Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦଙ୍କ ପରଲୋକ

ଲକ୍ଷ୍ନୌ,୨୭।୩: ପୁର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦ ବର୍ମାଙ୍କର ଶୁକ୍ରବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସମାଜବାଦୀ ପାର୍ଟିର ଜଣେ ଆଗଧାଡିର ନେତା ଭାବେ ସେ ବେଶ୍‌ ପରିଚିତ ଥିଲେ। ସମାଜବାଦୀ ପାର୍ଟିରୁ ସେ ରାଜ୍ୟ ସଭା ଏମ୍‌ ପି ଭାବେ କାର୍ଯ୍ୟଭାର ତୁଲାଇଥିଲେ। ସେ ଉତ୍ତରପ୍ରଦେଶ କୁର୍ମି ସମାଜର ଜଣେ ପରିଷ୍ଠ ନେତା ଭାବେ ପରିଚିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ଚାଳିଶା ପରେ ଏବେ ଏଏପି ପାଠ କରିବ ‘ସୁନ୍ଦରାକାଣ୍ଡ’

ନୂଆଦିଲ୍ଲୀ,୧୮।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ହନୁମାନ ଚାଳିଶା ପାଠକୁ ନେଇ ଆରମ୍ଭ...

ଉତ୍ତରପ୍ରଦେଶରେ ୧୫ କରୋନା ରୋଗୀ

ଲକ୍ଷ୍ନୌ,୧୭।୨: ଉତ୍ତରପ୍ରଦେଶରେ କରୋନା ଭାଇରସ୍‌କୁ ନେଇ ଲଗାତର ସ୍ବାସ୍ଥ୍ୟବିଭାଗ ବୁଲେଟିନ୍‌ ଜାରି କରୁଛି। ମଙ୍ଗଳବାର ଉତ୍ତରପ୍ରଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ନୋଏଡାରେ ୨ଜଣ...

କାର୍‌ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର

ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ...

‘କରୋନା ଏକ ଜୀବ, ତା’ର ବି ବଞ୍ଚିବାର ଅଧିକାର ରହିଛି’

ଲକ୍ଷ୍ନୌ,୧୪।୫: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏବେ ଚର୍ଚ୍ଚାରେ ଅଛନ୍ତି। କରୋନା ଜୀବାଣୁ ଏକ ଜୀବ, ତାର ମଧ୍ୟ ବଞ୍ଚିବାର ମଧ୍ୟ ଅଧିକାର...

କରୋନା ନିୟମ ନ ମାନିଲେ ରାଜ୍ୟରେ ଲାଗୁ ହେବ ଲକ୍‌ଡାଉନ୍‌: ଠାକରେ

ମୁମ୍ବାଇ,୨୩ ।୧୧: ମହାରାଷ୍ଟ୍ରରେ ପୁଣିଥରେ କରୋନାର ପ୍ରକୋପ ଦେଖିବାକୁ ମିଳିଛି । ଏହାପରେ ରାଜ୍ୟ ସରକାର ଜନସାଧାରଣଙ୍କୁ ସତର୍କ କରାଇ ଦେଇଛନ୍ତି । ମହାରାଷ୍ଟ୍ରର ଉଦ୍ଧବ...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୩।୧୨: ପାକିସ୍ତାନ ବାରମ୍ବାର ଭାରତ ସୀମାରେ ଅସ୍ତ୍ରବିରତି ଉଲ୍ଲଂଘନ କରୁଛି। ମଙ୍ଗଳବାର ପୁଣି ଥରେ ଜମ୍ମୁ-କଶ୍ମୀରର ପୁଞ୍ଛ ସେକ୍ଟରର କିର୍‌ନିରେ ପାକିସ୍ତାନ ସୁରକ୍ଷାକର୍ମୀ ଗୁଳି ବର୍ଷଣ...

ସୋମବାର ଲୋକସଭାରେ ଆଗତ ହୋଇପାରେ ନାଗରିକତା ସଂଶୋଧନ ବିଲ୍‌

ନୂଆଦିଲ୍ଲୀ,୮।୧୨: ନାଗରିକତା ସଂଶୋଧନ ବିଲ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ ଗତ ସପ୍ତାହରେ ମଞ୍ଜୁରୀ ଦେଇଛି। ଏବେ ଏହା ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ।...

ଡିକେ.ଶିବ କୁମାରଙ୍କୁ ଜେଲରେ ଭେଟିଲେ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୩।୧୦: ଅର୍ଥ ହେରଫେର ମାମଲାରେ ଗିରଫ ହୋଇଥିବାକଂଗ୍ରେସ ନେତା ଡିକେ. ଶିବ କୁମାରଙ୍କୁ ବୁଧବାର ତିହାର ଜେଲ୍‌ରେ ଭେଟିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ସେଠାରେ...

Advertisement


Archives

Model This Week

Why Dharitri