Advertisement

ପୂର୍ବତନ କଂଗ୍ରେସ ଜିଲା ସଭାପତିଙ୍କ ପରଲୋକ

ଭବାନୀପାଟଣା,୧୮।୧୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା ସହରର କଂଗ୍ରେସର ପୂର୍ବତନ ଜିଲା ସଭାପତି ହାଇଦର ଅଲ୍ଲୀ (୭୨)ଙ୍କ ମଙ୍ଗଳବାର ହୃଦ୍‌ଘାତରେ ପରଲୋକ ଘଟିଛି। ମଧ୍ୟାହ୍ନରେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ଭବାନୀପାଟଣା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଅପରାହ୍ନରେ ତାଙ୍କର ମୃତ୍ୟୁ ଘଟିଥିଲା। ସ୍ବର୍ଗତ ଅଲ୍ଲୀ ୧୯ ବର୍ଷ ଜିଲା କଂଗ୍ରେସର ସଭାପତି ଥିବା ବେଳେ ଅନେକ ବର୍ଷ ଧରି ଜିଲା ସାଧାରଣ ସମ୍ପାଦକ ଭାବେ କାର୍ଯ୍ୟକରି କଂଗ୍ରେସକୁ ଆଗକୁ ନେବାକୁ ସହାୟକ ହୋଇଥିଲେ। ତାଙ୍କ ପରଲୋକରେ ବହୁ ରାଜନେତାଙ୍କ ସହ ଅଞ୍ଚଳବାସୀ ଶୋକ ପ୍ରକାଶ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ନବ ସଂକଳ୍ପ ଶିବିରରେ ବିଶୃଙ୍ଖଳା

ଜଗତ୍‌ସିଂହପୁର ଅଫିସ, ୧୫ା୬: ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ଉଦୟପୁର ନବ ସଂକଳ୍ପ ଶିବିର ନିଷ୍ପତ୍ତି ଅନୁଯାୟୀ ପ୍ରତି ଜିଲାରେ ଦଳୀୟ କାର୍ଯ୍ୟକ୍ରମକୁ କ୍ରିୟାଶୀଳ...

୭ ବଖରା ଜଳିଗଲା

ବନ୍ତ,୬ା୪(ଡି.ଏନ୍‌.ଏ.)-ଭଦ୍ରକ ଜିଲା ବନ୍ତ ତହସିଲ ରାମପୁର ପଞ୍ଚାୟତ ଅଳଉତି ହରିଜନ ସାହିରେ ରବିବାର ବିଳମ୍ବିତ ରାତ୍ରରେ ଅଗ୍ନିକାଣ୍ଡ ଘଟି ୭ ବଖରା ଗୃହ ଭସ୍ମୀଭୂତ ହୋଇଯାଇଛି।...

ବର୍ଷାରେ ବେହାଲ ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୭।୩(ଡି.ଏନ୍‌.ଏ.) ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ ଦୁଇଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ଶୁକ୍ରବାର ୫୧ ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ଗୁରୁବାର ୩୪...

ଏସ୍‌ସିବିରେ ଆଉ ଜଣେ କରୋନା ସନ୍ଦିଗ୍ଧ

କଟକ ଅଫିସ,୧୬।୩: କରୋନା ସନ୍ଦେହରେ ଭୁବନେଶ୍ୱରର ଜଣେ ଯୁବକ ରବିବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି ହୋଇଛନ୍ତି। ସେ ପୂର୍ବରୁ ଥଣ୍ଡା,...

ବିଚାରାଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଫୁଲବାଣୀ ଅଫିସ,୪।୪: ଚିକିତ୍ସାରେ ଅବହେଲା ଯୋଗୁ ଫୁଲବାଣୀ ଜିଲା କାରାଗାରର ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଗ୍ରାମବାସୀଙ୍କ ସହ...

ଚଢେଇଗୁଡି ଯୋଗାଶ୍ରମ ଭାଙ୍ଗିଲା ଦନ୍ତା

ସୋନପୁର,୩୧।୧୨(ନି.ପ୍ର.) ସୁବର୍ଣ୍ଣପୁର ବନଖଣ୍ଡର ଉଲୁଣ୍ଡା ବନାଞ୍ଚଳରେ ହାତୀ ଉପଦ୍ରବ ବୃଦ୍ଧି ପାଇଛି। ହାତୀପଲ ଦୀର୍ଘଦିନ ଧରି ସ୍ଥାନୀୟ ଅଞ୍ଚଳରେ ବ୍ୟାପକ କ୍ଷତି ଘଟାଉଛନ୍ତି। ଗୋଟିଏ ପଲରେ...

ଏଥର ଅମରନାଥ ଗୁମ୍ଫା ଆକୃତିର ତୋରଣ

କଟକ ଅଫିସ,୧୨ା୮: କରୋନା ମହାମାରୀ ଯୋଗୁ କଟକରେ ଗତ ୨ ବର୍ଷ ଧରି ନିରାଡମ୍ବର ଭାବେ ଦୁର୍ଗାପୂଜା ପାଳିତ ହୋଇଥିଲା। ହେଲେ ଚଳିତବର୍ଷ କରୋନା ସ୍ଥିତିରେ...

ବର୍ଷା ହେଲେ ବାରଣ୍ଡାରେ ପଢ଼ାଯାଉଛି ପାଠ

ବଇଣ୍ଡା, ୨୭ା୧୧ (ଡି.ଏନ.ଏ.): ବିଦ୍ୟାଳୟରେ ଖାଲିପଡ଼ିଛି ଗଣିତ ଶିକ୍ଷକ ପଦବୀ। ୩ଟି ଯାକ ଶ୍ରେଣୀଗୃହ ବିପଦସଙ୍କୁଳ। ଅବସ୍ଥା ଏମିତି ଯେ, ସାମାନ୍ୟ ବର୍ଷା ହେଲେ ଛାତରୁ...

Advertisement
Archives

Model This Week