ପୂର୍ତ୍ତ ବିଭାଗ ରାସ୍ତାରେ ଏନ୍‌ଟିପିସି ପ୍ରକଳ୍ପ ପାଉଁଶ ପାଣି

କଣିହଁା, ୭।୧୦(ଡି.ଏନ.ଏ.)-କଣିହଁା ବ୍ଲକ ଅଞ୍ଚଳରେ ୨ଦିନ ହେଲା ବଜ୍ରପାତ ସହ ପ୍ରବଳ ବର୍ଷା ହେଉଛି। ଏହି କାରଣରୁ ଏନ୍‌ଟିପିସି ପ୍ରକଳ୍ପରୁ ପାଉଁଶପାଣି ପ୍ରବାହିତ ହୋଇ ମାଡୁଆ ଦେବୀଙ୍କ ପୀଠ ନିକଟ ପୂର୍ତ୍ତ ବିଭାଗ ରାସ୍ତା ଉପରୁ ପିଚୁ ଉଠିଯାଇ ଖାଲଖମା ସୃଷ୍ଟି ହୋଇଛି। ରାସ୍ତାର ଶୋଚନୀୟ ଅବସ୍ଥା ଯୋଗୁ ପଥଚାରୀମାନେ ହନ୍ତସନ୍ତ ହେଉଛନ୍ତି। ବାରମ୍ବାର କମ୍ପାନୀ କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ ସତ୍ତ୍ୱେ ଏହାର ସମାଧାନ ଦିଗରେ ପଦକ୍ଷେପ ନିଆଯାଉ ନ ଥିବା ସାମାଜିକ କର୍ମୀ ପୂର୍ଣ୍ଣଚନ୍ଦ୍ର ପ୍ରଧାନ, ନୟନ ପ୍ରଧାନଙ୍କ ସମେତ ବୁଦ୍ଧିଜୀବୀ ଅଭିଯୋଗ କରିଛନ୍ତି। ପୂଜା ଛୁଟି ଯୋଗୁ କମ୍ପାନୀ କର୍ତ୍ତୃପକ୍ଷଙ୍କ ମତାମତ ମିଳିପାରିନାହିଁ।
ଅନ୍ୟପଟେ ପ୍ରବଳ ବର୍ଷା ଯୋଗୁ ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଛି, ଯାହାକୁ ନେଇ ପୂଜା ମାହୋଲ ସାମାନ୍ୟ ଫିକା ପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ରୋଗୀସେବା ଦାବି, ୧୨ ଘଣ୍ଟିଆ ତାଳଚେର ବନ୍ଦ

ତଳଚେର,୮।୫(ମନୋଜ ନନ୍ଦ): ଅନୁଗୋଳ ଜିଲା ତଳଚେର ପବିତ୍ର ମୋହନ ମେଡିକାଲ କଲେଜରେ ରୋଗୀ ସେବା ଦାବିରେ ୧୨ ଘଣ୍ଟିଆ ବନ୍ଦ ପାଳିତ ହୋଇଛି । ଆଗରୁ କ୍ରିୟାନୁଷ୍ଠାନ…

ସ୍ପଞ୍ଜ ଆଇରନ କାରଖାନାରେ ବଡ଼ ଅଘଟଣ, ଚାଲିଗଲା ୩ ଶ୍ରମିକଙ୍କ ଜୀବନ

ଅନୁଗୋଳ,୫।୫(ଜ୍ୟୋତିରଞ୍ଜନ ସାହୁ): ଅନୁଗୋଳ ଜିଲା ନିଶା ଥାନା ଅଞ୍ଚଳରେ ଥିବା ମେଟାଲିକ ସ୍ପଞ୍ଜ ଆଇରନ ପ୍ଲାଣ୍ଟରେ ବଡ଼ ଧରଣର ଦୁର୍ଘଟଣା ହୋଇଛି । ୩ ଜଣ ଶ୍ରମିକଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା…

ରେଙ୍ଗାଳି ବାମ ବନ୍ଧ କେନାଲ ଡିଭିଜନ ଅଫିସ ସିଲ

କାମାକ୍ଷାନଗର,୨୭।୪(ସୁଧୀର କୁମାର ପରିଡା): ଢେଙ୍କାନାଳ ଜିଲା କାମାକ୍ଷାନଗର  ରେଙ୍ଗାଳି ବାମ କେନାଲରେ ୨୦୦୩-୪ ମସିହାରୁ ଠିକା କାମ କରି ପ୍ରାୟ  ୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା  ବକେୟା…

ପ୍ରେମିକଙ୍କ ଆତ୍ମହତ୍ୟାର ୨୪ ଘଣ୍ଟା ପରେ ଓଢ଼ଣିରେ ଝୁଲିପଡ଼ିଲେ ୧୩ ବର୍ଷୀୟା ପ୍ରେମିକା

ଅନୁଗୋଳ,୨୬।୪(ଦିବ୍ୟଶାନ୍ତନୁ ନାଥ): ମାତ୍ର ୧୩ ବର୍ଷ ବୟସରେ ସଂସାର କରିବାକୁ ଘରୁ ଗୋଡ଼ କାଢ଼ିଥିଲେ। ୨୩ ବର୍ଷୀୟ ପ୍ରେମିକଙ୍କ ହାତଧରି ମୁମ୍ୱାଇ ଚାଲିଯାଇଥିଲେ। ହେଲେ ପ୍ରେମିକଙ୍କ ମା’…

ଜନଗଣନା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ: ଗାଡି ଭାଙ୍ଗିବା ସହ…

କାମାକ୍ଷାନଗର,୨୨।୪(ସୁଧୀର କୁମାର ପରିଡା): ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁ ରହିଥିବାବେଳେ ଜନଗଣନା କରିବାକୁ ଯାଇଥିବାବେଳେ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରେ ୪ ଜଣ ଜନଗଣନା କର୍ମଚାରୀ…

ମୋ ପ୍ରେମିକାଙ୍କୁ ଡାକ, ନଚେତ୍‌ ମୁଁ… ପ୍ରେମ ପାଇଁ ଗଛ ଉପରେ ନାବାଳକ

ଅନୁଗୋଳ,୨୩ା୪ (ଜ୍ୟୋତିରଞ୍ଜନ ସାହୁ):ନାବାଳିକା ପ୍ରେମିକାଙ୍କୁ ଦେଖାକରିବାକୁ ନ ଦେଲେ ଆତ୍ମହତ୍ୟା କରିଦେବି। ବେକରେ ଗାମୁଛା ବାନ୍ଧି ଝୁଲିପଡ଼ିବି। ଏକ ଗଛର ୧୦୦ ଫୁଟ୍‌ ଉପରୁ ଜଣେ ନାବାଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri