ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଖାଦ୍ୟ, ପାଣି ବଣ୍ଟନ

ପୁରୁଷୋତ୍ତମପୁର, ୩।୪(ଡି.ଏନ୍‌.ଏ.): ମାରାତ୍ମକ କରୋନାକୁ ନେଇ ସାରା ରାଜ୍ୟ ଲକ୍‌ଡାଉନ କରାଯାଇଥିବା ବେଳେ ଗରିବ ଦିନ ମଜୁରିଆମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। କାମଧନ୍ଦା ନ ପାଇ ଜୀବିକା ହରାଇ ଭୋକ ଉପାସରେ ଘରେ ରହି ଦୂର୍ଦିନରେ ଜୀବନ କାଟୁଛନ୍ତି। ଏ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଥାନା ଅଧିକାରୀ ଜଗନ୍ନାଥ ମଲ୍ଲିକଙ୍କ ତତ୍ତ୍ୱାବଧାନରେ କର୍ମଚାରୀମାନେ ଥାନା ଅଞ୍ଚଳର ବିଭିନ୍ନ ଗ୍ରାମକୁ ଯାଇ ବୁଲି ବୁଲି ନିସହାୟ ଲୋକଙ୍କୁ ସୁଖିଲା ଖାଦ୍ୟ, ବିସ୍କୁଟ, ପାଣି ବଟଲ ଆଦି ବଣ୍ଟୁଥିବା ଦେଖିବାକୁ ମିଳୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ସ୍ଥଳଭାଗ ଅତିକ୍ରମ କରିଥିଲେ ବି ୨୪ ଘଣ୍ଟା ସତର୍କ ରହିବାକୁ ଜିଳାପାଳଙ୍କ ନିର୍ଦ୍ଦେଶ

ଛତ୍ରପୁର,୨୦ା୧୧(ଦିଲ୍ଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ର ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରସ୍ତୁତିକୁ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚାଯାଇଛି। ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଆସନ୍ତା…

ବଢୁଛି ସାଳିଆ ଜଳଭଣ୍ଡାର ଜଳସ୍ତର, ପ୍ରତି ସେକେଣ୍ଡ୍‌ରେ…

ଖୋର୍ଦ୍ଧା,୨୦ା୧୧(ପ୍ରଭାତ ପାଣିଗ୍ରାହୀ): ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ଖୋର୍ଦ୍ଧା ଜିଲାରେ ବର୍ଷା ଜାରି ରହିଥିବା ବେଳେ ସାଳିଆ ଜଳସେଚନ ପ୍ରକଳ୍ପର ଜଳସ୍ତର ବୃଦ୍ଧି ପାଇଛି। ନଭେମ୍ବର ୨୦ ତାରିଖ…

ବାତ୍ୟା ଅକ୍ୱାନର ତାଣ୍ଡବ: ତାରାତାରିଣୀ ପାହାଡ଼ରେ ଭୂସ୍ଖଳନ

ପୁରୁଷୋତ୍ତମପୁର,୨୦ା୧୧(ସବିତା ମିଶ୍ର): ବାତ୍ୟା ଅକ୍ୱାନ୍‌ର ପ୍ରଭାବରେ ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଏବେ ବିପଦ ଡାକି ଆଣିଛି। ପ୍ରବଳ ବର୍ଷା ଯୋଗୁ ଦକ୍ଷିଣଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ମା’…

ଖୋର୍ଦ୍ଧାରେ ପ୍ରବଳ ବର୍ଷା: ଦକ୍ଷିଣ-ପଶ୍ଚିମ ଜୋନ୍‌ରେ ସର୍ବାଧିକ ୩୪.୭ ମିଲିମିଟର, ଉତ୍ତର ଜୋନ୍‌ରେ…

ଖୋର୍ଦ୍ଧା,୨୦ା୧୧(ପ୍ରଭାତ ପାଣିଗ୍ରାହୀ): ସମ୍ଭାବ୍ୟ ବାତ୍ୟା ‘ଅକ୍ୱାନ’ ପ୍ରଭାବରେ ଶୁକ୍ରବାର ୧୦ଟା ସୁଦ୍ଧା (ନଭେମ୍ବର ୨୦ ତାରିଖ) ଖୋର୍ଦ୍ଧା ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ରେକର୍ଡ କରାଯାଇଛି। ଜିଲାରେ…

ଗାଁ ଜମି, ଗାଁର ଭୂମିହୀନଙ୍କୁ ଦିଅ: ଗର୍ଜିଲେ ମହିଳା

ଅମରପାଲି,/ବୀରମହାରାଜପୁର, ୨୦/୧୧ (ପୀତାମ୍ବର ସାହୁ/ଯୁଗଳ କିଶୋର ମିଶ୍ର): ସରକାରୀ ଜମିରେ ପ୍ରଥମ ଅଧିକାର ସ୍ଥାନୀୟ ଭୂମିହୀନଙ୍କର। ହେଲେ ନିଜ ଗ୍ରାମର ଭୂମିହୀନ ପରିବାରଙ୍କୁ ଘରଡିହ ଯୋଗାଇ ଦେବା…

ଜଙ୍ଗଲରୁ ମିଳିଲା ହାତୀଛୁଆର ମୃତଦେହ, ଆଭ୍ୟନ୍ତରୀଣ କନ୍ଦଳରୁ…

ରିଆମାଳ,୨୦ା୧୧(ବଦ୍ରି ନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଗଦଗଦା ଗ୍ରାମ ନିକଟସ୍ଥ ରମ୍ଭା ଦେବୀ ସଂରକ୍ଷିତ ଜଙ୍ଗଲରୁ ଶୁକ୍ରବାର ଏକ…

ସୁନାର ଫସଲ ଉଜୁଡି ଯିବା ଆଶଙ୍କାରେ ଚାଷୀ ଆତଙ୍କିତ, ଘାରିଛି ଋଣ ଚିନ୍ତା

ପଟ୍ଟାମୁଣ୍ଡାଇ,୨୦ା୧୧(କଳ୍ପତରୁ ନାୟକ): ସାମୁଦ୍ରିକ ଝଡ଼ ଅକ୍ୱାନ ପ୍ରଭାବରେ କେନ୍ଦ୍ରାପଡ଼ା ଜିଲାରେ ଗୁରୁବାର ବର୍ଷା ଓ ପବନ ଆରମ୍ଭ ହୋଇଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ…

ମାଣ୍ଡୁବାଡ଼ିରେ ପାଣି ପାଇଁ ଉତ୍ତେଜନା: କୂଅରେ କୁକୁର ମୃତଦେହ ଫିଙ୍ଗିଦେଲେ ଦୁର୍ବୃତ୍ତ

ଦାରିଙ୍ଗବାଡ଼ି,୨୦।୧୧(ଅରୁଣ ସାହୁ): ଗୋଟିଏ ପଟେ ବାତ୍ୟା ‘ଅକ୍ୱାନ’କୁ ନେଇ ଅଞ୍ଚଳବାସୀଙ୍କ ଚିନ୍ତା ବଢ଼ିଥିବା ବେଳେ ଅନ୍ୟପଟେ ପିଇବା ପାଣି କୂଅରେ କୁକୁରର ମୃତଦେହ ଫିଙ୍ଗିଦେବା ଘଟଣାକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?