ପୁଲଓ୍ବାମା ଶହିଦଙ୍କ ପରିବାରକୁ ୧ କୋଟି ଟଙ୍କା ସହାୟତା ଦେବେ ଲତା ମଞ୍ଜେସକର

ମୁମ୍ବାଇ, ୧୬।୪: ପୁଲଓ୍ବାମା ଆକ୍ରମଣରେ ଶହିଦ ହୋଇଥିବା ଯବାନଙ୍କ ପରିବାରକୁ ସହାୟତାର ହାତ ବଢାଇଛନ୍ତି ସ୍ବର ସାମ୍ରାଜ୍ଞୀ ଲତା ମଞ୍ଜେସକର। ଶହିଦ ଯବାନଙ୍କ ପରିବାର ୧କୋଟି ଟଙ୍କା ସହାୟତା ରାଶି ‘ଭାରତ କେ ବୀର’ ଆପ୍‌ ଜରିଆରେ ଦେବେ ବୋଲି ଘୋଷଣା କରିଛନ୍ତି। ଏହାଛଡା ଲତାଙ୍କ ପରିବାର ଓ ସମ୍ପର୍କୀୟ ମିଶି ଶହିଦଙ୍କ ପରିବାରକୁ ୧୧ଲକ୍ଷ ଟଙ୍କା ଅଲଗା ସହାୟତା ଦେବେ। ସୂଚନାଯୋଗ୍ୟ, ଫେବୃଆରୀ ୧୪ରେ ଜମ୍ମୁ-କଶ୍ମୀରର ପୁଲଓ୍ବାମାରେ ସିଆରଏଫ ଯବାନଙ୍କ ଏକ ବସ୍‌ ଉପରେ ଆକ୍ରମଣ ହୋଇଥିଲା। ଏଥିରେ ୪୦ ଯବାନ ଶହିଦ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଶାନୁଯାୟୀ କଲେକ୍ସନ୍‌ କରିପାରୁନି ଆମିରଙ୍କ ଫିଲ୍ମ

ବହୁ ବାଦବିବାଦ ପରେ ଫିଲ୍ମ ‘ଲାଲ ସିଂ ଚଡ୍ଡା’ ଅଗଷ୍ଟ ୧୧ରେ ରିଲିଜ୍‌ ହୋଇଯାଇଛି। ଫିଲ୍ମରେ କରୀନା କପୁର ଏବଂ ଆମିର ଖାଁଙ୍କ କେମେଷ୍ଟ୍ରି ଦେଖିବାକୁ...

ସିଦ୍ଧାର୍ଥଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି ଶେହନାଜ; ବାପା କହିଲେ…

ବମ୍ବେ: ବିଗ୍‌ବସ୍‌ ବିଜେତା ସିଦ୍ଧାର୍ଥ ଶୁକ୍ଳାଙ୍କୁ ହରାଇ ଭାଙ୍ଗି ପଡ଼ିଛନ୍ତି ପ୍ରିୟ ବନ୍ଧୁ ତଥା କଥିତ ପ୍ରେମିକା ଶେହନାଜ ଗିଲ। କାନ୍ଦି କାନ୍ଦି ତାଙ୍କ ଅବସ୍ଥା...

ଲୋକ ସଭାରେ ବନ ସଂରକ୍ଷଣ ବିଲ୍‌ ପାରିତ

ନୂଆଦିଲ୍ଲୀ,୨୭ା୭ : ଲୋକ ସଭାରେ ବୁଧବାର ବନ ସଂରକ୍ଷଣ ବିଲ୍‌ ଗୃହୀତ ହୋଇଛି। ଏହି ବିଲ୍‌ ଆଇନରେ ପରିଣତ ହେଲେ ବନ ବିଭାଗର ମଞ୍ଜୁରୀ ବିନା...

ସେଣ୍ଟ୍ରାଲ ଭିଷ୍ଟା: ଏତେ ବିବାଦ କାହିଁକି

ନୂଆଦିଲ୍ଲୀ,୩୦ା୬: ନୂଆଦିଲ୍ଲୀର ସର୍ବାଧିକ ସୁରକ୍ଷା ବଳୟରେ ଥିବା ରାଇସିନା ହିଲ୍‌ରେ ନିର୍ମାଣାଧୀନ ସେଣ୍ଟ୍ରାଲ ଭିଷ୍ଟା ରିଡେଭେଲପ୍‌ମେଣ୍ଟ ପ୍ରୋଜେକ୍ଟ କିଛିଦିନ ହେଲା ବେଶ୍‌ ଚର୍ଚ୍ଚା ସାଉଣ୍ଟୁଛି। ବ୍ରିଟିଶ...

ପୃଥିବୀର ପ୍ରଥମ ନାଜାଲ କରୋନା ଟିକା ଇନକୋଭାକ ଜାନୁୟାରୀ ୨୬ରୁ ଦିଆଯିବ…

ନୂଆଦିଲ୍ଲୀ,୨୫।୧ : ସମଗ୍ର ବିଶ୍ୱରେ କରୋନା ଦ୍ୱାରା ଘଟିଥିବା ବିନାଶ ବିଷୟରେ ସମସ୍ତେ ଅବଗତ ହୋଇଛନ୍ତି। ଏଭଳି ପରିସ୍ଥିତିରେ କରୋନା ବିରୋଧରେ ଟିକାକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ...

ଉଭୟ ଭବନରେ ସେବା କରିବାର ସୁଯୋଗ ପାଇ ନିଜକୁ ଭାଗ୍ୟବାନ ମନେ କରୁଛି: ଶାହା

ନୂଆଦିଲ୍ଲୀ, ୨୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ମେ ୨୮ ରେ ନୂତନ ସଂସଦ ଭବନର ଉଦଘାଟନ କରିବେ। ତେବେ ଏହାର ଗୋଟିଏ ଦିନ...

କଂଗ୍ରେସକୁ ଝଟ୍‌କା: ଇସ୍ତଫା ଦେଲେ ଆଉ ଜଣେ ବିଧାୟକ

ଅହମଦାବାଦ,୫।୬: ଗୁଜରାଟରେ ରାଜ୍ୟ ସଭା ନିର୍ବାଚନ ଘୋଷଣା ହେବା ପରେ ଏବେ କଂଗ୍ରେସ ଦଳର ବିଧାୟକଙ୍କ ଇସ୍ତଫା ଦେବା ଜାରି ରହିଛି। ଗୁଜରାଟରେ ଏବେ ପର୍ଯ୍ୟନ୍ତ...

ପୁଲଓ୍ବାମାରେ ସୁରକ୍ଷା ବଳକୁ ବଡ଼ ସଫଳତା

ଶ୍ରୀନଗର,୨୭।୧୨: କଶ୍ମୀରର ପୁଲଓ୍ବାମା ଜିଲାରେ ସୁରକ୍ଷା ବଳକୁ ସୋମବାର ବଡ଼ ସଫଳତା ମିଳିଛି। ଆତଙ୍କବାଦୀ ଗୋଷ୍ଠୀ ଜୈଶ-ଇ-ମହମ୍ମଦ (ଜେଇଏମ) ପାଇଁ କାମ କରୁଥିବା ଦୁଇ ଜଣଙ୍କୁ...

Advertisement
Archives

Model This Week