ପୁରୁଷୋତ୍ତମପୁର ବ୍ଲକରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ : ପାଣ୍ଡିଆ ଗ୍ରାମକୁ ସଟ୍‌ଡାଉନ ଘୋଷଣା

ପୁରୁଷୋତ୍ତମପୁର,୨୭।୫(ଡି.ଏନ.ଏ)-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକରେ ପ୍ରଥମ କରୋନା ପଜିଟିଭ ଚିହ୍ନଟ ହୋଇଛି। ଆକ୍ରାନ୍ତ ବ୍ୟକ୍ତିଙ୍କ ଘର ପାଣ୍ଡିଆ ଗ୍ରାମରେ। ଏହାପରେ ପ୍ରଶାସନ ପକ୍ଷରୁ ଉକ୍ତ ଗ୍ରାମକୁ ପାର୍ସିଆଲ ସଟ୍‌ଡାଉନ ଘୋଷଣା କରାଯାଇଛି। ଆକ୍ରାନ୍ତ ବ୍ୟକ୍ତିଙ୍କଠାରେ ସୋମବାର ରାତିରେ ଲକ୍ଷଣ ଜଣାପଡ଼ିବା ପରେ ତାଙ୍କୁ ଶିତଳାପଲ୍ଲୀ ସ୍ଥିତ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବୁଧବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତହସିଲଦାର ଅରୁଣ କୁମାର ନାୟକ, ବିଡିଓ ସୀମାଞ୍ଚଳ ମହାନ୍ତି, ପାଣ୍ଡିଆ ସରପଞ୍ଚ ଗୋପାଳ ସେଠୀ ଉପସ୍ଥିତ ରହି ସମ୍ପୂର୍ଣ୍ଣ ଗ୍ରାମକୁ ସଟଡାଉନ ଘୋଷଣା କରିଛନ୍ତି। ଏହାସହ ଗ୍ରାମର ବିଭିନ୍ନ ପ୍ରବେଶ ପଥକୁ ସିଲ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସହାୟତା ଦେଲା ଗଞ୍ଜାମ ଜ଼ିଲା ପ୍ରଶାସନ: ପୁଅଙ୍କୁ କଟକ ନେଇ ଚିକିତ୍ସା କରାଇଲେ ମା’, ଜଣାଇଲେ କୃତଜ୍ଞତା

ଛତ୍ରପୁର, ୨୪।୪(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଗଙ୍ଗାପୁର-୧ ର ଜଣେ ଅସହାୟ ମହିଳା ନମିତା କରଣଙ୍କ ୧୦ ବର୍ଷର ପୁଅ ଏକ ଗୁରୁତର ରୋଗରେ...

୧୫ ସୁଦ୍ଧା ବକେୟା ପୈଠ ନ କଲେ ବିଦ୍ୟୁତ୍‌ ବିଚ୍ଛିନ୍ନ

ବ୍ରହ୍ମପୁର ଅଫିସ,୧ା୨-ଦକ୍ଷିଣାଞ୍ଚଳ ବିଦ୍ୟୁତ ପରିବଣ୍ଟନ ସଂସ୍ଥା ସାଉଥକୋ ଅଧୀନ ୮ ଜିଲାର ୧୫ ଲକ୍ଷ ୭୩ ହଜାର ୮୧୫ ଉପଭୋକ୍ତାଙ୍କ ଉପରେ ୧୩୭୪.୨୬ କୋଟି ଟଙ୍କା...

‘ଗୁଲାବ’କୁ ନେଇ ସତର୍କତା ଜାରି କଲା ପ୍ରଶାସନ: ସନ୍ଧ୍ୟା ସୁଦ୍ଧା ସୁରକ୍ଷିତ ସ୍ଥାନକୁ କରାଯିବ ସ୍ଥାନାନ୍ତର

ହିଞ୍ଜିଳିକାଟୁ,୨୬ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଓ ପୌର ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା ଗୁଲାବ ମୁକାବିଲା ନିମନ୍ତେ ସତର୍କତା ପ୍ରକାଶ ପାଇଛି। ରବିବାର ଛତ୍ରପୁର...

ଜଙ୍ଗଲରେ ଚଢାଉ, ୮୦ ଲିଟର ଦେଶୀମଦ ଜବତ

ଦିଗପହଣ୍ଡି,୨୨ା୪(ଡି.ଏନ.ଏ.)- ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଘଞ୍ଚ ଜଙ୍ଗଲରେ ମଙ୍ଗଳବାର ଅବକାରୀ ଓ ପୋଲିସ ଟିମ୍‌ ମିଳିତ ଭାବେ ଚଢାଉ କରି ୮୦ ଲିଟର ରନ୍ଧା ଦେଶୀମଦ...

ପ୍ରବଳ ବର୍ଷାରେ ଅଞ୍ଚଳ ଜଳମଗ୍ନ

ସୋରଡ଼ା,୬।୯(ଡି.ଏନ.ଏ.)-ଅନବରତ ବର୍ଷା ଯୋଗୁ ସୋରଡ଼ା ଅଞ୍ଚଳ ଜଳମଗ୍ନ ହୋଇ ରହିଛି। ସହରର ବାଂକ ବଜାର, ଖଦାଳ ସାହିରେ ନାଳ ପାଣି ରାସ୍ତା ଉପରେ ଭାସିବା ସହ...

ସଙ୍ଗରୋଧ କେନ୍ଦ୍ରରେ ମଦ ଯୋଗାଣକୁ ବିରୋଧ କରିବାରୁ ସରପଞ୍ଚଙ୍କୁ ଆକ୍ରମଣ

ପୋଲସରା,୩୧ା୫(ଡି.ଏନ.ଏ.)- ସଙ୍ଗରୋଧ କେନ୍ଦ୍ରରେ ଥିବା ଅନ୍ତେବାସୀଙ୍କୁ ସମ୍ପର୍କୀୟ ମଦ ଦେବାକୁ ଯାଇଥିବାବେଳେ ଏହାକୁ ବିରୋଧ କରିବାରୁ କଳମ୍ବ ସରପଞ୍ଚଙ୍କୁ ଆକ୍ରମଣ ହୋଇଛି। ଏହାର ପ୍ରତିବାଦରେ ଗ୍ରାମବାସୀ...

ଜିପ୍‌ରେ ପରୀକ୍ଷାର୍ଥୀଙ୍କୁ ଘରେ ଛାଡ଼ିଲେ ତହସିଲଦାର

ଦିଗପହଣ୍ଡି,୨୫ା୨(ଡି.ଏନ.ଏ.)-ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ସୋମବାର ମଧ୍ୟାହ୍ନରେ ଫାଶିଗୁଡା ଗ୍ରାମ ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ଫେରୁଥିବା ବେଳେ ଭୀଷ୍ମଗିରି-ନିମଖଣ୍ଡି ପେଣ୍ଠ ମୁଖ୍ୟ...

କାଠ ମିଲ୍‌ ଉପରେ ଚଢ଼ାଉ, ବନ କର୍ମଚାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ଗଞ୍ଜାମ,୩ା୨(ଡି.ଏନ୍‌.ଏ.): ଖଲ୍ଲିକୋଟ ରେଞ୍ଜ ଗଞ୍ଜାମ ବ୍ଲକ ଅନ୍ତର୍ଗତ ଲାଉପୁଟ ଗ୍ରାମରେ ଥିବା ଏକ କାଠ ମିଲ୍‌ ଉପରେ ଗୁରୁବାର ବନବିଭାଗ ପକ୍ଷରୁ ଚାଢ଼ାଉ କରାଯାଇଛି। ଏଥିରେ...

Advertisement
Archives

Model This Week