Posted inଜାତୀୟ

ପୁଲଓ୍ବାମା ଅବନ୍ତିପୋରାରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୨୫।୪: ଜମ୍ମୁ-କଶ୍ମୀର ପୁଲାଓ୍ବାମା ଜିଲାର ଅବନ୍ତିପୋରାରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଶନିବାର ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ୩ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଅବନ୍ତିପୋରାର ଗୋରିପୋରା ଅଞ୍ଚଳରେ କେତେକ ଆତଙ୍କବାଦୀ ଲୁଚି ରହିଥିବା ନେଇ ବିଶ୍ୱସ୍ତ ସୂତ୍ରରୁ ସୁରକ୍ଷାକର୍ମୀଙ୍କୁ ଖବର ମିଳିଥିଲା। ପରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସୁରକ୍ଷାକର୍ମୀ ସର୍ଚ୍ଚ ଅପରେଶନ୍‌ କରିଥିଲେ। ଏହି ସମୟରେ ଆତଙ୍କବାଦୀ ଭୟଭୀତ ହୋଇ ସୁରକ୍ଷାକର୍ମୀଙ୍କ ଉପରେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହାର ପ୍ରତି ଜବାବରେ ସୁରକ୍ଷାକର୍ମୀ ମଧ୍ୟ ଆକ୍ରମଣ କରିଥିଲେ। ତେବେ ଏହି ଏନ୍‌କାଉଣ୍ଟରରେ ୨ ଆତଙ୍କବାଦୀ ଓ ଆଉ ଜଣେ ହାର୍ଡକୋର ଆତଙ୍କବାଦୀ ନିହତ ହୋଇଛନ୍ତି। ଆଉ କେତେକ ଆତଙ୍କବାଦୀ ଲୁଚି ରହିଥିବା ସନ୍ଦେହରେ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରାଯାଇ ସର୍ଚ୍ଚ ଅପରେଶନ୍‌ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ-୧୯ରେ କରୋନା ଯୋଦ୍ଧାଙ୍କ ମୃତ୍ୟୁ: ବାତ୍ୟା‘ନିଭାର’ ପାଇଁ ହୋଇପାରିଲାନି ଚିକିତ୍ସା

ଭୋପାଳ,୨୬।: ଦେଶରେ କରୋନା ସଂକ୍ରମଣ ପୁଣି ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଉଛି। କରୋନା ମୁକାବିଲା ପାଇଁ...

କର୍ନାଟକ ନିର୍ବାଚନ ଫଳାଫଳ ପୂର୍ବରୁ ଭାଜପା ନେତାଙ୍କୁ କଂଗ୍ରେସର ଉପଦେଶ

ବେଙ୍ଗାଲୁରୁ,୧୧।୫: କର୍ନାଟକ ବିଧାନସଭା ପାଇଁ ଭୋଟ ଗ୍ରହଣ ବୁଧବାର ଶେଷ ହୋଇଛି। ଏହାପରେ ଏକଜିଟ ପୋଲର ଫଳାଫଳ ଯାହା ଆସିଛି ସେଥିରେ କଂଗ୍ରେସ କର୍ନାଟକରେ ସରକାର...

ଦାୟିତ୍ୱ ନେବା ପରେ ପ୍ରଥମେ ସିଆଚେନ୍‌ ଗ୍ଲାସିୟର ଯିବେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳର ଭାଗ ବଣ୍ଟା ପରେ ଏବେ କାମ ଆରମ୍ଭ ହୋଇଯାଇଛି। ସମସ୍ତେ ନିଜ ନିଜ ଦାୟିତ୍ୱ ବହନ କରିଛନ୍ତି। ଏହି...

ଏସ୍‌ଏଫ୍‌ଜେ ଓ୍ବେବସାଇଟ୍‌କୁ ବ୍ଲକ କଲେ ସରକାର

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ସିଙ୍ଗୁ ସୀମାରେ ଆନ୍ଦୋଳନ କରୁଥିତ୍ବା ଶିଖ ଯୁବକଙ୍କୁ ଦେଶର ୭୨ତମ ସାଧାରଣତନ୍ତ୍ର ଦିବସରେ ଇଣ୍ଡିଆ ଗେଟ୍‌ରେ ଖଲିସ୍ତାନ ପତାକା ଉଡାଇବାକୁ ଆହ୍ବାନ ଦେଇଥିଲା...

ନଭେମ୍ବର ୧୭ ସୁଦ୍ଧା ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ:ଭାଜପା ବିଧାୟକ

ଜୟପୁର,୭।୧୦: ଆସନ୍ତା ନଭେମ୍ବର ୧୭ ସୁଦ୍ଧା ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ ବୋଲି ରାଜସ୍ଥାନ ଭାଜପା ବିଧାୟକ ଗୟାଚାନ୍ଦ ପାରଖ କହିଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି...

କାଉଡିଆ ଯାତ୍ରାକୁ ନେଇ ଜବାବ ଦାଖଲ କଲେ ୟୁପି ସରକାର

ନୂଆଦିଲ୍ଲୀ,୧୯ ।୭: କାଉଡିଆ ଯାତ୍ରାକୁ ନେଇ ଉତ୍ତର ପ୍ରଦେଶ ସରକାର ସୁପ୍ରିମକୋର୍ଟରେ ନିଜର ଜବାବ ଦାଖଲ କରିଦେଇଛନ୍ତି । ୟୁପି ସରକାର କହିଛନ୍ତି ଚଳିତ ବର୍ଷ...

ମୁମ୍ବାଇରେ ପ୍ରବଳ ବର୍ଷା : ୩ ମୃତ, ୫ ଆହତ

ମୁମ୍ବାଇ,୨୯ା୬(ପି.ଟି.): ମୁମ୍ବାଇରେ ଶୁକ୍ରବାର ପ୍ରବଳ ବର୍ଷାରେ ୩ ଜଣଙ୍କ ମୃତ୍ୟୁ ହେବା ସହ ୫ ଆହତ ହୋଇଛନ୍ତି। ଚଳିତ ବର୍ଷ ବହୁ ବିଳମ୍ବରେ ମୌସୁମୀ ମହାରାଷ୍ଟ୍ର...

ଥାପରଙ୍କ ସମେତ ୧୨ ପ୍ରଫେସରଙ୍କୁ ସିଭି ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୩ା୯: ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଆଶିଷ ଦତ୍ତ, ଖ୍ୟାତନାମା ବୈଜ୍ଞାନିକ ଆର୍‌. ରାଜାରମଣ ଏବଂ ଐତିହାସିକ ରୋମିଲା ଥାପରଙ୍କ ସମେତ ୧୨ଜଣ ପୂର୍ବତନ...

Advertisement
Archives

Model This Week