Posted inରାଜ୍ୟ

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ପରଲୋକ

ଭୁବନେଶ୍ୱର,୮ା୬(ବ୍ୟୁରୋ)-ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅର୍ଜୁନ ଚରଣ ସେଠୀଙ୍କ ସୋମବାର ପରଲୋକ ହୋଇଯାଇଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ତାଙ୍କ ପୁଅ ଅଭିମନ୍ୟୁ ସେଠୀ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଅର୍ଜୁନ ଭଦ୍ରକ ଲୋକସଭା ଆସନରୁ ୮ ଥର ନିର୍ବାଚିତ ହୋଇଥିଲେ। ସେହିପରି ରାଜ୍ୟ ବିଧାନସଭାକୁ ମଧ୍ୟ ୨ ଥର ନିର୍ବାଚିତ ହୋଇଛନ୍ତି। ବାଜପେୟୀଙ୍କ ପ୍ରଧାନମନ୍ତ୍ରୀତ୍ୱ କାଳରେ ଅର୍ଜୁନ ଜଳସମ୍ପଦ ମନ୍ତ୍ରୀ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ ମନ୍ଦିରର ସୌନ୍ଦର୍ଯ୍ୟକରଣ ହେବ

ଭୁବନେଶ୍ୱର,୨୨।୧(ବ୍ୟୁରୋ): ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବରେ ଗଢ଼ି ତୋଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଘୋଷଣା ପରେ ଏ ଦିଗରେ କାର୍ଯ୍ୟ ଜୋରସୋରରେ ଚାଲିଛି।...

୨୫, ୨୬ରେ ପ୍ରବଳ ବର୍ଷା

ଭୁବନେଶ୍ୱର, ୨୨।୧୧(ବ୍ୟୁରୋ)-ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଡିପ୍ରେସନରେ ପରିଣତ ହୋଇପାରେ। ଏହାର ପରବର୍ତ୍ତୀ ୪୮ଘଣ୍ଟାରେ ଏହା ଆହୁରି ଘନୀଭୂତ ହୋଇ...

ଚିନ୍ତା ବଢ଼ାଇଲାଣି ଯାଜପୁର: ପୁଣି ଜଣେ ପଜିଟିଭ୍‌ ଚିହ୍ନଟ, ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି

ଭୁବନେଶ୍ୱର,୬।୫(ବ୍ୟୁରୋ): ଯାଜପୁର ଜିଲାରେ ପୁଣି ଜଣେ କରୋନା ପଜିଟିଭ୍‌ ବୁଧବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଞ୍ଚିଛି। ସେହିଭଳି...

ଓଡ଼ିଆ ବାୟୁସେନା ଅଧିକାରୀଙ୍କୁ ବଡ଼ ଦାୟିତ୍ୱ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଓଡ଼ିଆ ବାୟୁସେନା ଅଧିକାରୀ ଦିଲୀପ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ମିଳିଛି। ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌ ଭାବେ ସେ...

ବିଜେଡି ଛାଡ଼ିଲେ ସଞ୍ଜୀବ

ଅନୁଗୋଳ ଅଫିସ,୪।୧୧: ଓଡ଼ିଶା ବିଧାନସଭାକୁ ୪ ଥର ନିର୍ବାଚିତ ହୋଇଥିବା ଓ ଏକାଧିକଥର ମନ୍ତ୍ରୀ ପଦ ପାଇଥିବା ବିଜୁ ଜନତା ଦଳର ବରିଷ୍ଠ ନେତା ସଞ୍ଜୀବ...

ଏସ୍‌ସିବିରେ ଭର୍ତ୍ତି ହେଲେ ଆଶୀର୍ବାଦ

ଭୁବନେଶ୍ୱର,୨୬।୯(ବ୍ୟୁରୋ)- ଅର୍ଥତତ୍ତ୍ୱ ଚିଟ୍‌ଫଣ୍ଡ ଠକେଇ ମାମଲାରେ ଗିରଫ ହୋଇ ବିଚାର ବିଭାଗୀୟ ଜେଲ୍‌ ହାଜତରେ ଥିବା ଓସିଏ ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରା ଏସ୍‌ସିବିରେ ଭର୍ତ୍ତି...

ଆଜିଠାରୁ ହିଙ୍ଗୁଳା ଯାତ୍ରା

ତାଳଚେର,୧୫।୪(ନି.ପ୍ର.) ଅନୁଗୋଳ ଜିଲା ତାଳଚେରର ଅଧିଷ୍ଠାତ୍ରୀ ଦେବୀ ଅଗ୍ନିରୂପା ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ପ୍ରସିଦ୍ଧ ବାର୍ଷିକ ଯାତ୍ରା ୧୫ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହେବ। ମହାମାରୀ...

କବି ପ୍ରମୋଦ କୁମାର ମହାନ୍ତିଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୨।୨(ବ୍ୟୁରୋ): କବି ପ୍ରମୋଦ କୁମାର ମହାନ୍ତିଙ୍କ ବୁଧବାର ପରଲୋକ ହୋଇଛି। ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌...

Advertisement
Archives

Model This Week