ପୁଲ୍‌ଓ୍ବାମା ସହିଦଙ୍କୁ ମନେ ପକାଇ ଗୀତ ରେକର୍ଡିଂ କଲେ ଐଶ୍ୱର୍ଯ୍ୟା

ପୁଲଓ୍ବାମା ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପାଇଁ ବଲିଉଡ୍‌ ଷ୍ଟାରମାନେ ଏକ ଗୀତ ରେକର୍ଡିଂ କରିଛନ୍ତି। ଏହି ଗୀତର ନାଁ ‘ତୁ ଦେଶ୍‌ ମେରା’। ଅମିତାଭ ବଚ୍ଚନ, ଅମୀର ଖାନ୍‌, ରଣବୀର କପୁର ଏବଂ କାର୍ତ୍ତିକ ଆର୍ଯ୍ୟନ୍‌ଙ୍କ ପରି ଅନେକ ଅଭିନେତ୍ରୀ ଅଭିନେତା ଏହି ଗୀତର ରେକର୍ଡିଂ କରିଛନ୍ତିି। ଏବେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଗୀତ ରେକର୍ଡିଂ କରି ସହିଦଙ୍କୁ ମନେ ପକାଇଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଏହି ଗୀତର ରେକର୍ଡିଂ ୧୪ ଜଣ ଷ୍ଟାର୍‌ସଙ୍କୁ ନେଇ କରାଯାଇଛି। ହାପି ପ୍ରଡକ୍‌୍‌ସନର ଅମିତାଭ ମିଶ୍ର କୁହନ୍ତି, ଏହି ଗୀତ ପୁଲଓ୍ବାମାରେ ସହିଦ ହୋଇଥିବା ଯବାନଙ୍କ ପାଇଁ ଉତ୍ସର୍ଗ କରାଯାଇଛି। କହିରଖୁଛୁ, ଚଳିତବର୍ଷ ୧୪ ଫେବୃୟାରୀରେ ଆତଙ୍କବାଦୀ ଆକ୍ରମଣରେ ୪୦ରୁ ଅଧିକ ଯବାନ ପ୍ରାଣ ହରାଇଥିଲେ। ତେବେ ସହିଦ ଯବାନମାନଙ୍କୁ ସମ୍ମାନ ଦେବା ପାଇଁ ଏହି ଗୀତର ରେକର୍ଡିଂ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆପଣମାନେ ଖୁସି ତ

ରିଲିଜ୍‌ ଅପେକ୍ଷାରେ ଥିବା ଓଡ଼ିଆ ସିନେମା ‘ଫ୍ରମ୍‌ ମି ଟୁ ୟୁ’ ଏବେ ଚର୍ଚ୍ଚାରେ। କାରଣ ଏଥିରେ ଏପରି ଏକ ଗୀତ ସଂଯୋଜିତ ହୋଇଛି, ଯାହା...

ବାପାଙ୍କୁ ହରାଇଲେ ଏହି ଲୋକପ୍ରିୟ ଅଭିନେତ୍ରୀ, ଶୋକରେ ବୁଡ଼ିଲା…

ବମ୍ବେ: ବାପାଙ୍କୁ ହରାଇଛନ୍ତି ଲୋକପ୍ରିୟ ଟେଲିିଭିଜନ ଅଭିନେତ୍ରୀ ହିନା ଖାନ୍‌। ମୁମ୍ବାଇ ସ୍ଥିତ ତାଙ୍କ ବାସଭବନରେ ହୃଦ୍‌ଘାତ ହେବା ଯୋଗୁ ମଙ୍ଗଳବାର ହିନାଙ୍କ ବାପାଙ୍କ ନିଧନ...

ଇନଷ୍ଟାଗ୍ରାମ୍‌ରେ କିଙ୍ଗ୍‌ ଖାଁଙ୍କ ଫଲୋଅର୍ସଙ୍କ ସଂଖ୍ୟା ୨ କୋଟି ଟପିଲା

ମୁମ୍ବାଇ: କିଙ୍ଗ୍‌ ଖାଁ ଶାହରୁଖଙ୍କ ପ୍ରଶଂସକଙ୍କ ପାଇଁ ଭଲ ଖବର ଆସିଛି। ଏବେ ଶାହରୁଖ ଖାଁଙ୍କ ଇନଷ୍ଟାଗ୍ରାମ୍‌ରେ ଫଲୋଅର୍ସଙ୍କ ସଂଖ୍ୟା ୨ କୋଟି ଟପିଛି। ଏବେ...

ଫିଲ୍ମ ଲାଇଗର୍‌ ପୋଷ୍ଟର ରିଲିଜ୍‌, ବିଜୟଙ୍କ ନ୍ୟୁଡ୍‌ ପୋଷ୍ଟ ଦେଖି…

ଅଭିନେତା ବିଜୟ ଦେବରକୋଣ୍ଡାଙ୍କ ଫିଲ୍ମ ଲାଇଗର୍‌କୁ ନେଇ ଚର୍ଚ୍ଚା ଜୋର ଧରିଛି। ଏହି ଚଳଚ୍ଚିତ୍ରରେ ଅନନ୍ୟା ପାଣ୍ଡେ ମୁଖ୍ୟ ଭୂମିକାରେ ନଜର ଆସିବେ। ତେବେ ସୁପରଷ୍ଟାର...

୧୦୦ କୋଟିରୁ ଅଧିକ ରୋଜଗାର କରିଛି ଏସବୁ ଅଭିନେତାଙ୍କ ଫିଲ୍ମ : ଆଜି ପର୍ଯ୍ୟନ୍ତ ମିଳିନି ଶ୍ରେଷ୍ଠ ଅଭିନେତା ପୁରସ୍କାର

ବଲିଉଡ ଫିଲ୍ମରେ ଜବରଦସ୍ତ ଅଭିନୟ କରିଥିବା ଅନେକ ଅଭିନେତା ଅଛନ୍ତି, ଯାହାଙ୍କୁ ଦର୍ଶକ ହୃଦୟରୁ ଭଲପାନ୍ତି। ଏହା ସହ ତାଙ୍କୁ ଅଧିକ ଉତ୍ସାହିତ କରିବା ପାଇଁ...

ଅମିରଙ୍କୁ ସମର୍ଥନ କଲେ ମିଲିନ୍ଦ ସୋମାନ

ଅମିର ଖାନଙ୍କ ବହୁ ପ୍ରତୀକ୍ଷିତ ଫିଲ୍ମ ‘ଲାଲ୍‌ ସିଂ ଚଡ୍ଡା’ ଅଗଷ୍ଟ ୧୧ରେ ପ୍ରେକ୍ଷାଳୟରେ ରିଲିଜ୍‌ ହେବ। ହେଲେ ରିଲିଜ୍‌ ହେବାର କିଛି ଦିନ ପୂର୍ବରୁ...

ମୋଦି-କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଲେ ଟିଭି ଅଭିନେତ୍ରୀ ଦୀପିକା ସିଂ

ମୁମ୍ବାଇ, ୧୩।୬: ଟିଭି ଅଭିନେତ୍ରୀ ଦୀପିକା ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସହାୟତା ଲୋଡ଼ିଛନ୍ତି। ତାଙ୍କ ମା’ଙ୍କର ନମୁନା...

ସାଉଥ୍‌ଷ୍ଟାରଙ୍କ ସହ ସ୍କ୍ରିନ ଶେୟାର କରିବାକୁ ଚାହୁଁଛନ୍ତି କଙ୍ଗନା

ମୁମ୍ବାଇ: ବଲିଉଡ୍ କୁଇନ୍ କଙ୍ଗନା ରାନାୱତ ଏବେ ତାଙ୍କ ଫିଲ୍ମ ‘ଥଲାଇବି’ ପାଇଁ ପୂରା ବ୍ୟସ୍ତ ଅଛନ୍ତି । ସେପ୍ଟେମ୍ବର ୧୦ରେ ଫିଲ୍ମଟି ରିଲିଜ୍ ହେବାକୁ...

Advertisement
Archives

Model This Week