Posted inଜାତୀୟ

ପୁଲଓ୍ବାମାରେ ଆତଙ୍କବାଦୀଙ୍କ ଆକ୍ରମଣ: ସ୍ଥାନୀୟ ଦୋକାନୀ ମୃତ

ଶ୍ରୀନଗର,୧୩।୧୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲା ଅବନ୍ତିପୁରା ଅଞ୍ଚଳର ଜଣେ ସ୍ଥାନୀୟ ଦୋକାନୀଙ୍କୁ ବୁଧବାର ସନ୍ଧ୍ୟାରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏହି ଆକ୍ରମଣରେ ତାଙ୍କର ମୃତ୍ୟୁ ହୋଇଛି। ସୂଚନାଯୋଗ୍ୟ, ସନ୍ଧ୍ୟାରେ କିଛି ଆତଙ୍କବାଦୀ ଦୋକାନୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାପରେ  ସେମାନେ ଫେରାର ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ ଦୋକାନୀଙ୍କୁ ଉଦ୍ଧାର କରାଯାଇ ପୁଲଓ୍ବାମା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।  ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ସେନା, ପୋଲିସ ଓ ସିଆରପିଏଫ୍‌ ପହଞ୍ଚି ସ୍ଥାନୀୟ ଅଞ୍ଚଳକୁ ଘେରାବନ୍ଦୀ କରିବା ସହ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ଏକ ମିନିଟ ପାଇଁ ବି ଆସୁ ନାହାନ୍ତି ସଂସଦ: ଡେରିକ ଓ’ବ୍ରାଇନ…

ନୂଆଦିଲ୍ଲୀ,୩।୮ : ଟିଏମସି ଏମପି ଡେରିକ ଓ’ବ୍ରାଇନ ଗୁରୁବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କଟାକ୍ଷ କରିଛନ୍ତି। ମୋଦି ଏପର୍ଯ୍ୟନ୍ତ ଗୋଟିଏ ମିନିଟ ପାଇଁ ମଧ୍ୟ ସଂସଦକୁ...

ପଡ଼ୋଶୀଙ୍କ ନାଁରେ କୁକୁର ପାଳିବାରୁ ମହିଳାଙ୍କୁ ନିଆଁ ଲଗାଇ ଦେଲେ

ଭାବନଗର(ଗୁଜରାଟ),୨୧।୧୨: ଏକ କୁକୁର ଛୁଆର ନାଁକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ଜାଳି ଦେଇଛନ୍ତି ତାଙ୍କ ପଡ଼ୋଶୀ। ଗୁରୁତର ଅବସ୍ଥାରେ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା...

ଛେଳି ଚରାଉଥିବା ଯୁବକ ଏବେ ଆଇଏଏସ୍‌

ନୂଆଦିଲ୍ଲୀ,୬।୪: ପିଲାଦିନ ସହିତ ଜଡିତ ସମସ୍ତଙ୍କର କିଛି ନା କିଛି ସ୍ମୃତି ରହିଛି। ଯେତେବେଳେ ଲୋକମାନେ ସେମାନଙ୍କର ପୁରୁଣା ସାଙ୍ଗମାନଙ୍କ ସହିତ ବସିଥାନ୍ତି ସେହି ମସୟରେ...

ମିଳିବ ଡିଜିଟାଲ ଭୋଟର କାର୍ଡ: ମୋବାଇଲ୍‌ରେ ବି ରଖିହେବ

ନୂଆଦିଲ୍ଲୀ,୧୨।୧୨: ଏଣିକି ଭୋଟରଙ୍କୁ ଡିଜିଟାଲ ଭୋଟର କାର୍ଡ ମିଳିବ। ଏନେଇ ନିର୍ବାଚନ ଆୟୋଗ ପକ୍ଷରୁ ଏହି ପ୍ରସ୍ତାବ ଉପରେ ବିଚାର ବିମର୍ଷ ଜାରି ରହିଛି। ମୋବାଇଲ୍‌,...

ସରକାରଙ୍କ ନିଷ୍ପତ୍ତି ‘ଅବୈଜ୍ଞାନିକ’

ନୂଆଦିଲ୍ଲୀ,୨୬।୧୨: କିଶୋରଙ୍କୁ ଟିକା ଦେବା ନେଇ ସରକାରଙ୍କ ଘୋଷଣା ଏକ ‘ଅବୈଜ୍ଞାନିକ’ ନିଷ୍ପତ୍ତି। ଏହା କହିଛନ୍ତି ଏମ୍ସର ଜଣେ ସିନିୟର ଏପିଡୋମିଲୋଜିଷ୍ଟ ଡ. ସଞ୍ଜୟ କେ...

ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ଉପରେ ରୋକ ଲାଗିବା ପରେ ସାମ୍ନାକୁ ଆସିଲା ଅଭିଯୋଗକାରୀ ପୂର୍ଣ୍ଣେଶ ମୋଦିଙ୍କ ପ୍ରତିକ୍ରିୟା

ନୂଆଦିଲ୍ଲୀ,୪।୮: ‘ମୋଦି ଉପନାମ’ ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କ ଦଣ୍ଡାଦେଶ ଉପରେ ସୁପ୍ରିମକୋର୍ଟ ରୋକ ଲଗାଇବା ପରେ ଅଭିଯୋଗକାରୀ ପୂର୍ଣ୍ଣେଶ ମୋଦିଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିଛି।...

‘୪୦ ଲକ୍ଷ ହିସାବରେ କିଣା ଯାଇଥିଲେ ୪ ଏମପି’, କ୍ୟାଶ ଫର ଭୋଟ ଅଭିଯୋଗ ଉପରେ ସୁପ୍ରିମକୋର୍ଟରେ କାହିଁକି ଆବଶ୍ୟକ ପଡିଲା ପୁଣି ଶୁଣାଣି

ନୂଆଦିଲ୍ଲୀ,୨୧।୯: ସୁପ୍ରିମକୋର୍ଟର ସାମ୍ବିଧାନିକ ବେଞ୍ଚ ୧୯୯୩ ଭୋଟ (ନୋଟ ବଦଳରେ ଭୋଟ) ମାମଲାର ଶୁଣାଣି କରିବ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡଙ୍କ ନେତୃତ୍ୱରେ ଗଠିତ ୫ସଦସ୍ୟ...

‘ମୋଦି ଧୋଇଦେଲେ ଦୁର୍ନୀତି ପାପ’

ମୁମ୍ବାଇ, ୩ା୭: ମୋ ଘର ଭାଙ୍ଗିନାହିଁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନ ତଳେ ଏନ୍‌ସିପି ସମ୍ପର୍କରେ ମନ୍ତବ୍ୟ ଦେଇ ଜଳସେଚନ ଦୁର୍ନୀତିର ଅବତାରଣା କରିଥିଲେ।...

Advertisement
Archives

Model This Week