ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…

ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ ମନ୍ଦିରର ଖ୍ୟାତି ରହିଛି । ପ୍ରାୟ ୬ ଶହ ବର୍ଷ ପୂର୍ବେ ଗୋଣ୍ଡଓ୍ବାନା ରାଜାଙ୍କ ସମୟରେ ମାତାଙ୍କ ମୂର୍ତ୍ତି ସ୍ଥାପନ କରାଯାଇଥିଲା ବୋଲି ସ୍ଥାନୀୟ ଲୋକେ କୁହନ୍ତି। କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିବାର କାରଣ ଖୋଜିବାକୁ ଅନେକ ଗବେଷକ ଚେଷ୍ଟା କରିଛନ୍ତି। ମାତ୍ର ଏହାର ଉତ୍ତର ଏପର୍ଯ୍ୟନ୍ତ ମିଳିପାରିନାହିଁ। ଫଳରେ ଏବେ ମଧ୍ୟ ମନ୍ଦିରର ଏହି ରହସ୍ୟ ଭେଦ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରିକ୍ସା ଚାଳକଙ୍କ ନାମରେ ଆସିଲା ୩ କୋଟି ଟଙ୍କାର ଟ୍ୟାକ୍ସ ଠକେଇ

ମଥୁରା,୨୫।୧୦: ଉତ୍ତରପ୍ରଦେଶ ମଥୁରାର ଜଣେ ରିକ୍ସା ଚାଳକଙ୍କୁ ଆୟକର ବିଭାଗ ୩ କୋଟି ଟଙ୍କାର ଟିକସ୍‌ ଦେବାକୁ ନୋଟିସ ଜାରି କରିଛି। ଏହି ନୋଟିସ ପାଇବା...

ଶାହୀନ ବାଗ ଆସିବାକୁ ଭିନ୍ନ ଢଙ୍ଗରେ ମୋଦିଙ୍କୁ ନିମନ୍ତ୍ରଣ କଲେ ପ୍ରଦର୍ଶନକାରୀ

ନୂଆଦିଲ୍ଲୀ,୧୪।୨: ରାଜଧାନୀର ଶାହୀନ ବାଗରେ ଗତ ପ୍ରାୟ ୨ ମାସେ ହେବ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ ଚାଲିଛି। ଏହି ବିରୋଧ ପ୍ରଦର୍ଶନକୁ...

ତେଜସ୍ବୀଙ୍କ ବାଜିବ ସାହାନାଇ

ପାଟନା,୮।୧୨: ଆରଜେଡି ନେତା ଲାଲୁ ପ୍ରସାଦ ଯାଦବଙ୍କ ସାନପୁଅ ତଥା ବିହାର ବିଧାନସଭାରେ ବିରୋଧୀ ଦଳର ନେତା ତେଜସ୍ବୀ ଯାଦବ ଖୁବଶୀଘ୍ର ବିବାହ କରିବାକୁ ଯାଉଛନ୍ତି।...

ବ୍ରିଟିଶ୍‌ ଶାସନ ସମୟର ସମସ୍ତ ନାମ ହେବ ପରିବର୍ତ୍ତନ, ଧାମିଙ୍କ ଘୋଷଣା…

ଡେରାଡୁନ,୨୯।୧୦ : ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ଶନିବାର ଘୋଷଣା କରିଛନ୍ତି ଯେ, ରାଜ୍ୟରେ ବ୍ରିଟିଶ୍‌ ଶାସନ ସମୟର ଥିବା ସମସ୍ତ ନାମର ପରିବର୍ତ୍ତନ...

ମାର୍ଚ୍ଚ ୧ରୁ ବୟସ୍କଙ୍କୁ କରୋନା ଟିକା

ନୂଆଦିଲ୍ଲୀ,୨୪।୨: କରୋନା ଟିକାର ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧ରୁ ଆରମ୍ଭ ହେବ। ଏହି ଟିକା ୬୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ଦିଆଯିବ ବୋଲି କେନ୍ଦ୍ରମନ୍ତ୍ରୀ...

ଦିଲ୍ଲୀ ବିଧାନସଭା ନିର୍ବାଚନ: ଏଲ୍‌ଜେପି ଜାରି କଲା ୧୫ ଆଶାୟୀ ପ୍ରାର୍ଥୀଙ୍କ ତାଲିକା

ନୂଆଦିଲ୍ଲୀ,୧୪।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ବିଗୁଲ୍‌ ବାଜି ସାରିଛି। ଏଥିପାଇଁ ନିର୍ବାଚନ ତାରିଖ ଘୋଷଣା ହୋଇଥିବା ବେଳେ ମଙ୍ଗଳବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା...

ଦୁର୍ନୀତି ବିରୋଧରେ ଲଢ଼େଇ :୧୫୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ,୩୧ା୮: ଦୁର୍ନୀତି ବିରୋଧରେ ସରକାର ଲଢ଼େଇ ଘୋଷଣା କରିଛନ୍ତି। ଦେଶର ବିଭିନ୍ନ ସରକାରୀ ବିଭାଗରେ ସିବିଆଇ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୯।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଏବେ ମହାରାଷ୍ଟ୍ରରେ ୭୧୪ ପୋଲିସ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ଏମାନଙ୍କ ମଧ୍ୟରୁ...

Advertisement
Archives

Model This Week