ପୂଜା ଯାହା ଚାହୁଁଥିଲେ..

ପୂଜା ହେଗେଡ୍‌ ଯାହା ଚାହୁଁଥିଲେ ତାହା ପୂରଣ ହୋଇଛି। ‘ହାଉସଫୁଲ-୪’ ପରେ ସାଦିଦ ନାଦିଓ୍ବାଦଓ୍ବାଲାଙ୍କ ପରବର୍ତ୍ତୀ ଫିଲ୍ମରେ ସେ ଅଭିନୟ କରିବାକୁ ଯାଉଛନ୍ତି। କଥା କ’ଣ କି ସାଦିଦଙ୍କ ଫିଲ୍ମ ‘କଭି ଇଦ୍‌ କଭି ଦିଓ୍ବାଲି’ପାଇଁ ତାଙ୍କୁ ସାଇନ୍‌ କରାଯାଇଛି। ସୂଚନାଯୋଗ୍ୟ ୨୦୧୬ରେ ରିଲିଜ ହୋଇଥିବା ଆଶୁତୋଷ ଗୋଓ୍ବାରିକରଙ୍କ ନିର୍ଦ୍ଦେଶିତ ‘ମହେଞ୍ଜୋଦାରୋ’ରେ ହ୍ରିତିକ ରୋଶନଙ୍କ ଅପୋଜିଟ୍‌ରେ ତାଙ୍କୁ ବ୍ରେକ୍‌ ମିଳିଥିଲା। ଦୀର୍ଘ ୪ବର୍ଷ ଗ୍ୟାପ୍‌ ପରେ ସେ ଆଉ ଏକ ହିନ୍ଦୀ ସିନେମାରେ ଅଭିନୟ କରିବାକୁ ଯାଉଛନ୍ତି। ଅସଲ କଥା ହେଲା ସଲମାନଙ୍କ ସହ ସ୍କ୍ରିନ୍‌ ଶେୟାର କରିବା ତାଙ୍କର ଆଉ ଏକ ଆଶା ଥିଲା ବୋଲି ସେ କହିଛନ୍ତି। ଫିଲ୍ମଟିର ନିର୍ଦ୍ଦେଶନା ଦେବେ ଫରହଦ ସାମ୍‌ଜି। ‘କଭି ଇଦ୍‌ କଭି ଦିଓ୍ବାଲି’ରେ ପୂଜା ଏକ ଛୋଟ ସହରରେ ରହୁଥିବା ଯୁବତୀ ଭୂମିକାରେ ଅଭିନୟ କରିବେ। ଖାସ୍‌ କଥା ହେଲା, ସଲମାନଙ୍କୁ ଏଥିରେ ନୂଆ ଅବତାରରେ ଦେଖିବାକୁ ମିଳିବ। ଫିଲ୍ମଟି ଆସନ୍ତାବର୍ଷ ଇଦ୍‌ରେ ପରଦା ଉପରକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ହେମା, ରେଖା, ଶ୍ରୀଦେବୀଙ୍କ ପରେ ଭୂମୀଙ୍କୁ ମିଳିଲା ସଫଳତା

ମୁମ୍ବାଇ: ବଲିଉଡ୍‌ ନାୟିକା ହେମାମାଳିନୀ, ରେଖା ଓ ଶ୍ରୀଦେବୀଙ୍କୁ ବଡ ପରଦାରେ ଯେଉଁ ସଫଳତା ମିଳିଥିଲା ତାହା ବୋଧହୁଏ ଏପର୍ଯ୍ୟନ୍ତ ଅନ୍ୟ କୌଣସି ଅଭିନେତ୍ରୀଙ୍କୁ ମିଳିନାହିଁ...

ଘାରିଛି ଅଭିନୟ ନିଶା

ସତରେ ଅଭିନୟ ନିଶା କେତେ ଗାଢ଼ ତାହା ଅନୁଭବୀ ହିଁ ଜାଣେ। ମେକ୍‌ଅପ୍‌ ନେଇ ମଞ୍ଚ ଉପରେ ପୁଣି ହଜାର ହଜାର ଦର୍ଶକଙ୍କ ସମ୍ମୁଖରେ ଜୀବନ୍ତ...

ମାଧୁରୀ-ସଲମାନଙ୍କ ଅଭିନୀତ ଫିଲ୍ମର ହୋଇପାରେ ସ୍ପେଶାଲ ସ୍କ୍ରିନିଂ

ମୁମ୍ବାଇ: ବଲିଉଡ୍‌ ନାୟିକା ମାଧୁରୀ ଦୀକ୍ଷିତ ଓ ନାୟକ ସଲମାନଙ୍କ ଅଭିନୀତ ଫିଲ୍ମ ‘ହମ୍‌ ଆପକେ ହୈ କୌନ’କୁ ପୂରିଛି ୨୫ ବର୍ଷ। ଏବେ ଏହି...

ବାପା ହେବାକୁ ମନ ବଳାଇଲେଣି ଦବଙ୍ଗ ଖାଁ

ବମ୍ବେ: ବାପା ହେବାକୁ ମନ ବଳାଇଲେଣି ଦବଙ୍ଗ ଖାଁ। କଥାଟି ଆମେ ମନକୁ କହୁନାହୁଁ। ବରଂ ସେ ନିଜେ ଏହା କହିଛନ୍ତି। ଶୁକ୍ରବାର ନିଜର ଜନ୍ମଦିନ...

ଆଲିଆଙ୍କୁ ପୂରିଲା ୨୭: ଗତବର୍ଷ ରୋଜଗାର କରିଛନ୍ତି ୫୯.୨୧ କୋଟି

ମୁମ୍ବାଇ: ବଲିଉଡ୍‌ର ସୁନ୍ଦରୀ ଚୁଲ୍‌ବୁଲୀ ଅନିନେତ୍ରୀ ଆଲିଆ ଭଟ୍ଟ ରବିିବାର ୨୭ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୯୩ ମାର୍ଚ୍ଚ ୧୫ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ।...

ଅଭିନେତା ଜଗଦୀପଙ୍କ ପରଲୋକ

ମୁମ୍ବାଇ,୯।୭: ବଲିଉଡ୍‌ର ଜଣାଶୁଣା ଅଭିନେତା ଜଗଦୀପଙ୍କ ମୁମ୍ବାଇରେ ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ପୂର୍ବରୁ ସେ କର୍କଟ ରୋଗରେ ପୀଡ଼ିତ ଥିଲେ।...

ମା’ ହେବାକୁ ଯାଉଛନ୍ତି ସୋନମ!

ବଲିଉଡ୍‌ ଅଭିନେତ୍ରୀ ସୋନମ କପୁର ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ବର୍ତ୍ତମାନ ସେଲ୍ଫ ଆଇସୋଲେଶନରେ ଅଛନ୍ତି। ନିକଟରେ ସେ ଲଣ୍ଡନରୁ ଫେରିଥିଲେ। ଏବେ ସେ ଘରେ...

‘ଓସ୍କାର’ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଲା ‘ଗଲି ବୟ’

ମୁମ୍ବାଇ: ବଲିଉଡ୍‌ପ୍ରେମୀଙ୍କ ପାଇଁ ଏକ ଦୁଃଖ ଖବର। ଓସ୍କାର ଆଓ୍ବାର୍ଡ ପ୍ରତିଯୋଗିତାରୁ ବାଦ୍‌ ପଡ଼ିଲା ଫିଲ୍ମ ‘ଗଲି ବୟ’। ଜୋୟା ଅଖ୍‌ତରଙ୍କ ଫିଲ୍ମ ‘ଗଲି ବୟ’...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *