ପୂଜା ନ କଲେ ଏକମାତ୍ର ପୁତ୍ର ସନ୍ତାନର ଅନିଷ୍ଟ ହେବା ନେଇ ଗୁଜବ: ଶନିମନ୍ଦିରରେ ପ୍ରବଳ ଭିଡ଼

କେନ୍ଦୁଝର,୧୪।୩(ସ୍ବ.ପ୍ର.): ପୂଜା ନ କଲେ ଏକମାତ୍ର ପୁତ୍ରସନ୍ତାନର ଅନିଷ୍ଟ ହେବ ବୋଲି ଗୁଜବ ପ୍ରଚାର ପରେ ପୁରୁଣା ସହର ସିଦ୍ଧମଠସ୍ଥିତ ଶନି ମନ୍ଦିରରେ ପ୍ରବଳ ଭକ୍ତଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ଗୋଟିଏ ପୁଅ ଥିବା ମହିଳାମାନେ ଏହି ପୂଜାର୍ଚ୍ଚନା କରିଥିବା ଜଣାପଡ଼ିଛି ା
ଏନେଇ ଉପଜିଲାପାଳ ତଥା ଦେବୋତ୍ତର ବିଭାଗର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର କିସ୍କୁଙ୍କୁ ପଚାରିବାରୁ, ଏ ବିଷୟରେ ସେ କିଛି ଜାଣିନାହାନ୍ତିି। ନିଶ୍ଚିତ ପଦକ୍ଷେପ ନେବେ ବୋଲି କହିଛନ୍ତି।
ସୂଚନାଯୋଗ୍ୟ, କିଛିଦିନ ତଳେ ଏଭଳି ପ୍ରଚାର ହୋଇଥିଲା। ହଜାର ହଜାର ସଂଖ୍ୟାରେ ଭକ୍ତ ଦୂରଦୂରାନ୍ତରୁ ଆସି ଶନିଦେବଙ୍କୁ ପୂଜାର୍ଚ୍ଚନା କରିଥିବା ଦେଖିବାକୁ ମିଳିଥିଲା। ତତ୍‌କାଳୀନ ଉପଜିଲାପାଳ ହସ୍ତକ୍ଷେପ କରି ପଦକ୍ଷେପ ନେଇଥିଲେ। ଅନ୍ୟପକ୍ଷରେ କରୋନା ପାଇଁ ଭିଡ଼ ଉପରେ କଟକଣା ଲାଗୁ କରାଯାଇଥିବା ବେଳେ ଏଠାରେ ଏଭଳି ଭିଡ଼ ଆଶ୍ଚର୍ଯ୍ୟ ସୃଷ୍ଟି କରିଛି। ମିଥ୍ୟା ଗୁଜବ ରୋକିବା ସହ ଲୋକଙ୍କୁ ସଚେତନ କରିବା ପାଇଁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଠାଏ ଠାଏ ଜଳୁଛି କୁଲଡ଼ିହା : ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ

ସଜନାଗଡ଼, ୧୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଥିବା କୁଲଡ଼ିହା ଅଭୟାରଣ୍ୟରେ ନିଆଁ ବ୍ୟାପିବା ନେଇ ବନବିଭାଗ ଚିନ୍ତାରେ ପଡିଛି। ଫେବୃୟାରୀ ୪ ତାରିଖଠାରୁ ବନବିଭାଗ ନିଆଁକୁ...

ବୃଦ୍ଧଙ୍କୁ ହତ୍ୟା ଘଟଣା:ନଦୀପଠାରେ ପୋତିଥିବା କଟାମୁଣ୍ଡ ଉଦ୍ଧାର

ମୋହନା,୧୫ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ମେରାପଲ୍ଲୀ ପଞ୍ଚାୟତରେ ଗୁଣିଗାରେଡି ସନ୍ଦେହରେ ମଙ୍ଗଳବାର ଅପରାହ୍ନରେ ଦାସୁ ମଳିକଙ୍କୁ ହତ୍ୟା କରାଯାଇଥିଲା। ବୁଧବାର ଥାନାରେ ଅଭିଯୋଗ ପରେ...

ଘରେ ବସି ପାଇବେ ବ୍ୟାକିଙ୍ଗ୍‌ ସୁବିଧା

ଛତ୍ରପୁର,୩୦।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ପାଇଲଟ ପ୍ରୋଜେକ୍ଟ ଭାବେ ମନିପର୍ସ ଯୋଜନା ଶନିବାର ଆରମ୍ଭ ହୋଇଛି। ମିଶନ ଶକ୍ତିର ସଦସ୍ୟାଙ୍କୁ କ୍ଷମତାପୂର୍ଣ୍ଣ କରିବା ସହ ତାଙ୍କୁ ଆର୍ଥିକ...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଯୋଡ଼ା ଥାନାରେ ଅଭିଯୋଗ

ଯୋଡ଼ା, ୨୩।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ତଥା ସହରର ୭ନଂ ଓ୍ବାର୍ଡସ୍ଥିତ କମାରଯୋଡାରେ ରହୁଥିବା ରଂଜିତ ପାତ୍ର ନାମକ ଯୁବକଙ୍କୁ କିଛି ଯୁବକ ମରଣାନ୍ତକ...

ଭତ୍ତା, ୫ କିଲୋ ଚାଉଳ ଭରସାରେ କଟୁଛି ଜୀବନ

ନବରଙ୍ଗପୁର, ୨୩।୫(ବି.ପ୍ର.): କଚ୍ଚା ଘର ରହିବ ନାହିଁ। ସମସ୍ତ ଗରିବ ଶ୍ରେଣୀର ଲୋକଙ୍କୁ ମିଳିବ ପକ୍କା ଘର। ରାଜ୍ୟ ସରକାର ଜନସାଧାରଣଙ୍କୁ ଏଭଳି ଆଶ୍ୱାସନା ଦେଉଥିବାବେଳେ...

ବରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରଙ୍କୁ ଦୁର୍ବ୍ୟବହାର କରି ଅଭିଯୁକ୍ତ ଗିରଫ

ରତ୍ନଗିରି, ୨୮।୪(ଡି.ଏନ୍‌.ଏ): କରୋନା ସଂକ୍ରମଣକୁ ରୋକିବା କ୍ଷେତ୍ରରେ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରୁଛନ୍ତି ସ୍ବାସ୍ଥ୍ୟକର୍ମୀ। ତେଣୁ ଚିକିତ୍ସା ଦାୟିତ୍ୱରେ ଥିବା ଡାକ୍ତରଙ୍କୁ ଦୁର୍ବ୍ୟବହାର କରିବା...

ମଦ ବ୍ୟବସାୟୀଙ୍କୁ ସରକାରଙ୍କ ପ୍ରୋତ୍ସାହନ: ଆନ୍ଦୋଳନକୁ ଓହ୍ଲାଇଲା ବେଗୁନିଆ ଜନକଲ୍ୟାଣ ପ୍ରତିଷ୍ଠାନ

ବେଗୁନିଆ, ୧୫।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶାଦ୍ରବ୍ୟ କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଏଠାରେ ଦେଶୀ ରନ୍ଧା...

ମୋରମ୍‌ ବୋଝେଇ ଟ୍ରାକ୍ଟରଠାରୁ ରୟାଲଟି ଆଦାୟ

ବନ୍ତ,୨।୫(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବନ୍ତ ତହସିଲ ଅଧୀନ ଗଣିଜାଙ୍ଗ ରାଜସ୍ବ ନୀରିକ୍ଷକଙ୍କ କାର୍ଯ୍ୟାଳୟ ସମ୍ମୁଖରୁ ତହସିଲଦାର ଇନ୍ଦିରା ସାହୁ ଶନିବାର ଏକ ମୋରମ୍‌ ବୋଝେଇ...

Advertisement
Archives

Model This Week