ପୂଜା ଚାନ୍ଦା ନଦେବାରୁ ଟ୍ରକ କାଚ ଭାଙ୍ଗିଦେଲେ

ବାଲିଗୁଡା/ତୁମୁଡିବନ୍ଧ,୧ା୯(ଡି.ଏନ୍‌.ଏ)- ଗଣେଶ ପୂଜା ପାଇଁ ଚାରିଆଡେ ଚାଲିଛି ବ୍ୟାପକ ପ୍ରସ୍ତୁତି। ଧୁମ୍‌ଧାମରେ ପାଳନ କରିବାକୁ ଚାଲିଛି ପ୍ରତିଯୋଗିତା। ହେଲେ ଜବରଦସ୍ତ ଚାନ୍ଦା ଆଦାୟ ଗାଡି ଚାଳକଙ୍କୁ ଅସୁବିଧାରେ ପକାଉଛିl ୫୯ ନମ୍ବର ଜାତୀୟ ରାଜପଥ ଉପରେ ଆଦାୟ କରାଯାଉଛି ଗଣେଷ ପୂଜା ଚାନ୍ଦା। ଚାନ୍ଦା ନଦେବାରୁ ରବିବାର ଅପରାହ୍ନରେ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ମୁଣ୍ଡିଗଡ଼ଠାରେ ଜାତୀୟ ରାଜପଥ ଉପରେ ଯାଉଥିବା ଏକ ୧୮ ଚକିଆ ଟ୍ରକ (ନଂ.ଓଡି୧୪ବି-୪୧୧୭)କୁ ଅଞ୍ଚଳର କୌଣସି ଏକ ପୂଜା ଅନୁଷ୍ଠାନର ବ୍ୟକ୍ତି ପଥର ମାଡ଼ କରିଥିବା ଜଣାପଡିଛି। ପଥର ମାଡ଼ରେ ଟ୍ରକ୍‌ର ସମ୍ମୁଖ କାଚ ଭାଙ୍ଗି ଯାଇଥିଲା। ଟ୍ରକ୍‌ ଚାଳକ ଏନେଇ ଅସନ୍ତୋଷ ବ୍ୟକ୍ତ କରିବା ସହ ଗାଡି ରଖି ରାସ୍ତା ଅବରୋଧ କରିଥିଲେ। ସେଠାରେ ସଙ୍ଗେ ସଙ୍ଗେ ଅଞ୍ଚଳବାସୀଙ୍କ ଭିଡ଼ ଜମିଥିଲା। ପୋଲିସ କିମ୍ବା ପ୍ରଶାସନ କେହି ଘଟଣାସ୍ଥଳରେ ନ ପହଞ୍ଚତ୍ବାରୁ ବାଧ୍ୟ ହୋଇ ଟ୍ରକ ଚାଳକ ଗାଡି ନେଇ ପଳାଇଥିଲେ। ବେଆଇନ ଚାନ୍ଦା ଆଦାୟ ଦଣ୍ଡନୀୟ ଅପରାଧ ହୋଇଥିଲେ ମଧ୍ୟ ପ୍ରଶାସନ ତରଫରୁ ବିହିତ ପଦକ୍ଷେପ ଗ୍ରହଣ କରାଯାଉନଥିବାରୁ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫୁଲବାଣୀରେ କଂଗ୍ରେସର ସତ୍ୟାଗ୍ରହ

ଫୁଲବାଣୀ ଅଫିସ, ୨୭।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ଫୁଲବାଣୀ ଜିଲା କଂଗ୍ରେସ ପକ୍ଷରୁ ବିରୋଧ କରାଯାଇଛି  । ସୋମବାର ଦଳ ପକ୍ଷରୁ ଜିଲାର ସମସ୍ତ...

ଜି.ଉଦୟଗିରିରେ ଘୂର୍ଣ୍ଣିଝଡ଼, କୁଆପଥର ବର୍ଷା

ଜି.ଉଦୟଗିରି, ୧୮।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି. ଉଦୟଗିରି ସହରରେ ଶୁକ୍ରବାର ଅପରାହ୍ନରେ ଘୂର୍ଣ୍ଣିଝଡ଼ ସାଙ୍ଗକୁ କୁଆପଡ଼ର ବର୍ଷା ହୋଇଥିଲା। ପ୍ରାୟ ଏକ ଘଣ୍ଟାଧରି ଏହି ଘୂର୍ଣ୍ଣିଝଡ଼...

ଦୁର୍ଗମ ଅଞ୍ଚଳବାସୀଙ୍କ ଭାଗ୍ୟ ବଦଳିବ

ଫୁଲବାଣୀ ଅଫିସ, ୧୩।୧୨ବଣ, ପାହାଡ ଘେରା କନ୍ଧମାଳ ଜିଲାର ଶତାଧିକ ଗ୍ରାମକୁ ଆଜି ପର୍ଯ୍ୟନ୍ତ ସବୁଦିନିଆ ରାସ୍ତା ନିର୍ମାଣ ହୋଇ ପାରିନାହିଁ। ଫଳରେ ଦୁର୍ଗମ ଅଞ୍ଚଳର...

ପଲିଥିନ୍‌ ବ୍ୟବହାର ପ୍ରତିବନ୍ଧକକୁ ମାନୁନାହାନ୍ତି ଲୋକେ, ସୌନ୍ଦର୍ଯ୍ୟ ହରାଉଛି ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୨।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପର୍ଯ୍ୟଟନ କ୍ଷେତ୍ରର ସୌନ୍ଦର୍ଯ୍ୟ ଦିନକୁ ଦିନ ହରାଇବାକୁ ବସିଛି। ସରକାରଙ୍କ ପକ୍ଷରୁ ପଲିଥିନ୍‌ ବେଆଇନ ଘୋଷଣା ପରେ ବି ଲୋକେ...

ୱାର୍ଡମେମ୍ବରଙ୍କୁ ମାଓବାଦୀଙ୍କ ନଁ।ରେ ଧମକପୂର୍ଣ୍ଣ ଚିଠି

ଦାରିଙ୍ଗବାଡ଼ି,୨୯।୧୦(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତ ଗ୍ଳୁଡା ଗ୍ରାମର ୯ ନଂ. ୱାର୍ଡମେମ୍ବର ବୁଗିରା ପ୍ରଧାନଙ୍କୁ ମାଓବାଦୀଙ୍କ ନଁ।ରେ ଧମକ ପୂର୍ଣ୍ଣ ଚିଠି ମିଳିଛି। ଗତ ୧୭...

୨୯ଲିଟର ମଦ ଜବତ: ୨ ଗିରଫ

ଦାରିଙ୍ଗବାଡ଼ି,୧୪।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଓ ଅବକାରୀ ବିଭାଗ ମାହାଡାଗାଣାଡା ଅଞ୍ଚଳରେ ଶୁକ୍ରବାର ଚଢ଼ାଉ କରି ୨୯ ଲିଟର ମଦ ଜବତ କରିଛି। ଘଟଣାରେ...

ମହାସିଂହ ପଞ୍ଚାୟତରେ ୨୯ଲକ୍ଷ ଟଙ୍କା ଘୋଟାଲା

ଫୁଲବାଣୀ ଅଫିସ, ୫ା୩- କନ୍ଧମାଳ ଜିଲାକୁ ଦୁର୍ନୀତି ପିଛା ଛାଡୁନାହିଁ । ସବୁଠୁ ବଡକଥା ଦୁର୍ନୀତି ନେଇ ଅଭିଯୋଗ ଆସିଲାପରେ ତଦନ୍ତ ହେଉଛି କିନ୍ତୁ କାର୍ଯ୍ୟାନୁଷ୍ଠାନ...

ସୁଭଦ୍ରା ହାତରୁ ରାଖୀ ବାନ୍ଧିଲା ଜଗା

ଫୁଲବାଣୀ ଅଫିସ,୧୧ା୮: କନ୍ଧମାଳର ବହୁ ଚର୍ଚ୍ଚିତ ଯୋଡ଼ାମୁଣ୍ଡରୁ ଅଲଗା ହୋଇଥିବା ଶିଶୁ ଜଗା ଏବେ ଫୁଲବାଣୀ ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟରେ ରହି ଚିକିତ୍ସିତ ହେଉଛନ୍ତି।...

Advertisement
Archives

Model This Week