ପୂଜା ସମୟରେ କାଳୀ ମୂର୍ତ୍ତିଙ୍କଠାରୁ ବାହାରେ ଝାଳ…

ମଧ୍ୟପ୍ରଦେଶର ଜବଲପୁରରେ ମାତା କାଳୀଙ୍କର ଏକ ପୁରାତନ ମନ୍ଦିର ରହିଛି। ଏହା ଏକ ଚମତ୍କାରୀ ମନ୍ଦିର। ଏଠାରେ ଗରମ ହେଲେ କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିଥାଏ। ଏଥିପାଇଁ ମନ୍ଦିରର ଖ୍ୟାତି ରହିଛି । ପ୍ରାୟ ୬ ଶହ ବର୍ଷ ପୂର୍ବେ ଗୋଣ୍ଡଓ୍ବାନା ରାଜାଙ୍କ ସମୟରେ ମାତାଙ୍କ ମୂର୍ତ୍ତି ସ୍ଥାପନ କରାଯାଇଥିଲା ବୋଲି ସ୍ଥାନୀୟ ଲୋକେ କୁହନ୍ତି। କାଳୀ ମୂର୍ତ୍ତିଙ୍କଠାରୁ ଝାଳ ବାହାରିବାର କାରଣ ଖୋଜିବାକୁ ଅନେକ ଗବେଷକ ଚେଷ୍ଟା କରିଛନ୍ତି। ମାତ୍ର ଏହାର ଉତ୍ତର ଏପର୍ଯ୍ୟନ୍ତ ମିଳିପାରିନାହିଁ। ଫଳରେ ଏବେ ମଧ୍ୟ ମନ୍ଦିରର ଏହି ରହସ୍ୟ ଭେଦ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଟିକା ନେଇ ଯୁବତୀ ହେଲେ କୋଟିପତି

ସିଡନୀ,୮।୧୧:କରୋନା ମହାମାରୀକୁ ଏଡାଇବା ପାଇଁ ଟିକା ନେବା ଜରୁରୀ। ପ୍ରାୟ ପ୍ରତ୍ୟେକ ଦେଶର ସରକାର ଏହାର ନାଗରିକମାନଙ୍କୁ ଏହି ପ୍ରକାରର ବାର୍ତ୍ତା ଦେଉଛନ୍ତି। ଟିକା ନେବା...

ଦିଅଁ ନ ଥିବା ମନ୍ଦିର…

ମନ୍ଦିରରେ ସାଧାରଣତଃ ଦିଅଁ ରହିଥାନ୍ତି। ତେବେ ଦିଲ୍ଲୀର ଉଦୟପୁରରେ ଅବସ୍ଥିତ ବାହାଇ ମନ୍ଦିରରେ କୌଣସି ମୂର୍ତ୍ତି ନାହିଁ। ଏହି ମନ୍ଦିର ନିଜର ଅଦ୍ଭୁତ ନିର୍ମାଣଶୈଳୀ ପାଇଁ...

ମିଳିଲା କାର ଆକାରର କଇଁଛ ଜୀବାଶ୍ମ

ଓ୍ବାଶିଂଟନ, ୧୩।୨: ଦକ୍ଷିଣ ଆମେରିକାରେ ଏକ କଇଁଛର ଜୀବାଶ୍ମ ମିଳିଛି। ଏହାର ଆକାର ଏକ ବଡ଼ କାର ସଦୃଶ। କଲମ୍ବିଆର ତାତାକୋଆ ମରୁଭୂମିରୁ ଏହି ଜୀବାଶ୍ମ...

ବାଇପାସ୍‌ ସର୍ଜରୀ ପରେ ଏମ୍ସରୁ ଫେରିଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୧୨।୪: ହୃତ୍‌ପିଣ୍ଡରେ ବାଇପାସ୍‌ ସର୍ଜରୀ ପରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ସୋମବାର ଏମ୍ସରୁ ଫେରିଛନ୍ତି। ରାଷ୍ଟ୍ରପତି ଭବନରେ ପହଞ୍ଚତ୍ବା ପରେ କୋବିନ୍ଦ ତାଙ୍କର ଆଶୁ...

ଫଙ୍ଗପାଳ କେବଳ ଫସଲ ନୁହେଁ ମଣିଷ ପାଇଁ ମଧ୍ୟ କ୍ଷତିକାରକ !

ନୂଆଦିଲ୍ଲୀ,୨୯।୫: ପାକିସ୍ତାନରେ ଏକର ଏକର ଫସଲ ନଷ୍ଟ କରୁଥିବା ପଙ୍ଗପାଳ ଦଳ ଏବେ ଭାରତରେ କାୟା ବିସ୍ତାର କରିବାକୁ ଯାଉଛନ୍ତି। ଏବେସୁଦ୍ଧା ଏହା ରାଜସ୍ଥାନ, ଗୁଜରାଟ,...

ବର ସହ ଆସିଥିବା ଯୁବକକୁ ବିବାହ କରିବାକୁ ଜିଦି କଲେ କନ୍ୟା; ଏହାପରେ କ’ଣ ହେଲା ଜାଣନ୍ତୁ…

ବାହାଘର ଲାଗି ବରଯାତ୍ରୀ ସହ କନ୍ୟା ଘରେ ପହଞ୍ଚତ୍ ସାରିଥିଲେ ବର। ଆଉ କିଛି ସମୟ ପରେ ବେଦୀ ଉପରେ ଅଗ୍ନିକୁ ସାକ୍ଷୀ ରଖି ସାତଜନ୍ମ...

ସୂର୍ଯ୍ୟପରାଗ ଯୋଗୁ ପରିବର୍ତ୍ତନ ହେଲା ମା’ ବୈଷ୍ଣୋଦେବୀଙ୍କ ଆଳତୀ ସମୟ

ଜମ୍ମୁ,୧୭।୬: ସୂର୍ଯ୍ୟପରାଗ ଜୁନ ୨୧ରେ ପଡ଼ୁଥିବାରୁ ମା’ ବୈଷ୍ଣୋଦେବୀଙ୍କ ଆଳତୀ ସମୟରେ ପରିବର୍ତ୍ତନ କରାଯାଇଛି। ସକାଳ ୬ଟା ୨୦ରେ ହେବାକୁ ଥିବା ଆଳତୀ ଏବେ ଦ୍ୱିପ୍ରହର...

ଏଠାରେ ଭଗବାନଙ୍କୁ ପ୍ରସାଦ ରୂପେ ଅର୍ପଣ କରାଯାଉଛି ମାସ୍କ

ବାରାଣସୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ପ୍ରତିଦିନ ହଜାର ହଜାର ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି।...

Advertisement
Archives

Model This Week