଜନୈକ ମହିଳା...

ଭାଙ୍ଗିଲା ସତୀଗୁଡ଼ା ମେନ୍ କେନାଲ
କୋରୁକୋଣ୍ଡା,୪ା୮(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ସଦର ମହକୁମାସ୍ଥିତ ହାଇସ୍କୁଲଗୁଡା ନିକଟରେ ଥିବା ସତୀଗୁଡ଼ା ଡ୍ୟାମ୍ରୁ ଆସିଥିବା ମେନ୍ କେନାଲ ବୁଧବାର ଭାଙ୍ଗିଯାଇଛି। ଫଳରେ ଶତାଧିକ...

ନାମାଙ୍କନ ଦାଖଲ କଲେ ସତ୍ୟଭୂଷଣ
ପଦ୍ମପୁର,୧୭ା୧୧(ଡି.ଏନ୍.ଏ.): ବରଗଡ଼ ଜିଲା ପଦ୍ମପୁର ଉପନିର୍ବାଚନ ପାଇଁ ଗୁରୁବାର କଂଗ୍ରେସ ପ୍ରାର୍ଥୀ ସତ୍ୟଭୂଷଣ ସାହୁ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଦଳୀୟ ନେତୃବୃନ୍ଦଙ୍କ ସହିତ ସେ ପଦ୍ମପୁର...