Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦଙ୍କ ପରଲୋକ

ଲକ୍ଷ୍ନୌ,୨୭।୩: ପୁର୍ବତନ କେନ୍ଦ୍ରମନ୍ତ୍ରୀ ବେଣି ପ୍ରସାଦ ବର୍ମାଙ୍କର ଶୁକ୍ରବାର ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ। ସମାଜବାଦୀ ପାର୍ଟିର ଜଣେ ଆଗଧାଡିର ନେତା ଭାବେ ସେ ବେଶ୍‌ ପରିଚିତ ଥିଲେ। ସମାଜବାଦୀ ପାର୍ଟିରୁ ସେ ରାଜ୍ୟ ସଭା ଏମ୍‌ ପି ଭାବେ କାର୍ଯ୍ୟଭାର ତୁଲାଇଥିଲେ। ସେ ଉତ୍ତରପ୍ରଦେଶ କୁର୍ମି ସମାଜର ଜଣେ ପରିଷ୍ଠ ନେତା ଭାବେ ପରିଚିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାଲାଇନ୍‌ ଗର୍ଗଲ ଆର୍‌ଟି-ପିସିଆର୍‌ ଟେଷ୍ଟ୍‌କୁ ଆଇସିଏମ୍‌ଆର୍‌ ମଞ୍ଜୁରୀ…

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀ ସଂକ୍ରମଣ ନେଇ ଦେଶରେ ଆତଙ୍କ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ୍‌ ସଂଖ୍ୟା ବୃଦ୍ଧି କରିବା ଲାଗି ଆଇସିଏମ୍‌ଆର୍‌ ପକ୍ଷରୁ ବଡ଼ ନିଷ୍ପତ୍ତି...

ଭାରତୀୟଙ୍କୁ ସତର୍କ କରାଇଲା ଦୂତାବାସ

ନୂଆଦିଲ୍ଲୀ, ୩।୨(ପି.ଟି.): ମ୍ୟାନ୍‌ମାରରେ ସାମରିକ ବିଦ୍ରୋହ ପରେ ସେଠାରେ ଥିବା ଭାରତୀୟମାନଙ୍କୁ ଦୂତାବାସ ପକ୍ଷରୁ ସତର୍କ କରିଦିଆଯାଇଛି। ଅତି ଜରୁରୀ ନ ଥିଲେ ବାହାରକୁ ନ...

ଅନନ୍ତକାଳ ପର୍ଯ୍ୟନ୍ତ ମାନବତା ଆସ୍ଥାର ପ୍ରତୀକ ପାଲଟିବ ରାମମନ୍ଦିର: ବହନ କରିବ ଭାଇଚାରାର ବାର୍ତ୍ତା

ଅଯୋଧ୍ୟା, ୫।୮: ରାମମନ୍ଦିର ନିର୍ମାଣର ଭୂମି ପୂଜନ ଶେଷ ହୋଇଛି। ଏହି ଅବସରରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ, ରାମମନ୍ଦିର ଅନନ୍ତକାଳ...

ହାଇଦ୍ରାବାଦ ଏନ୍‌କାଉଣ୍ଟରରେ ସାମିଲ ହୋଇଥିବା ପୋଲିସଙ୍କୁ ମିଳିବ ଏକ ଲକ୍ଷ ଟଙ୍କା ପୁରସ୍କାର

ହିସାର,୬।୧୨: ହାଇଦ୍ରାବାଦ ବଳାତ୍କାର ଓ ହତ୍ୟା ମାମଲାରେ ସଂପୃକ୍ତ ଥିବା ୪ ଅଭିଯୁକ୍ତଙ୍କୁ ଶୁକ୍ରବାର ଏନ୍‌କାଉଣ୍ଟର କରାଯାଇଛି। ଏହି ଏନ୍‌କାଉଣ୍ଟରରେ ସାମିଲ ଥିବା ସସସ୍ତ ପୋଲିସ...

ମେଦବହୁଳତାଠୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ଉଷୁମ ପାଣିରେ ମିଶାଇ ପିଅନ୍ତୁ ଏହି ଲୁଣ…

ସକାଳେ ଟିପେ କଳା ଲୁଣ(ସୈନ୍ଧବ ଲବଣ) ଗ୍ଲାସେ ଉଷୁମ ପାଣି ସହିତ ପିଇଲେ ମିଳିଥାଏ ଅନେକ ଉପକାର। ଏହା ପାଚନ କ୍ରିୟାକୁ ସ୍ବାଭାବିକ କରେ। ମେଦବହୁଳତା...

ଚାରଧାମ ଯାତ୍ରା: ୪୬ ଦିନରେ ଗଲାଣି ୧୭୫ ପ୍ରାଣୀଙ୍କ ଜୀବନ

ଋୁଦ୍ରପ୍ରୟାଗ,୨୩ ।୬: କେଦାରନାଥ ଯାତ୍ରାରେ ପ୍ରାଣୀଙ୍କ ମୃତ୍ୟୁ ଲଗାତାର ଜାରି ରହିଛି । କଥା କହିପାରୁ ନ ଥିବା ଏହି ପ୍ରାଣୀ ମାଲିକଙ୍କ ପଟେକ ଭରିବା...

ଇତିହାସ ରଚିବେ ବିଜୟନ୍‌

ନୂଆଦିଲ୍ଲୀ,୩୦ା୪:ପୂର୍ବାପେକ୍ଷା ଏଥର ଆମେ ଅଧିକ ଆସନରେ ବିଜୟୀ ହେବୁ। ଗୁରୁବାର ରାତିରେ ଏକ୍‌ଜିଟ୍‌ ପୋଲ୍‌ ଫଳ ଆସିବା ପରେ କେରଳ ରାଜଧାନୀ ଥିରୁଭାନନ୍ତପୁରମ୍‌ରେ ଏହା ଥିଲା...

ଟି-୨୦ ଓ୍ବାଲର୍‌ଡ କପ୍‌ରୁ ଭାରତ ବାହାର, ବିଜ୍ଞାପନ ଆୟରେ ୧ ହଜାର କୋଟି କ୍ଷତି ହେବା ଆଶଙ୍କା…

ନୂଆଦିଲ୍ଲୀ,୮।୧୧: ଯାହା ଆଶଙ୍କା କରାଯାଉଥିଲା ତାହା ଘଟିଲା। ଟିମ ଇଣ୍ଡିଆ ଟି -୨୦ ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିପାରି ନାହିଁ। ଭାରତୀୟ ପ୍ରଶଂସକମାନେ ଏହା ଦ୍ୱାରା...

Advertisement
Archives

Model This Week