Posted inଜାତୀୟ

ପୁଲଓ୍ବାମା ଆକ୍ରମଣ: ଶହୀଦ୍‌ଙ୍କୁ ଝୁରୁଛି ମାତୃଭୂମି

ନୂଆଦିଲ୍ଲୀ,୧୩।୨: ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ଘଟଣା ସମଗ୍ର ଦେଶକୁ ସମ୍ଭୀଭୁତ କରିଥିଲା। ୨୦୧୯ ଫେବୃୟାରୀ ୧୪ରେ ଘଟିଥିବା ଏହି ଆତଙ୍କବାଦୀ ଆକ୍ରମଣରେ ଦେଶର ୪୦ ଯବାନ ଶହୀଦ୍‌ ହୋଇଥିଲେ। ସମୟ ବିତି ଯାଇଛି। ତେବେ ଶହୀଦ୍‌ଙ୍କୁ ମାତୃଭୂମି ଝୁରୁଛି। ଆତଙ୍କବାଦୀ ଷଡ଼ଯନ୍ତ୍ର ଅନୁସାରେ ସିଆର୍‌ପିଏଫ୍‌ ଯବାନଙ୍କ ବସ୍‌ ସହିତ ବିସ୍ଫୋରକ ଭର୍ତ୍ତି କାରକୁ ଧକ୍କା କରାଯାଇଥିଲା। ରାଜରାସ୍ତା କ୍ଷଣିକ ମଧ୍ୟରେ ଶହୀଦ୍‌ ରକ୍ତରେ ଜୁଡୁବୁଡୁ ହୋଇଯାଇଥିଲା। ତେବେ ବି ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀଙ୍କ ମନ ଶାନ୍ତ ହୋଇ ନ ଥିଲା। ସେମାନେ ଆଖିବୁଜା ଗୁଳି ଚାଳନା କରିଥିଲେ। ଏହି ଆକ୍ରମଣ ପରେ ଭାରତ ପକ୍ଷରୁ ବାଲାକୋଟ ଏୟାର ଷ୍ଟ୍ରାଇକ୍‌ କରାଯାଇ ପାକିସ୍ତାନରେ ଥିବା ଆତଙ୍କବାଦୀ ଶିବିରକୁ ଧ୍ୱଂସ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପାକୁ ହରାଇବାକୁ ଏକଜୁଟ୍‌ ହେବାକୁ ପଡିବ’

ଲକ୍ଷ୍ନୌ,୮।୨: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୟୁପି ବାସୀଙ୍କୁ ସମାଜବାଦୀ ପାଟି(ଏସପି) ସପକ୍ଷରେ ଭୋଟ ଦେବାକୁ ନିବେଦନ କରିଛନ୍ତି। ସେ କହିଛନ୍ତି, ଦେଶକୁ ବଞ୍ଚାଇବା ପାଇଁ...

ମିଳିତ ସୁରକ୍ଷାକର୍ମୀଙ୍କୁ ସଫଳତା, ୨ ଆତଙ୍କବାଦୀ ନିହତ…

ଶ୍ରୀନଗର, ୨୮।୫ : ଜମ୍ମୁ-କଶ୍ମୀରରେ ମିଳିତ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା ମିଳିଛି। ଆତଙ୍କବାଦ ବିରୋଧି ଅଭିଯାନ ଅପରେଶନ୍‌ ଅଲ୍‌ ଆଉଟରେ ୨ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।...

ବଡ଼ ଧରଣର ବିସ୍ଫୋରଣ ଘଟାଇବା ଯୋଜନାରେ ଥିଲେ ଆତଙ୍କବାଦୀ

ଶ୍ରୀନଗର,୨୭।୬: ଜମ୍ମୁ ବିମାନ ବନ୍ଦରରେ ଭାରତୀୟ ବାୟୁ ସେନା (ଆଇଏଏଫ୍‌)ର ଷ୍ଟେଶନ ଉପରେ ଦୁଇଟି ଡ୍ରୋନ ଆକ୍ରମଣ ପରେ ରବିବାର ସକାଳେ ଉଦ୍ଧାର ହୋଇଛି ଆଇଇଡି...

ବିକାଶ ଦୁବେ ଏନ୍‌କାଉଣ୍ଟରରେ ପୋଲିସର ଭୁଲ ନ ଥିଲା

ଲକ୍ଷ୍ନୌ, ୨୦।୮: ଗ୍ୟାଙ୍ଗଷ୍ଟର ବିକାଶ ଦୁବେ ଏନ୍‌କାଉଣ୍ଟର ମାମଲାର ତଦନ୍ତ କରୁଥିବା ତିନିଜଣିଆ କମିଟି ଉତ୍ତରପ୍ରଦେଶ ପୋଲିସକୁ କ୍ଲିନ୍‌ଚିଟ୍‌ ଦେଇଛି। ଦୁବେଙ୍କ ମୃତ୍ୟୁକୁ ନେଇ ପୋଲିସ...

ପୃଥିବୀରେ ଭାରତ ଶୀର୍ଷରେ: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୦ ପ୍ରତିଶତ

ନୂଆଦିଲ୍ଲୀ, ୨୧।୯: କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାରରେ ଭାରତ ପୃଥିବୀରେ ଶୀର୍ଷରେ ରହିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ହାର ୮୦ ପ୍ରତିଶତ...

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ...

ଚଣ୍ଡିଗଡ଼କୁ ନେଇ ପଞ୍ଜାବ, ହରିୟାଣା ମୁହଁ।ମୁହିଁ

ଚଣ୍ଡିଗଡ଼,୪।୪: ରାଜ୍ୟ ରାଜଧାନୀ ଚଣ୍ଡିଗଡ଼କୁ ନେଇ ପଞ୍ଜାବ ଏବଂ ହରିୟାଣା ସରକାର ଏବେ ମୁହଁ।ମୁହିଁ ହୋଇଛନ୍ତି। ଚଣ୍ଡିଗଡ଼କୁ ପଞ୍ଜାବକୁ ହସ୍ତାନ୍ତର କରାଯାଉ ଦାବି କରି ସେଠାର...

ମୋଦିଙ୍କୁ ଭେଟିଲେ ୟେଦୁରପ୍ପା

ନୂଆଦିଲ୍ଲୀ,୧୬।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୂଆଦିଲ୍ଲୀଠାରେ ଭେଟିଛନ୍ତି। କର୍ନାଟକ ବନ୍ୟା କ୍ଷୟକ୍ଷତିକୁ ନେଇ ସେ ମୋଦିଙ୍କ ସହ ଆଲୋଚନା...

Advertisement
Archives

Model This Week